ବାଟବରଣ ବେଳେ ମାଡିଗଲା ସ୍କର୍ପିଓ: ୩ମୃତ, ୧୨ରୁ ଉର୍ଦ୍ଧ୍ବ ଆହତ

The Sakala Picture
Published On

ବ୍ରହ୍ମପୁର: ବ୍ରହ୍ମପୁର ଉପକଣ୍ଠ ମାଣ୍ଡିଆପଲ୍ଲୀ ଗାଁରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।  ମାଣ୍ଡିଆପଲ୍ଲୀ ଗାଁ ନିକଟରେ କନ୍ୟା ଯାତ୍ରୀର ବାଟବରଣ ବେଳେ ଏହି ଦୁର୍ଘଟଣା ହୋଇଥିବା ଜଣାପଡ଼ିଛି। ଏହି ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ୧୨ରୁ ଉର୍ଦ୍ଧ ଆହତ ହୋଇଛନ୍ତି। ଏଥିରେ ଦୁଇ ଜଣ ଗୁରୁତର ଥିବା ଜଣାପଡ଼ିଛି । ମୃତକ ମାନେ ହେଲେ ଲାଞ୍ଜିପଲ୍ଲୀ କେଶବ  ନଗରର ସ୍ୱପ୍ନା ରେଡ଼ି(୨୨), ସଞ୍ଜୁ ରେଡ଼ି(୨୩) , ଭାରତୀ ରେଡ଼ି(ବୟସ ୧୨) । ସମସ୍ତ […]

ବ୍ରହ୍ମପୁର: ବ୍ରହ୍ମପୁର ଉପକଣ୍ଠ ମାଣ୍ଡିଆପଲ୍ଲୀ ଗାଁରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।  ମାଣ୍ଡିଆପଲ୍ଲୀ ଗାଁ ନିକଟରେ କନ୍ୟା ଯାତ୍ରୀର ବାଟବରଣ ବେଳେ ଏହି ଦୁର୍ଘଟଣା ହୋଇଥିବା ଜଣାପଡ଼ିଛି। ଏହି ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ୧୨ରୁ ଉର୍ଦ୍ଧ ଆହତ ହୋଇଛନ୍ତି। ଏଥିରେ ଦୁଇ ଜଣ ଗୁରୁତର ଥିବା ଜଣାପଡ଼ିଛି । ମୃତକ ମାନେ ହେଲେ ଲାଞ୍ଜିପଲ୍ଲୀ କେଶବ  ନଗରର ସ୍ୱପ୍ନା ରେଡ଼ି(୨୨), ସଞ୍ଜୁ ରେଡ଼ି(୨୩) , ଭାରତୀ ରେଡ଼ି(ବୟସ ୧୨) । ସମସ୍ତ ଆହତଙ୍କୁ ଏମକେସିଜି ମେଡ଼ିକାଲରେ ଭର୍ତ୍ତି କରାଯାଇଛି ।

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

ମିଳିଥିବା ସୂଚନା ଅନୁଯାୟୀ, ମାଣ୍ଡିଆପଲ୍ଲୀ ଗାଁରେ ବର ପକ୍ଷ ଲୋକ ଛିଡ଼ା ହୋଇଥିଲେ । କନ୍ୟା ଯାତ୍ରୀର ପ୍ରାୟ ୩୦ରୁ ଉର୍ଦ୍ଧ୍ବ ଲୋକେ ତାଙ୍କୁ ବାଟବରଣ କରିବାକୁ ଯିବା ପାଇଁ ଛିଡ଼ା ହୋଇଥିବା  ଏକ ସ୍କର୍ପିଓ ଗାଡି ସେମାନଙ୍କ ଉପରେ ମାଡିଗଲା । ଯାହା ଫଳରେ ଘଟଣା ସ୍ଥଳେ ହିଁ ୨ ମହିଳାଙ୍କ ସହ ଗୋଟିଏ ୧୨ବର୍ଷର ନାବାଳିକାଙ୍କ ମୃତ୍ୟୁ ଘଟିଥିଲା । ଅନ୍ୟପଟେ ଦୁର୍ଘଟଣା ଘଟେଇଥିବା ମଦ୍ୟପ ଗାଡ଼ି ଚାଳକଙ୍କୁ ସ୍ଥାନୀୟ ଲୋକେ  କାବୁ କରିଥିବା ସୂଚନା ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା

15 Feb 2023 By The Sakala

ବାଟବରଣ ବେଳେ ମାଡିଗଲା ସ୍କର୍ପିଓ: ୩ମୃତ, ୧୨ରୁ ଉର୍ଦ୍ଧ୍ବ ଆହତ

ବ୍ରହ୍ମପୁର: ବ୍ରହ୍ମପୁର ଉପକଣ୍ଠ ମାଣ୍ଡିଆପଲ୍ଲୀ ଗାଁରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।  ମାଣ୍ଡିଆପଲ୍ଲୀ ଗାଁ ନିକଟରେ କନ୍ୟା ଯାତ୍ରୀର ବାଟବରଣ ବେଳେ ଏହି ଦୁର୍ଘଟଣା ହୋଇଥିବା ଜଣାପଡ଼ିଛି। ଏହି ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ୧୨ରୁ ଉର୍ଦ୍ଧ ଆହତ ହୋଇଛନ୍ତି। ଏଥିରେ ଦୁଇ ଜଣ ଗୁରୁତର ଥିବା ଜଣାପଡ଼ିଛି । ମୃତକ ମାନେ ହେଲେ ଲାଞ୍ଜିପଲ୍ଲୀ କେଶବ  ନଗରର ସ୍ୱପ୍ନା ରେଡ଼ି(୨୨), ସଞ୍ଜୁ ରେଡ଼ି(୨୩) , ଭାରତୀ ରେଡ଼ି(ବୟସ ୧୨) । ସମସ୍ତ ଆହତଙ୍କୁ ଏମକେସିଜି ମେଡ଼ିକାଲରେ ଭର୍ତ୍ତି କରାଯାଇଛି ।

ମିଳିଥିବା ସୂଚନା ଅନୁଯାୟୀ, ମାଣ୍ଡିଆପଲ୍ଲୀ ଗାଁରେ ବର ପକ୍ଷ ଲୋକ ଛିଡ଼ା ହୋଇଥିଲେ । କନ୍ୟା ଯାତ୍ରୀର ପ୍ରାୟ ୩୦ରୁ ଉର୍ଦ୍ଧ୍ବ ଲୋକେ ତାଙ୍କୁ ବାଟବରଣ କରିବାକୁ ଯିବା ପାଇଁ ଛିଡ଼ା ହୋଇଥିବା  ଏକ ସ୍କର୍ପିଓ ଗାଡି ସେମାନଙ୍କ ଉପରେ ମାଡିଗଲା । ଯାହା ଫଳରେ ଘଟଣା ସ୍ଥଳେ ହିଁ ୨ ମହିଳାଙ୍କ ସହ ଗୋଟିଏ ୧୨ବର୍ଷର ନାବାଳିକାଙ୍କ ମୃତ୍ୟୁ ଘଟିଥିଲା । ଅନ୍ୟପଟେ ଦୁର୍ଘଟଣା ଘଟେଇଥିବା ମଦ୍ୟପ ଗାଡ଼ି ଚାଳକଙ୍କୁ ସ୍ଥାନୀୟ ଲୋକେ  କାବୁ କରିଥିବା ସୂଚନା ।

https://www.thesakala.in/latest-odisha-news/3-dead-and-12-injured-in-scorpio-collision/article-18956
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର