ଶପଥ ନେଲେ ହାଇକୋର୍ଟର ୩ ନୂଆ ବିଚାରପତି

The Sakala Picture
Published On

କଟକ: ଆଜି ଓଡ଼ିଶା ହାଇକୋର୍ଟରେ ଶପଥ ନେଲେ ୩ ନୂଆ ବିଚାରପତି। ବିଚାରପତି ଭାବେ ମୃଗାଙ୍କ ଶେଖର ସାହୁ, ରାଧାକ୍ରୀଷ୍ଣ ପଟନାୟକ ଓ ଶଶିକାନ୍ତ ମିଶ୍ର ଆଜି ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍ ମୁରଲୀଧର ୩ ବିଚାରପତିଙ୍କୁ ଶପଥପାଠ କରାଇଛନ୍ତି। ହାଇକୋର୍ଟ ନୂଆ କନଫରେନ୍ସ ହଲରେ ଏହି ଶପଥଗ୍ରହଣ ଉତ୍ସବର ଆୟୋଜିତ ହୋଇଯାଇଛି। ଓଡ଼ିଶା ହାଇକୋର୍ଟରେ ମଞ୍ଜୁରୀପ୍ରାପ୍ତ ବିଚାରପତି ସଂଖ୍ୟା ୨୭ ହୋଇଥିବା ବେଳେ ବଦଳି ହୋଇ ଆସିଥିବା ତିନି ବିଚାରପତିଙ୍କ […]

କଟକ: ଆଜି ଓଡ଼ିଶା ହାଇକୋର୍ଟରେ ଶପଥ ନେଲେ ୩ ନୂଆ ବିଚାରପତି। ବିଚାରପତି ଭାବେ ମୃଗାଙ୍କ ଶେଖର ସାହୁ, ରାଧାକ୍ରୀଷ୍ଣ ପଟନାୟକ ଓ ଶଶିକାନ୍ତ ମିଶ୍ର ଆଜି ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍ ମୁରଲୀଧର ୩ ବିଚାରପତିଙ୍କୁ ଶପଥପାଠ କରାଇଛନ୍ତି। ହାଇକୋର୍ଟ ନୂଆ କନଫରେନ୍ସ ହଲରେ ଏହି ଶପଥଗ୍ରହଣ ଉତ୍ସବର ଆୟୋଜିତ ହୋଇଯାଇଛି।

ଆହୁରି ପଢ଼ନ୍ତୁ: ନଦୀରେ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ; ପାଣିରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ

ଓଡ଼ିଶା ହାଇକୋର୍ଟରେ ମଞ୍ଜୁରୀପ୍ରାପ୍ତ ବିଚାରପତି ସଂଖ୍ୟା ୨୭ ହୋଇଥିବା ବେଳେ ବଦଳି ହୋଇ ଆସିଥିବା ତିନି ବିଚାରପତିଙ୍କ ଶପଥ ଗ୍ରହଣ ପରେ ଏହି ସଂଖ୍ୟା ୧୭ରେ ପହଞ୍ଚିବ ।

ଆହୁରି ପଢ଼ନ୍ତୁ: ପ୍ରେମିକା ଘରକୁ ଯାଇଥିବା ଯୁବକଙ୍କୁ ପିଟିପିଟି ଜିଅନ୍ତା ଜାଳିଦେଲେ ପରିବାର ଲୋକେ !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର