ମୟୂରଭଞ୍ଜରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ବସ୍-ବାଇକ ମୁହାଁମୁହିଁ ଧକ୍କା, ୩ ମୃତ

Madhusudan Das Picture
Published On

ମୟୂରଭଞ୍ଜ: ବସ୍ ଧକ୍କାରେ ୩ ବାଇକ୍ ଆରୋହୀ ମୃତ । ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ୨୨୦ ନମ୍ୱର ଜାତୀୟ ରାଜପଥ ରାନିବନ୍ଧ ନିକଟରେ ଘଟିଛି ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏକ ଯାତ୍ରୀବାହୀ ବସ୍‌ ରାଇରଙ୍ଗପୁରରୁ କେନ୍ଦୁଝର ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ବାଇକ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ହିଁ ବାଇକ୍‌ରେ ଥିବା ୩ ଜଣ ଯୁବକଙ୍କ ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ପରେ ବାଇକ୍‌ଟି ବସ୍‌ ତଳେ ପଶି କିଛିବାଟ ଘୋଷାଡି ହୋଇଯାଇଥିଲା । ଜଣେ ଯୁବକ ବସ୍‌ ଚକା ତଳେ ଚାପି ହୋଇ ରହିଯାଇଥିଲେ। ତେବେ ମୃତ ୩ ଯୁବକଙ୍କ ପରିଚୟ ମିଳିପାରି ନାହିଁ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆହୁରି ପଢ଼ନ୍ତୁ: ଏପ୍ରିଲ ୮ ତାରିଖରୁ ହେବ ବାହାର ରତ୍ନଭଣ୍ଡାର ଗଣତିମଣତି: ଆଇନ ମନ୍ତ୍ରୀ

02 Jan 2026 By Madhusudan Das

ମୟୂରଭଞ୍ଜରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ବସ୍-ବାଇକ ମୁହାଁମୁହିଁ ଧକ୍କା, ୩ ମୃତ

ମୟୂରଭଞ୍ଜ: ବସ୍ ଧକ୍କାରେ ୩ ବାଇକ୍ ଆରୋହୀ ମୃତ । ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ୨୨୦ ନମ୍ୱର ଜାତୀୟ ରାଜପଥ ରାନିବନ୍ଧ ନିକଟରେ ଘଟିଛି ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏକ ଯାତ୍ରୀବାହୀ ବସ୍‌ ରାଇରଙ୍ଗପୁରରୁ କେନ୍ଦୁଝର ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ବାଇକ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ହିଁ ବାଇକ୍‌ରେ ଥିବା ୩ ଜଣ ଯୁବକଙ୍କ ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ପରେ ବାଇକ୍‌ଟି ବସ୍‌ ତଳେ ପଶି କିଛିବାଟ ଘୋଷାଡି ହୋଇଯାଇଥିଲା । ଜଣେ ଯୁବକ ବସ୍‌ ଚକା ତଳେ ଚାପି ହୋଇ ରହିଯାଇଥିଲେ। ତେବେ ମୃତ ୩ ଯୁବକଙ୍କ ପରିଚୟ ମିଳିପାରି ନାହିଁ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର