ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୩ଟି ଗେଟ୍, ମୋଟ ୧୦ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ

The Sakala Picture
Published On

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୩ଟି ଗେଟ୍ । ହୀରାକୁଦର ଜଳସ୍ତର ବଢୁଥିବାରୁ ଖୋଲିଛି ଗେଟ୍ । ଏହାକୁ ମିଶାଇ ମୋଟ୍ ୧୦ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ । ବାମ ପାର୍ଶ୍ବର ୭ଟି ଓ ଡାହାଣ ପାର୍ଶ୍ବର ୩ଟି ଗେଟ୍ ଖୋଲାଯାଇଛି । ହୀରାକୁଦରେ ଜଳସ୍ତର ୬୨୯.୬୫ ଫୁଟରେ ପହଞ୍ଚିଛି । ଜଳଭଣ୍ଡାରକୁ ପ୍ରତି ସେମକେଣ୍ଡରେ ୧ ଲକ୍ଷ ୧୬ ହଜାର ୮୮ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଥିବା ବେଳେ, ନିଷ୍କାସିତ ହେଉଛି […]

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୩ଟି ଗେଟ୍ । ହୀରାକୁଦର ଜଳସ୍ତର ବଢୁଥିବାରୁ ଖୋଲିଛି ଗେଟ୍ । ଏହାକୁ ମିଶାଇ ମୋଟ୍ ୧୦ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ । ବାମ ପାର୍ଶ୍ବର ୭ଟି ଓ ଡାହାଣ ପାର୍ଶ୍ବର ୩ଟି ଗେଟ୍ ଖୋଲାଯାଇଛି । ହୀରାକୁଦରେ ଜଳସ୍ତର ୬୨୯.୬୫ ଫୁଟରେ ପହଞ୍ଚିଛି । ଜଳଭଣ୍ଡାରକୁ ପ୍ରତି ସେମକେଣ୍ଡରେ ୧ ଲକ୍ଷ ୧୬ ହଜାର ୮୮ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଥିବା ବେଳେ, ନିଷ୍କାସିତ ହେଉଛି ୧ ଲକ୍ଷ ୫୪ ହଜାର ଘନଫୁଟ ବନ୍ୟାଜଳ ।

ଆହୁରି ପଢ଼ନ୍ତୁ: ଦୀଘା ଜଗନ୍ନାଥ ମନ୍ଦିର ନାମରୁ ‘ଧାମ’ ଶବ୍ଦ ହଟାଇବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୋହନ ମାଝୀ

30 Sep 2023 By The Sakala

ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୩ଟି ଗେଟ୍, ମୋଟ ୧୦ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୩ଟି ଗେଟ୍ । ହୀରାକୁଦର ଜଳସ୍ତର ବଢୁଥିବାରୁ ଖୋଲିଛି ଗେଟ୍ । ଏହାକୁ ମିଶାଇ ମୋଟ୍ ୧୦ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ । ବାମ ପାର୍ଶ୍ବର ୭ଟି ଓ ଡାହାଣ ପାର୍ଶ୍ବର ୩ଟି ଗେଟ୍ ଖୋଲାଯାଇଛି । ହୀରାକୁଦରେ ଜଳସ୍ତର ୬୨୯.୬୫ ଫୁଟରେ ପହଞ୍ଚିଛି । ଜଳଭଣ୍ଡାରକୁ ପ୍ରତି ସେମକେଣ୍ଡରେ ୧ ଲକ୍ଷ ୧୬ ହଜାର ୮୮ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଥିବା ବେଳେ, ନିଷ୍କାସିତ ହେଉଛି ୧ ଲକ୍ଷ ୫୪ ହଜାର ଘନଫୁଟ ବନ୍ୟାଜଳ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର