ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ରାଜ୍ଯରେ ଖୋଲିବ ୩୦ଟି ସାଇନ୍ସ ପାର୍କ- ମନ୍ତ୍ରୀ ଅଶୋକ ପଣ୍ଡା

The Sakala Picture
Published On

ଭୁବନେଶ୍ୱର: ଶନିବାର ଗୃହର ପ୍ରଶ୍ନୋତ୍ତର କାର୍ଯ୍ଯକ୍ରମରେ ସାଇନ୍ସ ପାର୍କ ଖୋଲିବା ନେଇ ଆଲୋଚନା ହୋଇଛି।  ରାଜ୍ୟରେ ମୋଟ ୩୦ ଟି ସାଇନ୍ସ ପାର୍କ କରାଯିବା । ପ୍ରଥମ ପର୍ଯ୍ଯାୟରେ ୧୦ ଟି ଏବଂ ଦ୍ଵିତୀୟ ପର୍ଯ୍ଯାୟରରେ ଆଉ ୧୦ ଟି ସାଇନ୍ସ ପାର୍କ ଖୋଲିବା ନେଇ ଗୃହରେ ଉତ୍ତର ରଖିଛନ୍ତି ମନ୍ତ୍ରୀ ଅଶୋକ ପଣ୍ଡା । ଏଥିସହ ଭୁବନେଶ୍ୱର ଗୋଟିଏ ସାଇନ୍ସ ପାର୍କ ରହିଛି । ଏହାସହ ୪ଟି ସ୍ଥାନରେ ସାଇନ୍ସ ପାର୍କ କରିବା ନେଇ ଟେଣ୍ଡର […]

ଭୁବନେଶ୍ୱର: ଶନିବାର ଗୃହର ପ୍ରଶ୍ନୋତ୍ତର କାର୍ଯ୍ଯକ୍ରମରେ ସାଇନ୍ସ ପାର୍କ ଖୋଲିବା ନେଇ ଆଲୋଚନା ହୋଇଛି।  ରାଜ୍ୟରେ ମୋଟ ୩୦ ଟି ସାଇନ୍ସ ପାର୍କ କରାଯିବା । ପ୍ରଥମ ପର୍ଯ୍ଯାୟରେ ୧୦ ଟି ଏବଂ ଦ୍ଵିତୀୟ ପର୍ଯ୍ଯାୟରରେ ଆଉ ୧୦ ଟି ସାଇନ୍ସ ପାର୍କ ଖୋଲିବା ନେଇ ଗୃହରେ ଉତ୍ତର ରଖିଛନ୍ତି ମନ୍ତ୍ରୀ ଅଶୋକ ପଣ୍ଡା । ଏଥିସହ ଭୁବନେଶ୍ୱର ଗୋଟିଏ ସାଇନ୍ସ ପାର୍କ ରହିଛି । ଏହାସହ ୪ଟି ସ୍ଥାନରେ ସାଇନ୍ସ ପାର୍କ କରିବା ନେଇ ଟେଣ୍ଡର ପ୍ରକ୍ରିୟା ଶେଷ କରିଛନ୍ତି । ରାଜ୍ୟର ବାରିପଦା, କେନ୍ଦୁଝର ,ଗୋପାଳପୁର ଓ ରାୟଗଡା ଠାରେ ସାଇନ୍ସ ପାର୍କ ହେବ । ଏହାସହ ରାଉରକେଲା ଏବଂ ବଲାଙ୍ଗୀରରେ ହେବାକୁ ଥିବା ସାଇନ୍ସ ପାର୍କ ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି । ଏନେଇ ଗୃହରେ ବିଧାୟକ ସନ୍ତୋଷ ସିଂ ସାଲୁଜା ପଚାରିଥିବା ପ୍ରଶ୍ନର ଉତ୍ତର ରଖିଛନ୍ତି ମନ୍ତ୍ରୀ ଅଶୋକ ପଣ୍ଡା।

ଆହୁରି ପଢ଼ନ୍ତୁ: ରାସ୍ତା କଡ଼ରେ ଠିଆ ହୋଇଥିବା ବେଳେ ଧକ୍କା ଦେଲା କଣ୍ଟେନର, ଚାଲିଗଲା ୨ ଜଣଙ୍କ ଜୀବନ

27 Feb 2021 By The Sakala

ରାଜ୍ଯରେ ଖୋଲିବ ୩୦ଟି ସାଇନ୍ସ ପାର୍କ- ମନ୍ତ୍ରୀ ଅଶୋକ ପଣ୍ଡା

ଭୁବନେଶ୍ୱର: ଶନିବାର ଗୃହର ପ୍ରଶ୍ନୋତ୍ତର କାର୍ଯ୍ଯକ୍ରମରେ ସାଇନ୍ସ ପାର୍କ ଖୋଲିବା ନେଇ ଆଲୋଚନା ହୋଇଛି।  ରାଜ୍ୟରେ ମୋଟ ୩୦ ଟି ସାଇନ୍ସ ପାର୍କ କରାଯିବା । ପ୍ରଥମ ପର୍ଯ୍ଯାୟରେ ୧୦ ଟି ଏବଂ ଦ୍ଵିତୀୟ ପର୍ଯ୍ଯାୟରରେ ଆଉ ୧୦ ଟି ସାଇନ୍ସ ପାର୍କ ଖୋଲିବା ନେଇ ଗୃହରେ ଉତ୍ତର ରଖିଛନ୍ତି ମନ୍ତ୍ରୀ ଅଶୋକ ପଣ୍ଡା । ଏଥିସହ ଭୁବନେଶ୍ୱର ଗୋଟିଏ ସାଇନ୍ସ ପାର୍କ ରହିଛି । ଏହାସହ ୪ଟି ସ୍ଥାନରେ ସାଇନ୍ସ ପାର୍କ କରିବା ନେଇ ଟେଣ୍ଡର ପ୍ରକ୍ରିୟା ଶେଷ କରିଛନ୍ତି । ରାଜ୍ୟର ବାରିପଦା, କେନ୍ଦୁଝର ,ଗୋପାଳପୁର ଓ ରାୟଗଡା ଠାରେ ସାଇନ୍ସ ପାର୍କ ହେବ । ଏହାସହ ରାଉରକେଲା ଏବଂ ବଲାଙ୍ଗୀରରେ ହେବାକୁ ଥିବା ସାଇନ୍ସ ପାର୍କ ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି । ଏନେଇ ଗୃହରେ ବିଧାୟକ ସନ୍ତୋଷ ସିଂ ସାଲୁଜା ପଚାରିଥିବା ପ୍ରଶ୍ନର ଉତ୍ତର ରଖିଛନ୍ତି ମନ୍ତ୍ରୀ ଅଶୋକ ପଣ୍ଡା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର