ଦ୍ବିତୀୟ ପର୍ଯ୍ୟାୟ ପିଜି ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ

The Sakala Picture
Published On

ଭୁବନେଶ୍ବର: ଦ୍ବିତୀୟ ପର୍ଯ୍ୟାୟ ପିଜି ଆଡମିଶନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେପ୍ଟେମ୍ବର ୧୩ରୁ ୨୨ ତାରିଖ ପର୍ଯ୍ୟନ୍ତ ଆବେଦନ କରିପାରିବେ ଛାତ୍ରଛାତ୍ରୀ। ୨୮ ତାରିଖରେ ପ୍ରକାଶ ପାଇବ ପିଜି ଆଡମିଶନ ମେରିଟ୍‌ ଲିଷ୍ଟ । ଏ ନେଇ ଆଜି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। [wp-embedder-pack width=”100%” height=”400px” download=”all” download-text=”” attachment_id=”97556″ /] ସେହିପରି ୟୁଜି ଆଡମିଶନ ପାଇଁ ମଧ୍ୟ ସଂଶୋଧିତ ବିଜ୍ଞପ୍ତି ପ୍ରକାଶ ପାଇଛି। ୧ମ ପର୍ଯ୍ୟାୟରେ ଆଡମିଶନ କରିଥିଲେ […]

ଭୁବନେଶ୍ବର: ଦ୍ବିତୀୟ ପର୍ଯ୍ୟାୟ ପିଜି ଆଡମିଶନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେପ୍ଟେମ୍ବର ୧୩ରୁ ୨୨ ତାରିଖ ପର୍ଯ୍ୟନ୍ତ ଆବେଦନ କରିପାରିବେ ଛାତ୍ରଛାତ୍ରୀ। ୨୮ ତାରିଖରେ ପ୍ରକାଶ ପାଇବ ପିଜି ଆଡମିଶନ ମେରିଟ୍‌ ଲିଷ୍ଟ । ଏ ନେଇ ଆଜି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ଆହୁରି ପଢ଼ନ୍ତୁ: ଇ-କମର୍ସ ପାର୍ସଲ ଜରିଆରେ କରୁଥିଲେ ଗଞ୍ଜେଇ କାରବାର, ଆନ୍ତଃରାଜ୍ୟ ଡ୍ରଗ୍ସ ରାକେଟ୍ ଠାବ

[wp-embedder-pack width=”100%” height=”400px” download=”all” download-text=”” attachment_id=”97556″ /]

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉନାହିଁ FCI : ହାତ ଟେକିଦେଲେ ଅସହାୟ ଯୋଗାଣମନ୍ତ୍ରୀ; କହିଲେ, କେନ୍ଦ୍ର ଆମ କଥା ଶୁଣୁନି

ସେହିପରି ୟୁଜି ଆଡମିଶନ ପାଇଁ ମଧ୍ୟ ସଂଶୋଧିତ ବିଜ୍ଞପ୍ତି ପ୍ରକାଶ ପାଇଛି। ୧ମ ପର୍ଯ୍ୟାୟରେ ଆଡମିଶନ କରିଥିଲେ ବି ପୁନଃ ଆବେଦନ କରିହେବ। ଦ୍ୱିତୀୟ ପର୍ଯ୍ୟାୟରେ ଆଡମିଶନ ପାଇଁ ଆବେଦନ କରିହେବ। ଛାତ୍ରଛାତ୍ରୀଙ୍କଠାରୁ ଅଭିଯୋଗ ପାଇଲା ପରେ ଏହି ସାନି ବିଜ୍ଞପ୍ତି ପ୍ରକାଶ ପାଇଛି।

ଆହୁରି ପଢ଼ନ୍ତୁ: ଉଚ୍ଚଶିକ୍ଷା ପାଇଁ ଏଚ୍ଆଇଭି ପ୍ରଭାବିତ ଛାତ୍ରଛାତ୍ରୀଙ୍କୁ ମିଳିବ ଆର୍ଥିକ ସହାୟତା: ଓସାକ୍ସ ଓ ଉଚ୍ଚଶିକ୍ଷା ବିଭାଗର ବଡ଼ ପଦକ୍ଷେପ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର