ବଜ୍ରପାତ ନେଲା ଜୀବନ: ପୃଥକ ପୃଥକ ସ୍ଥାନରେ ୩ ମୃତ

The Sakala Picture
Published On

ବାଙ୍କୀ/ ପିପିଲି/ ହାଟଡ଼ିହି: ବଜ୍ରାପାତ ନେଲା ଜୀବନ। ପୃଥକ ପୃଥକ ସ୍ଥାନରେ ବଜ୍ରାଘାତରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଡମପଡ଼ା ବ୍ଲକ ପଦନପୁର ଗାଁରେ ବିଲରେ ଚାଷ କରୁଥିବା ସମୟରେ ବଜ୍ରାଘାତ ଘଟି ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତ ଚାଷୀଙ୍କ ନାମ କୁଲୁ ଦାସ ।  ସେହପରି, କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅନ୍ତର୍ଗତ ହାଟଡ଼ିହି ଗ୍ରାମରେ ବିଲରେ କାମ କରାଉଥିବା ବଜ୍ରପାତରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତ ଚାଷୀଙ୍କ ନାମ ପଦ୍ମନାଭ ପହି […]

ବାଙ୍କୀ/ ପିପିଲି/ ହାଟଡ଼ିହି: ବଜ୍ରାପାତ ନେଲା ଜୀବନ। ପୃଥକ ପୃଥକ ସ୍ଥାନରେ ବଜ୍ରାଘାତରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଡମପଡ଼ା ବ୍ଲକ ପଦନପୁର ଗାଁରେ ବିଲରେ ଚାଷ କରୁଥିବା ସମୟରେ ବଜ୍ରାଘାତ ଘଟି ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତ ଚାଷୀଙ୍କ ନାମ କୁଲୁ ଦାସ ।  ସେହପରି, କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅନ୍ତର୍ଗତ ହାଟଡ଼ିହି ଗ୍ରାମରେ ବିଲରେ କାମ କରାଉଥିବା ବଜ୍ରପାତରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତ ଚାଷୀଙ୍କ ନାମ ପଦ୍ମନାଭ ପହି ବୋଲି ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ୨୫ ବର୍ଷ ପରେ ସମୁଦ୍ର ଗର୍ଭରୁ ବାହାରିଲା ଗଙ୍ଗା ଦେବୀ ମନ୍ଦିର ! ବାଲି ଭିତରୁ ହଠାତ୍ ଦୃଶ୍ୟମାନ ହେଲା ମନ୍ଦିରର ଚୂଡା

ପିପିଲି ଥାନା ଅନ୍ତର୍ଗତ ଦାଣ୍ଡ ମୁକୁନ୍ଦପୁର ନିକଟ ବାହାବଜାର ଗ୍ରାମରେ ବଜ୍ରାଘାତରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଘର ବାହାରେ କୌଣସି କାର୍ଯ୍ୟ କରୁଥିବା ସମୟରେ ଘଟିଛି ଅଘଟଣ। ମୃତ ମହିଳାଙ୍କ ନାମ ବୁଦ୍ଧି ବେହେରା ବୋଲି ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ରକରି ବାପାଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ନିଶାସକ୍ତ ପୁଅ

 

ଆହୁରି ପଢ଼ନ୍ତୁ: ଲଘୁଚାପ ପ୍ରଭାବରେ ଭିଜିବ ଓଡ଼ିଶା: ମୟୂରଭଞ୍ଜ ପାଇଁ ରେଡ୍ ଆଲର୍ଟ, ଶୁକ୍ରବାର ଯାଏଁ ପ୍ରବଳ ବର୍ଷା ସମ୍ଭାବନା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର