ସଂକ୍ରମଣରେ ଲାଗୁନି ବ୍ରେକ୍‌ : ରାଜ୍ୟରେ ୨୩୧ ନୂଆ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୯

The Sakala Picture
Published On

ଭୁବନେଶ୍ବର :  ରାଜ୍ୟରେ କିଛି ଦିନ ପରେ କରୋନା ସଂକ୍ରମଣ ପୁଣିଥରେ ବଢିବା ଆରମ୍ଭ କରିଛି। ଗତକାଲି ୨୦୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୩୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୯୬ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୩୦ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର […]

ଭୁବନେଶ୍ବର :  ରାଜ୍ୟରେ କିଛି ଦିନ ପରେ କରୋନା ସଂକ୍ରମଣ ପୁଣିଥରେ ବଢିବା ଆରମ୍ଭ କରିଛି। ଗତକାଲି ୨୦୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୩୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୯୬ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୩୦ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ସୂଚନା ଦେଇଛି।

ଆହୁରି ପଢ଼ନ୍ତୁ: ଜୁନ୍ ୩୦ସୁଦ୍ଧା ବୋର୍ଡ ନିଗମ ନିଯୁକ୍ତ ! ୩୨ଟି ବିଭାଗରେ ୧୧୮୩ ଜଣଙ୍କୁ ମିଳିବ ନିଯୁକ୍ତି

ଆଜି ରାଜ୍ୟର ୧୮ଟି ଜିଲ୍ଲାରୁ ୨୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୧୨ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୯ ଜଣ ଚିହ୍ନଟ ହୋଇଛନ୍ତି।

ତେବେ ଆଜି ରାଜ୍ୟରୁ ଚିହ୍ନଟ ୨୩୧ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ  ବାଲେଶ୍ବର ଜିଲ୍ଲାରୁ ୧୩ ଜଣ, ଭଦ୍ରକରୁ ୫ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୩୫ ଜଣ, ଦେବଗଡ଼ରୁ ୩ ଜଣ, ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ୨ ଜଣ, ଝାରସୁଗୁଡ଼ାରୁ ୧ ଜଣ, କଳାହାଣ୍ଡିରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯୯, ମାଲକାନଗିରିରୁ ୧ ଜଣ, ମୟୂରଭଞ୍ଜରୁ ୧ ଜଣ, ନୂଆପଡ଼ାରୁ ୮ ଜଣ, ପୁରୀରୁ ୫ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ବଲପୁରରୁ ୧୦ ଜଣ, ସୋନପୁରରୁ ୬ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨ ଜଣ ଓ ଷ୍ଟେଟପୁଲରୁ ୨୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨, ୯୦,୧୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୩୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨,୭୯୯,୭୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩,୨୧,୧୧,୧୦୯ସାମ୍ପୁଲ ଟେଷ୍ଟ୍ ହୋଇଛି।

02 Jul 2022 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର