ନଦୀରେ ଗାଧୋଉଥିବା ବେଳେ ଭାସିଗଲେ ୩ ସାଙ୍ଗ; ଦୁଇ ଜଣ ଉଦ୍ଧାର, ଜଣେ ନିଖୋଜ

The Sakala Picture
Published On

ଜଗତସିଂହପୁର: ଜଗତସିଂହପୁର ତିର୍ତ୍ତୋଲ ବ୍ଲକ ଏରାଗାରୀ ଠାରେ ଘଟିଛି ଅଭାବନୀୟ ଘଟଣା । ନଦୀରେ ଗାଧୋଉଥିବା ବେଳେ ୩ ଜଣ ସାଙ୍ଗ ଭାସିଯାଇଛନ୍ତି । ଭାସିଯାଇଥିବା ୩ ଜଣ ସାଙ୍ଗଙ୍କ ମଧ୍ୟରୁ ଦୁଇ ଜଣ ସୁରକ୍ଷିତ ଉଦ୍ଧାର ହୋଇଥିବା ବେଳେ ଏବେ ବି ଜଣେ ନିଖୋଜ ଅଛନ୍ତି । ଅଭିନା ମଲ୍ଲିକଙ୍କ ପୁଅ ସୁମନ ମଲ୍ଲିକ ଦୁଇ ଜଣ ସାଙ୍ଗଙ୍କ ସହିତ ମିଶି ପାଇକନଦୀକୁ ଗାଧୋଇବାକୁ ଯାଇଥିଲେ । ଗାଧୋଇବା ବେଳେ ନଦୀ ପାର ହୋଇ ଆରପଟ […]

ଜଗତସିଂହପୁର: ଜଗତସିଂହପୁର ତିର୍ତ୍ତୋଲ ବ୍ଲକ ଏରାଗାରୀ ଠାରେ ଘଟିଛି ଅଭାବନୀୟ ଘଟଣା । ନଦୀରେ ଗାଧୋଉଥିବା ବେଳେ ୩ ଜଣ ସାଙ୍ଗ ଭାସିଯାଇଛନ୍ତି । ଭାସିଯାଇଥିବା ୩ ଜଣ ସାଙ୍ଗଙ୍କ ମଧ୍ୟରୁ ଦୁଇ ଜଣ ସୁରକ୍ଷିତ ଉଦ୍ଧାର ହୋଇଥିବା ବେଳେ ଏବେ ବି ଜଣେ ନିଖୋଜ ଅଛନ୍ତି । ଅଭିନା ମଲ୍ଲିକଙ୍କ ପୁଅ ସୁମନ ମଲ୍ଲିକ ଦୁଇ ଜଣ ସାଙ୍ଗଙ୍କ ସହିତ ମିଶି ପାଇକନଦୀକୁ ଗାଧୋଇବାକୁ ଯାଇଥିଲେ । ଗାଧୋଇବା ବେଳେ ନଦୀ ପାର ହୋଇ ଆରପଟ ଶଙ୍ଖେଶ୍ୱର ଯିବାକୁ ଚେଷ୍ଟା କରିଥିଲେ ତିନି ସାଙ୍ଗ । ହେଲେ ନଦୀରେ ସୁଅ ଥିବାରୁ ତିନି ସାଙ୍ଗ ଭାସି ଯାଇଥିଲେ । ହେଲେ ଦୁଇ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ସୁମନ ଏ ପର୍ଯ୍ୟନ୍ତ ନିଖୋଜ ରହିଛି । ଘଟଣା ସ୍ଥଳରେ ତିର୍ତ୍ତୋଲ ଅଗ୍ନିଶମ ବିଭାଗ ଓ ସ୍ଥାନୀୟ ଗ୍ରାମବାସୀ ମାନେ ମିଶି ଖୋଜାଖୋଜି ଜାରି ରଖିଛନ୍ତି ।

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

30 Jun 2021 By The Sakala

ନଦୀରେ ଗାଧୋଉଥିବା ବେଳେ ଭାସିଗଲେ ୩ ସାଙ୍ଗ; ଦୁଇ ଜଣ ଉଦ୍ଧାର, ଜଣେ ନିଖୋଜ

ଜଗତସିଂହପୁର: ଜଗତସିଂହପୁର ତିର୍ତ୍ତୋଲ ବ୍ଲକ ଏରାଗାରୀ ଠାରେ ଘଟିଛି ଅଭାବନୀୟ ଘଟଣା । ନଦୀରେ ଗାଧୋଉଥିବା ବେଳେ ୩ ଜଣ ସାଙ୍ଗ ଭାସିଯାଇଛନ୍ତି । ଭାସିଯାଇଥିବା ୩ ଜଣ ସାଙ୍ଗଙ୍କ ମଧ୍ୟରୁ ଦୁଇ ଜଣ ସୁରକ୍ଷିତ ଉଦ୍ଧାର ହୋଇଥିବା ବେଳେ ଏବେ ବି ଜଣେ ନିଖୋଜ ଅଛନ୍ତି । ଅଭିନା ମଲ୍ଲିକଙ୍କ ପୁଅ ସୁମନ ମଲ୍ଲିକ ଦୁଇ ଜଣ ସାଙ୍ଗଙ୍କ ସହିତ ମିଶି ପାଇକନଦୀକୁ ଗାଧୋଇବାକୁ ଯାଇଥିଲେ । ଗାଧୋଇବା ବେଳେ ନଦୀ ପାର ହୋଇ ଆରପଟ ଶଙ୍ଖେଶ୍ୱର ଯିବାକୁ ଚେଷ୍ଟା କରିଥିଲେ ତିନି ସାଙ୍ଗ । ହେଲେ ନଦୀରେ ସୁଅ ଥିବାରୁ ତିନି ସାଙ୍ଗ ଭାସି ଯାଇଥିଲେ । ହେଲେ ଦୁଇ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ସୁମନ ଏ ପର୍ଯ୍ୟନ୍ତ ନିଖୋଜ ରହିଛି । ଘଟଣା ସ୍ଥଳରେ ତିର୍ତ୍ତୋଲ ଅଗ୍ନିଶମ ବିଭାଗ ଓ ସ୍ଥାନୀୟ ଗ୍ରାମବାସୀ ମାନେ ମିଶି ଖୋଜାଖୋଜି ଜାରି ରଖିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର