ରାଜ୍ୟରୁ କରୋନା ନେଲା ଆଉ ୩ ଜଣଙ୍କ ଜୀବନ

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବୃଦ୍ଧି ପାଉଛି। ଏହାରି ମଧ୍ୟରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ଗତ କିଛି ପ୍ରାୟତଃ ନଥିବା ବେଳେ ଏବେ ପୁଣି ସଂଖ୍ୟା ବଢିବାରେ ଲାଗିଛି। ତ ୨୪ ଘଣ୍ଟା ମଧ୍ୟରେ ୩୧୦୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୩୮କୁ ବୃଦ୍ଧି ପାଇଛି । […]

ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବୃଦ୍ଧି ପାଉଛି। ଏହାରି ମଧ୍ୟରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ଗତ କିଛି ପ୍ରାୟତଃ ନଥିବା ବେଳେ ଏବେ ପୁଣି ସଂଖ୍ୟା ବଢିବାରେ ଲାଗିଛି। ତ ୨୪ ଘଣ୍ଟା ମଧ୍ୟରେ ୩୧୦୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୩୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆହୁରି ପଢ଼ନ୍ତୁ: ଓଡିଶାରେ ଆଇନର ଶାସନ ନାହିଁ, ଜଙ୍ଗଲରାଜ ଚାଲିଛି : ବିଜେଡି

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ମୃତ୍ୟୁ ବରଣ କରିଥିବା ୩ ଜଣ କରୋନା ଆକ୍ରାନ୍ତ ମଧ୍ୟରୁ ବଲାଙ୍ଗୀର, ଗଞ୍ଜାମ  ଓ ସମ୍ବଲପୁରରୁ ଜଣେ ଲେଖାଏଁ ସଂକ୍ରମିତ ରହିଛନ୍ତି। ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୬୧୪୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୬୮୮୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୪୨୫୭୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।  ଏବେ ସୁଦ୍ଧା ରାଜ୍ୟରେ ୯୫୨୮୧୮୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆହୁରି ପଢ଼ନ୍ତୁ: କୁରାଲୋଇରେ ଭିନ୍ନକ୍ଷମଙ୍କ ପାଇଁ ସହାୟତାର ହାତ ବଢାଇଛି ବେଦାନ୍ତ ଆଲୁମିନିୟମ, ସମାବେଶୀ ଗୋଷ୍ଠି ବିକାଶ ପ୍ରତି ପ୍ରତିବଦ୍ଧ

16 Apr 2021 By The Sakala

ରାଜ୍ୟରୁ କରୋନା ନେଲା ଆଉ ୩ ଜଣଙ୍କ ଜୀବନ

ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବୃଦ୍ଧି ପାଉଛି। ଏହାରି ମଧ୍ୟରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ଗତ କିଛି ପ୍ରାୟତଃ ନଥିବା ବେଳେ ଏବେ ପୁଣି ସଂଖ୍ୟା ବଢିବାରେ ଲାଗିଛି। ତ ୨୪ ଘଣ୍ଟା ମଧ୍ୟରେ ୩୧୦୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୩୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ମୃତ୍ୟୁ ବରଣ କରିଥିବା ୩ ଜଣ କରୋନା ଆକ୍ରାନ୍ତ ମଧ୍ୟରୁ ବଲାଙ୍ଗୀର, ଗଞ୍ଜାମ  ଓ ସମ୍ବଲପୁରରୁ ଜଣେ ଲେଖାଏଁ ସଂକ୍ରମିତ ରହିଛନ୍ତି। ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୬୧୪୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୬୮୮୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୪୨୫୭୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।  ଏବେ ସୁଦ୍ଧା ରାଜ୍ୟରେ ୯୫୨୮୧୮୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର