ବେକାବୁ କରୋନା : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୨୯୮୯ ପଜିଟିଭ୍ ଚିହ୍ନଟ, ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୬୩୧

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ ବେକାବୁ ହେଉଛି କରୋନା ମହାମାରୀ। ପ୍ରତିଦିନ ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢିବା ସହ ଅଣାୟତଃ ସ୍ଥିତିକୁ ମାଡିଚାଲିଛି। ଏହାରି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୨୯୮୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତିି। ଚିହ୍ନଟ ୨୯୮୯ ପଜିଟିଭ୍‌ଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୭୩୩ ଓ ସ୍ଥାନୀୟ ଅଞ୍ଚଳରୁ ୧୨୫୬ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। Covid-19 Report For 14th April […]

ଭୁବନେଶ୍ବର : ରାଜ୍ୟରେ ବେକାବୁ ହେଉଛି କରୋନା ମହାମାରୀ। ପ୍ରତିଦିନ ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢିବା ସହ ଅଣାୟତଃ ସ୍ଥିତିକୁ ମାଡିଚାଲିଛି। ଏହାରି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୨୯୮୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତିି। ଚିହ୍ନଟ ୨୯୮୯ ପଜିଟିଭ୍‌ଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୭୩୩ ଓ ସ୍ଥାନୀୟ ଅଞ୍ଚଳରୁ ୧୨୫୬ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଓପିଏସ୍‌ସି ପରୀକ୍ଷାରେ କପି କରିବା ଅଭିଯୋଗରେ ପରୀକ୍ଷାର୍ଥୀ ସହ ଅନ୍ୟ ୩ ଗିରଫ

ଆଜି ଚିହ୍ନଟ ୨୯୮୯ ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୬୩୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୩୮ ସଂକ୍ରମିତ ଚିହ୍ନଟ ହୋଇ ଦ୍ୱିତୀୟରେ ରହିଛି ଖୋର୍ଦ୍ଧା ଜିଲ୍ଲା। ସେହିପରି ଅନୁଗୁଳରେ ୬୫, ବାଲେଶ୍ୱରରେ ୮୩, ବରଗଡ଼ରେ ୧୨୬, ଭଦ୍ରକରେ ୩୪, ବଲାଙ୍ଗୀର ୧୧୦, ବୌଦ୍ଧରେ ୧୦, କଟକରେ ୨୦୮, ଦେବଗଡ଼ରେ ୨୩, ଢେଙ୍କାନାଳରେ ୨୧, ଗଜପତିରେ ୧୫, ଗଞ୍ଜାମରେ ୬୩, ଜଗତ୍ସିଂହପୁରରେ ୨୪, ଯାଜପୁରରେ ୫୧, ଝାରସୁଗୁଡ଼ାରେ ୮୪, କଳାହାଣ୍ଡିରେ ୨୬୦, କନ୍ଧମାଳରେ ୮, କେନ୍ଦ୍ରାପଡ଼ାରେ ୧୧, କେନ୍ଦୁଝରରେ ୭୭, କୋରାପୁଟରେ ୧୪, ମାଲକାନଗିରିରେ ୨, ମୟୂରଭଞ୍ଜରେ ୩୮, ନବରଙ୍ଗପୁରରେ ୪୩, ନୟାଗଡ଼ରେ ୧୨, ନୂଆପଡ଼ାରେ ୧୫୧, ପୁରୀ ୧୧୨, ରାୟଗଡ଼ା ୨୭, ସମ୍ବଲପୁର ୧୪୮, ସୋନପୁର ୬, ଓ ଷ୍ଟେଟ୍ ପୁଲରୁ ୯୪ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୫୮୩୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୪୬୨୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୪୧୭୩୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୪୯୬୨୯୧ ସାମ୍ପୁଲ ଟେଷ୍ଟ୍ ହୋଇଛି

15 Apr 2021 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର