ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ବର: ଆଗାମୀ ୫ଦିନ ଧରି ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା, କାଳବୈଶାଖୀ ଓ ବଜ୍ରପାତ ସମ୍ଭାବନା ରହିଛି। ଏଥିସହିତ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୁରଭଞ୍ଜ,ଢ଼େଙ୍କାନାଳ, କନ୍ଧମାଳ, ରାୟଗଡ଼ା,କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। In connection with probable low pressure system Heavy to very-heavy rainfall very likely at isolated […]

ଭୁବନେଶ୍ବର: ଆଗାମୀ ୫ଦିନ ଧରି ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା, କାଳବୈଶାଖୀ ଓ ବଜ୍ରପାତ ସମ୍ଭାବନା ରହିଛି। ଏଥିସହିତ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୁରଭଞ୍ଜ,ଢ଼େଙ୍କାନାଳ, କନ୍ଧମାଳ, ରାୟଗଡ଼ା,କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର,କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ,ମାଲକାନଗିରି ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ସମୟରେ ୩୦ରୁ ୪୦କିମି ବେଗରେ ପବନ ବି ବହିପାରେ। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏଥିସହିତ ଗଞ୍ଜାମ, ଗଜପତି, କଳାହାଣ୍ଡି,ଯାଜପୁର ଓ ଭଦ୍ରକ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ବି ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

21 May 2021 By The Sakala

ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆଗାମୀ ୫ଦିନ ଧରି ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା, କାଳବୈଶାଖୀ ଓ ବଜ୍ରପାତ ସମ୍ଭାବନା ରହିଛି। ଏଥିସହିତ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୁରଭଞ୍ଜ,ଢ଼େଙ୍କାନାଳ, କନ୍ଧମାଳ, ରାୟଗଡ଼ା,କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ।

ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର,କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ,ମାଲକାନଗିରି ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ସମୟରେ ୩୦ରୁ ୪୦କିମି ବେଗରେ ପବନ ବି ବହିପାରେ। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏଥିସହିତ ଗଞ୍ଜାମ, ଗଜପତି, କଳାହାଣ୍ଡି,ଯାଜପୁର ଓ ଭଦ୍ରକ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ବି ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

https://www.thesakala.in/latest-odisha-news/24-hours-weather-update-odisha/article-2330
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର