ରାଜ୍ୟରୁ ଚିହ୍ନଟ ହେଲେ ୨୪୫ ପଜିଟିଭ୍‌, ଖୋର୍ଦ୍ଧାରୁ ସର୍ବାଧିକ ୧୩୫ ଆକ୍ରାନ୍ତ

The Sakala Picture
Published On

ଭୁବନେଶ୍ବର : ରାଜ୍ଯରେ ଉପର ତଳ ହେଉଛି କରୋନା କରୋନା ଗ୍ରାଫ। କିଛି ଦିନ ପରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଥିବା ବେଳେ ଆଜି ଟିକେ କମିଛି। ଗତକାଲି ରାଜ୍ୟରେ ଦୈନିକ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇ ୩୪୬ରେ ପହଞ୍ଚିଥିଲା। ତେବେ ଆଜି ସେଥିରୁ ହ୍ରାସ ପାଇଁ ୨୪୫ରେ ପହଞ୍ଚିଛି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଗତ ୨୪ ଘଣ୍ଯା ମଧ୍ୟରେ ରାଜ୍ୟରୁ ୨୪୫ ଜଣ କରୋନା […]

ଭୁବନେଶ୍ବର : ରାଜ୍ଯରେ ଉପର ତଳ ହେଉଛି କରୋନା କରୋନା ଗ୍ରାଫ। କିଛି ଦିନ ପରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଥିବା ବେଳେ ଆଜି ଟିକେ କମିଛି। ଗତକାଲି ରାଜ୍ୟରେ ଦୈନିକ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇ ୩୪୬ରେ ପହଞ୍ଚିଥିଲା। ତେବେ ଆଜି ସେଥିରୁ ହ୍ରାସ ପାଇଁ ୨୪୫ରେ ପହଞ୍ଚିଛି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଗତ ୨୪ ଘଣ୍ଯା ମଧ୍ୟରେ ରାଜ୍ୟରୁ ୨୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୦୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୧ ଜଣ ସଂକ୍ରମିତ ରହିଛନ୍ତି ।

ଆହୁରି ପଢ଼ନ୍ତୁ: ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୬ ଜଣଙ୍କ ମୃତ୍ୟୁ ଘଟଣା: ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା

ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୩୮ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୩୫ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୯ଜଣ, ଷ୍ଟେଟ ପୁଲ୍‌ରୁ ୨୮ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨,୯୦୭,୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୩୧୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨,୮୦୧ ,୧୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩, ୨୧ ,୩୬୭ ,୫୪ସାମ୍ପୁଲ ଟେଷ୍ଟ୍ ହୋଇଛି।

04 Jul 2022 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର