ରାଜ୍ଯରେ ଚିହ୍ନଟ ହେଲେ ଆଉ ୮୪୯ ନୂଆ କରୋନା ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୧୩୦ ପଜିଟିଭ୍

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୮୪୯ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ଯରୁ କ୍ୱାରେଣ୍ଟାଇନରୁ ୪୯୨ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୩୫୭ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୪୦୫୯କୁ ବୃଦ୍ଧି ପାଇଥିବା ବେଳେ ୯ଲକ୍ଷ ୮୮ହଜାର ୦୯୦ ସଂକ୍ରମିତ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ଆଉ ୮୨୮୮ ଜଣ କରୋନା […]

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୮୪୯ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ଯରୁ କ୍ୱାରେଣ୍ଟାଇନରୁ ୪୯୨ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୩୫୭ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୪୦୫୯କୁ ବୃଦ୍ଧି ପାଇଥିବା ବେଳେ ୯ଲକ୍ଷ ୮୮ହଜାର ୦୯୦ ସଂକ୍ରମିତ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ଆଉ ୮୨୮୮ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୩୦ ଜଣ ପଜିଟିଭ ରହିଛନ୍ତି।

ଆହୁରି ପଢ଼ନ୍ତୁ: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ଓଡିଶାରୁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ

ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୯ଜଣ, ବାଲେଶ୍ୱର ଜିଲ୍ଲାରୁ ୪୮ଜଣ, ବରଗଡ଼ ଜିଲ୍ଲାରୁ ୧୫ଜଣ, ଭଦ୍ରକ ଜିଲ୍ଲାରୁ ୯ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୧୫ଜଣ, ଦେବଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୪ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୪୨ଜଣ, ଯାଜପୁର ଜିଲ୍ଲାରୁ ୪୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୪ଜଣ, କେନ୍ଦୁଝର ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୧୩ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ନୟୁରଭଞ୍ଜ ଜିଲ୍ଲାରୁ ୨୬ଜଣ, ନୟାଗଡ଼ ଜିଲ୍ଲାରୁ ୧୯ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨୨ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୨୦ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୫ଜଣ, ଷ୍ଟେଟ ପୁଲ୍‌ରୁ ୬୫ଜଣ ରହିଛନ୍ତି ।

26 Aug 2021 By The Sakala

https://www.thesakala.in/latest-odisha-news/26-aug-corona-update-odisha/article-4904
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର