ମନୋରଞ୍ଜନ

ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା
୬୬ ବର୍ଷ ବୟସରେ ସର୍ଟସ୍ ପିନ୍ଧି ଟ୍ରୋଲ୍ ହେଲେ ନୀନା ଗୁପ୍ତା, ହେଟର୍ସଙ୍କୁ ଦେଲେ କଡ଼ା ଜବାବ; ଜାଣନ୍ତୁ କେବେ ଆସିବ 'ପଞ୍ଚାୟତ ୫'?

ଭୁବନେଶ୍ବରରୁ ଆଜି ୩୭୯ ପଜିଟିଭ୍ ଚିହ୍ନଟ, ୨୭୦ ଲୋକାଲ୍‌ କେସ୍‌

The Sakala Picture
Published On

ଭୁବନେଶ୍ବର  : ରାଜଧାନୀ ଭୁବନେଶ୍ବରରୁ ଆଜି ୩୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନ୍‌ରୁ ୧୦୯ ଜଣ ଓ ଲୋକାଲ୍‌ କଣ୍ଟାକ୍ଟ କେସ୍‌ରୁ ୨୭୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ବାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ୧୦୯ ଜଣଙ୍କ ମଧ୍ୟରୁ ପଟିଆରୁ ୧୪ ଜଣ ଥିବା ବେଳେ, ନୟାପଲ୍ଲୀରୁ ୯ ଜଣ, ଝାରପଡ଼ାରୁ ୭, ଖଣ୍ଡଗିରି, ବିଜେବି ନଗର ଓ ରସୁଲଗଡ଼ରୁ ୫ ଜଣ ଲେଖାଏଁ, ସତ୍ୟନଗର, ମଞ୍ଚେଶ୍ବର, ଓଲ୍ଡ ଟାଉନ ଓ କଳିଙ୍ଗ ବିହାରରୁ ୪ […]

ଭୁବନେଶ୍ବର  : ରାଜଧାନୀ ଭୁବନେଶ୍ବରରୁ ଆଜି ୩୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନ୍‌ରୁ ୧୦୯ ଜଣ ଓ ଲୋକାଲ୍‌ କଣ୍ଟାକ୍ଟ କେସ୍‌ରୁ ୨୭୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ବାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ୧୦୯ ଜଣଙ୍କ ମଧ୍ୟରୁ ପଟିଆରୁ ୧୪ ଜଣ ଥିବା ବେଳେ, ନୟାପଲ୍ଲୀରୁ ୯ ଜଣ, ଝାରପଡ଼ାରୁ ୭, ଖଣ୍ଡଗିରି, ବିଜେବି ନଗର ଓ ରସୁଲଗଡ଼ରୁ ୫ ଜଣ ଲେଖାଏଁ, ସତ୍ୟନଗର, ମଞ୍ଚେଶ୍ବର, ଓଲ୍ଡ ଟାଉନ ଓ କଳିଙ୍ଗ ବିହାରରୁ ୪ ଜଣ ଲେଖାଏଁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଟାଙ୍ଗୀ ବ୍ଲକରେ ହାଇଡ୍ରାମା: ବିଜେପି ନେତାଙ୍କ ବିରୋଧରେ ଗର୍ଜିଲା ବିଜେଡି, ନ୍ୟାୟ ଦାବିରେ ସରକାରୀ କର୍ମଚାରୀଙ୍କ କଲମଛାଡ଼ ଆନ୍ଦୋଳନ

ସେହିପରି ସ୍ଥାନୀୟ ସଂକ୍ରମିତ ମଧ୍ୟରୁ ଓଲ୍ଡ ଟାଉନରୁ ୧୭, ନୟାପଲ୍ଲୀରୁ ୧୫, ପଟିଆରୁ ୧୩, ଚନ୍ଦ୍ରଶେଖରପୁରରୁ ୧୦, ମଞ୍ଚେଶ୍ବରରୁ ୮, ଖଣ୍ଡଗିରିରୁ ୧୧, ନିଳାଦ୍ରୀ ବିହାରରୁ ୧୦, ସାମନ୍ତରାପୁର, ଟଙ୍କପାଣି ରୋଡରୁ ୭ ଜଣ ଲେଖାଏଁ, ଡୁମଡୁମା, କଳ୍ପନା, ଲକ୍ଷ୍ମୀସାଗର, ସତ୍ୟନଗର, ସୁନ୍ଦରପଦା, ଜାଗମରାରୁ ୬ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: କାଠଯୋଡି ନଦୀ ପଠାରୁ ଅଧାପୋତା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହରେ ବାରଙ୍ଗ ପୋଲିସର ତଦନ୍ତ

ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୬୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ଆଜି ସୁଦ୍ଧା ଭୁବନେଶ୍ବରରେ ୩୪୭୭୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସେଥିମଧ୍ୟରୁ ୩୨୬୧୪ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୯୪ଜଣ ବିଭିନ୍ନ ହସ୍‌ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ଆଜି ସୁଦ୍ଧା ଭୁବନେଶ୍ବରରେ ୨୫୦ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ବୋଲି ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

15 Apr 2021 By The Sakala

ଭୁବନେଶ୍ବରରୁ ଆଜି ୩୭୯ ପଜିଟିଭ୍ ଚିହ୍ନଟ, ୨୭୦ ଲୋକାଲ୍‌ କେସ୍‌

ଭୁବନେଶ୍ବର  : ରାଜଧାନୀ ଭୁବନେଶ୍ବରରୁ ଆଜି ୩୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନ୍‌ରୁ ୧୦୯ ଜଣ ଓ ଲୋକାଲ୍‌ କଣ୍ଟାକ୍ଟ କେସ୍‌ରୁ ୨୭୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ବାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ୧୦୯ ଜଣଙ୍କ ମଧ୍ୟରୁ ପଟିଆରୁ ୧୪ ଜଣ ଥିବା ବେଳେ, ନୟାପଲ୍ଲୀରୁ ୯ ଜଣ, ଝାରପଡ଼ାରୁ ୭, ଖଣ୍ଡଗିରି, ବିଜେବି ନଗର ଓ ରସୁଲଗଡ଼ରୁ ୫ ଜଣ ଲେଖାଏଁ, ସତ୍ୟନଗର, ମଞ୍ଚେଶ୍ବର, ଓଲ୍ଡ ଟାଉନ ଓ କଳିଙ୍ଗ ବିହାରରୁ ୪ ଜଣ ଲେଖାଏଁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିପରି ସ୍ଥାନୀୟ ସଂକ୍ରମିତ ମଧ୍ୟରୁ ଓଲ୍ଡ ଟାଉନରୁ ୧୭, ନୟାପଲ୍ଲୀରୁ ୧୫, ପଟିଆରୁ ୧୩, ଚନ୍ଦ୍ରଶେଖରପୁରରୁ ୧୦, ମଞ୍ଚେଶ୍ବରରୁ ୮, ଖଣ୍ଡଗିରିରୁ ୧୧, ନିଳାଦ୍ରୀ ବିହାରରୁ ୧୦, ସାମନ୍ତରାପୁର, ଟଙ୍କପାଣି ରୋଡରୁ ୭ ଜଣ ଲେଖାଏଁ, ଡୁମଡୁମା, କଳ୍ପନା, ଲକ୍ଷ୍ମୀସାଗର, ସତ୍ୟନଗର, ସୁନ୍ଦରପଦା, ଜାଗମରାରୁ ୬ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୬୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ଆଜି ସୁଦ୍ଧା ଭୁବନେଶ୍ବରରେ ୩୪୭୭୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସେଥିମଧ୍ୟରୁ ୩୨୬୧୪ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୯୪ଜଣ ବିଭିନ୍ନ ହସ୍‌ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ଆଜି ସୁଦ୍ଧା ଭୁବନେଶ୍ବରରେ ୨୫୦ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ବୋଲି ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର