ପୁଣି ମୁହାଁମୁହିଁ ହେଲେ ସୁରକ୍ଷାକର୍ମୀ-ମାଓବାଦୀ, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ ମାଓବାଦୀ

The Sakala Picture
Published On

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡର କାଙ୍କେର ଜିଲ୍ଲାରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଯେଉଁଥିରେ ଯବାନଙ୍କ ଗୁଳିରେ ତିନି ଜଣ ମାଓବାଦୀ ନିହତ ହୋଇଥିବା ବେଳେ ଘଟଣାସ୍ଥଳରୁ ଦୁଇଟି ବନ୍ଧୁକ ସହ ଅନେକ ମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି । ମିଳିଥିବା ସୂଚନାଅନୁସାରେ  କୋଇଲିବେଡା ଜଙ୍ଗଲରେ ମାଓବାଦୀମାନେ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଗୁଇନ୍ଦା ସୂଚନା ମିଳିଥିଲା। ଏ ନେଇ ଡିଆରଜି ଓ ବିଏସଏଫ ବାହିନୀ ପକ୍ଷରୁ ମିଳିତ ଭାବେ ଉକ୍ତ ସ୍ଥାନରେ […]

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡର କାଙ୍କେର ଜିଲ୍ଲାରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଯେଉଁଥିରେ ଯବାନଙ୍କ ଗୁଳିରେ ତିନି ଜଣ ମାଓବାଦୀ ନିହତ ହୋଇଥିବା ବେଳେ ଘଟଣାସ୍ଥଳରୁ ଦୁଇଟି ବନ୍ଧୁକ ସହ ଅନେକ ମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି ।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ଆଶଙ୍କା, ୧୩ରୁ ରାଜ୍ୟରେ ପୁଣି ବଢ଼ିବ ବର୍ଷା

ମିଳିଥିବା ସୂଚନାଅନୁସାରେ  କୋଇଲିବେଡା ଜଙ୍ଗଲରେ ମାଓବାଦୀମାନେ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଗୁଇନ୍ଦା ସୂଚନା ମିଳିଥିଲା। ଏ ନେଇ ଡିଆରଜି ଓ ବିଏସଏଫ ବାହିନୀ ପକ୍ଷରୁ ମିଳିତ ଭାବେ ଉକ୍ତ ସ୍ଥାନରେ ଚଢାଉ କରିଥିଲେ । ଜଙ୍ଗଲ ମଧ୍ୟରେ ଲୁଚି ରହିଥିବା ମାଓବାଦୀ ଓ ଯବାନଙ୍କ ମଧ୍ୟରେ ଏହି ସମୟରେ ଗୁଳିବିନିମୟ ହୋଇଥିଲା । ଏହି ଗୁଳିବିନିମୟରେ ୩ ମାଓବାଦୀ ନିହତ ହୋଇଥିବା ବେଳେ ଅନେକ ମାଓ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି ।

ଆହୁରି ପଢ଼ନ୍ତୁ: ପ୍ରବଳ ବର୍ଷା: ଭଦ୍ରକ ଜିଲ୍ଲାର ସମସ୍ତ ସ୍କୁଲ ବନ୍ଦ ଘୋଷଣା କଲା ପ୍ରଶାସନ

ଅନ୍ୟପଟେ ଏହି ଗୁଳିବିନିମୟରେ ଜଣେ ଜଣେ ଯବାନ ଆହତ ହୋଇଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ରହିଛି।

ଆହୁରି ପଢ଼ନ୍ତୁ: କେଜିରୁ ପିଜି ମାଗଣା ଶିକ୍ଷା ବ୍ୟବସ୍ଥାକୁ ନେଇ ଆସିଲା SoP, ଆଡମିଶନ ବେଳେ ଦେଇଥିବା ଟଙ୍କା ଫେରସ୍ତ ପାଇବେ ପିଲା

25 Feb 2024 By The Sakala

ପୁଣି ମୁହାଁମୁହିଁ ହେଲେ ସୁରକ୍ଷାକର୍ମୀ-ମାଓବାଦୀ, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ ମାଓବାଦୀ

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡର କାଙ୍କେର ଜିଲ୍ଲାରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଯେଉଁଥିରେ ଯବାନଙ୍କ ଗୁଳିରେ ତିନି ଜଣ ମାଓବାଦୀ ନିହତ ହୋଇଥିବା ବେଳେ ଘଟଣାସ୍ଥଳରୁ ଦୁଇଟି ବନ୍ଧୁକ ସହ ଅନେକ ମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି ।

ମିଳିଥିବା ସୂଚନାଅନୁସାରେ  କୋଇଲିବେଡା ଜଙ୍ଗଲରେ ମାଓବାଦୀମାନେ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଗୁଇନ୍ଦା ସୂଚନା ମିଳିଥିଲା। ଏ ନେଇ ଡିଆରଜି ଓ ବିଏସଏଫ ବାହିନୀ ପକ୍ଷରୁ ମିଳିତ ଭାବେ ଉକ୍ତ ସ୍ଥାନରେ ଚଢାଉ କରିଥିଲେ । ଜଙ୍ଗଲ ମଧ୍ୟରେ ଲୁଚି ରହିଥିବା ମାଓବାଦୀ ଓ ଯବାନଙ୍କ ମଧ୍ୟରେ ଏହି ସମୟରେ ଗୁଳିବିନିମୟ ହୋଇଥିଲା । ଏହି ଗୁଳିବିନିମୟରେ ୩ ମାଓବାଦୀ ନିହତ ହୋଇଥିବା ବେଳେ ଅନେକ ମାଓ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି ।

ଅନ୍ୟପଟେ ଏହି ଗୁଳିବିନିମୟରେ ଜଣେ ଜଣେ ଯବାନ ଆହତ ହୋଇଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର