ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ଓଡ଼ିଶାର ତିନି ରାଜ୍ୟସଭା ପ୍ରାର୍ଥୀ

The Sakala Picture
Published On

ଭୁବନେଶ୍ବର: ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ଓଡ଼ିଶାର ତିନି ରାଜ୍ୟସଭା ପ୍ରାର୍ଥୀ । ପ୍ରାର୍ଥିପତ୍ର ପ୍ରତ୍ୟାହାର ସମୟ ଶେଷ ହେବା ପରେ ତିନି ପ୍ରାର୍ଥୀ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି। ସମସ୍ତ ନିର୍ବାଚିତ ପ୍ରାର୍ଥୀ ମାନଙ୍କୁ ଆଜି ସେମାନଙ୍କ ସାର୍ଟିଫିକେଟ ଦେବେ ରିଟର୍ନିଙ୍ଗି ଅଫିସର। ଓଡ଼ିଶାରୁ ତିନୋଟି ଆସନ ଖାଲି ହେଉଥିବା ବେଳେ ତିନି ପ୍ରାର୍ଥୀଙ୍କ ଛଡା ଅନ୍ୟକୌଣସି ପ୍ରାର୍ଥୀ ନାମାଙ୍କନ ଭରି ନଥିବାରୁ ଅଶ୍ୱିନୀ, ଦେବାଶିଷ ଓ ଶୁଭାଶିଷ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି। ଗତ ୧୩ ତାରିଖରେ ମୁଖ୍ୟମନ୍ତ୍ରୀ […]

ଭୁବନେଶ୍ବର: ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ଓଡ଼ିଶାର ତିନି ରାଜ୍ୟସଭା ପ୍ରାର୍ଥୀ । ପ୍ରାର୍ଥିପତ୍ର ପ୍ରତ୍ୟାହାର ସମୟ ଶେଷ ହେବା ପରେ ତିନି ପ୍ରାର୍ଥୀ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି। ସମସ୍ତ ନିର୍ବାଚିତ ପ୍ରାର୍ଥୀ ମାନଙ୍କୁ ଆଜି ସେମାନଙ୍କ ସାର୍ଟିଫିକେଟ ଦେବେ ରିଟର୍ନିଙ୍ଗି ଅଫିସର। ଓଡ଼ିଶାରୁ ତିନୋଟି ଆସନ ଖାଲି ହେଉଥିବା ବେଳେ ତିନି ପ୍ରାର୍ଥୀଙ୍କ ଛଡା ଅନ୍ୟକୌଣସି ପ୍ରାର୍ଥୀ ନାମାଙ୍କନ ଭରି ନଥିବାରୁ ଅଶ୍ୱିନୀ, ଦେବାଶିଷ ଓ ଶୁଭାଶିଷ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖସିଗଲା ହୁଲକ୍ ଗିବନ୍, ପର୍ଯ୍ୟଟକ ପାଟି ଶୁଣି ପୁଣି ନିଜେ ଫେରିଲା ଖୁଆଡ଼କୁ

ଗତ ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଦଳର ଅନେକ ବିଧାୟକଙ୍କ ଉପସ୍ଥିତିରେ ବିଜେଡିରୁ ଦୁଇ ଜଣଙ୍କ ନାମାଙ୍କନ ଭରି ଥିବାବେଳେ ୧୫ ତାରିଖରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ବିଧାୟକମାନଙ୍କ ସହ ଆସି ନାମାଙ୍କନ ଭରିଥିଲେ ଅଶ୍ୱିନୀ ବୈଷ୍ଣବ। ତେବେ ଖୁବଶୀଘ୍ର ଅଶ୍ୱିନୀ ବୈଷ୍ଣବ, ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ଦିଲ୍ଲୀ ଯାଇ ସାଂସଦ ଭାବେ ଶପଥ ନେବେ ବୋଲି ସୂଚନା ।

ଆହୁରି ପଢ଼ନ୍ତୁ: ଯୁବ ବିଜେପି ନେତା ପ୍ରକାଶ ପାଶୱାନଙ୍କ ବେଆଇନ୍ ଅଫିସ ଭାଙ୍ଗିଲା ବନ ବିଭାଗ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର