ରାଜ୍ୟରେ ଚିହ୍ନଟ ହେଲେ ଆଉ ୩ କରୋନା ଆକ୍ରାନ୍ତ, ମୋଟ ସଂକ୍ରମିତଙ୍କ ସଂଖ୍ୟା ୮ କୁ ବୃଦ୍ଧି

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ପୁଣି ଡରାଇବା ଆରମ୍ଭ କଲାଣି କରୋନା। କୋଭିଡର ନୂଆ ଭାରିଏଣ୍ଟ ‘ଜେଏନ ୧’ ସଂକ୍ରମଣ ମାମଲାରେ ଦିନକୁ ଦିନ ବଢ଼ିବାରେ ଲାଗିଛି। ୨୪ଘଣ୍ଟା ମଧ୍ୟରେ ଆଉ ୩ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୮ରେ ପହଞ୍ଚିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରାଜ୍ୟୱାରି ତଥ୍ୟ ଅନୁଯାୟୀ, ଓଡ଼ିଶାରେ ଗୁରୁବାର ସୁଦ୍ଧା ମୋଟ ୮ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଓଡ଼ିଶାରେ ଡିସେମ୍ବର ୩ ତାରିଖରେ ପ୍ରଥମ […]

ଭୁବନେଶ୍ବର: ରାଜ୍ୟରେ ପୁଣି ଡରାଇବା ଆରମ୍ଭ କଲାଣି କରୋନା। କୋଭିଡର ନୂଆ ଭାରିଏଣ୍ଟ ‘ଜେଏନ ୧’ ସଂକ୍ରମଣ ମାମଲାରେ ଦିନକୁ ଦିନ ବଢ଼ିବାରେ ଲାଗିଛି। ୨୪ଘଣ୍ଟା ମଧ୍ୟରେ ଆଉ ୩ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୮ରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ: ଆଜି ଗୁରୁ ଦିବସ; ଭାରତୀୟ ସଂସ୍କୃତିରେ ଗୁରୁ-ଶିଷ୍ୟ ପରମ୍ପରା ଅକ୍ଷୁର୍ଣ୍ଣ ଓ ପବିତ୍ର

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରାଜ୍ୟୱାରି ତଥ୍ୟ ଅନୁଯାୟୀ, ଓଡ଼ିଶାରେ ଗୁରୁବାର ସୁଦ୍ଧା ମୋଟ ୮ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଓଡ଼ିଶାରେ ଡିସେମ୍ବର ୩ ତାରିଖରେ ପ୍ରଥମ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ ।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଗାନ୍ଧିମାର୍ଗରେ ସ୍କୁଲ ଓ କଲେଜ ଶିକ୍ଷକଙ୍କ ବିକ୍ଷୋଭ, ଗ୍ରାଣ୍ଟ-ଇନ୍-ଏଡ୍ ସମେତ ବିଭିନ୍ନ ଦାବି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର