ଆଜିଠୁ +୨ ତୃତୀୟ ପର୍ଯ୍ୟାୟ ନାମଲେଖା ଆବେଦନ

The Sakala Picture
Published On

ଭୁବନେଶ୍ୱର: +୨ର ଦୁଇଟି ପର୍ଯ୍ୟାୟ ନାମଲେଖା ପରେ ଖାଲିଥିବା ସିଟ୍‌‌ରେ ନାମଲେଖା ପାଇଁ ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାରଠାରୁ ଆରମ୍ଭ ହେବ ଆବେଦନ। ୨୭ତାରିଖ ପର୍ଯ୍ୟନ୍ତ ଆଶାୟୀ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ। ନଭେମ୍ୱର ୧ ତାରିଖରେ ମେଧା ତାଲିକା ସମେତ ୱେଟିଂ ତାଲିକା ପ୍ରକାଶ ପାଇବ। ଖାଲିଥିବା ସିଟ୍‌‌ ସଂଖ୍ୟାର ୧୦ଗୁଣ ଛାତ୍ରଛାତ୍ରୀ ୱେଟିଂ ତାଲିକାରେ ସ୍ଥାନ ପାଇବେ। ୨ ରୁ ୫ ତାରିଖ ପର୍ଯ୍ୟନ୍ତ ଚୟନ ହୋଇଥିବା ଛାତ୍ରଛାତ୍ରୀମାନେ ନାମ ଲେଖାଇ ପାରିବେ। ଏହାପରେ ୱେଟିଂ ତାଲିକାରେ […]

ଭୁବନେଶ୍ୱର: +୨ର ଦୁଇଟି ପର୍ଯ୍ୟାୟ ନାମଲେଖା ପରେ ଖାଲିଥିବା ସିଟ୍‌‌ରେ ନାମଲେଖା ପାଇଁ ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାରଠାରୁ ଆରମ୍ଭ ହେବ ଆବେଦନ। ୨୭ତାରିଖ ପର୍ଯ୍ୟନ୍ତ ଆଶାୟୀ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ। ନଭେମ୍ୱର ୧ ତାରିଖରେ ମେଧା ତାଲିକା ସମେତ ୱେଟିଂ ତାଲିକା ପ୍ରକାଶ ପାଇବ। ଖାଲିଥିବା ସିଟ୍‌‌ ସଂଖ୍ୟାର ୧୦ଗୁଣ ଛାତ୍ରଛାତ୍ରୀ ୱେଟିଂ ତାଲିକାରେ ସ୍ଥାନ ପାଇବେ। ୨ ରୁ ୫ ତାରିଖ ପର୍ଯ୍ୟନ୍ତ ଚୟନ ହୋଇଥିବା ଛାତ୍ରଛାତ୍ରୀମାନେ ନାମ ଲେଖାଇ ପାରିବେ। ଏହାପରେ ୱେଟିଂ ତାଲିକାରେ ଥିବା ଛାତ୍ରଛାତ୍ରୀମାନେ ୭ ଓ ୮ ତାରିଖ ଅପରାହ୍‌ଣ ୩ଟା ପର୍ଯ୍ୟନ୍ତ ପଞ୍ଜୀକରଣ କରିବା ପରେ ସେହିଦିନ ୪ଟା ୩୦ରେ ଚୂଡ଼ାନ୍ତ ୱେଟିଂ ଲିଷ୍ଟ ପ୍ରକାଶ ପାଇବ। ୧୧ରୁ ୧୩ ତାରିଖ ମଧ୍ୟରେ ନାମଲେଖା ଶେଷ ହେବ। ଯେଉଁ ଛାତ୍ରଛାତ୍ରୀମାନେ ପ୍ରଥମ ଦୁଇଟି ପର୍ଯ୍ୟାୟରେ ନାମ ଲେଖାଇ ନାହାନ୍ତି ବା ଆବେଦନ କରିନାହାନ୍ତି, ସେମାନେ ଆବେଦନ କରିପାରି ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: କୁବେର ITDA ସହକାରୀ ନିର୍ବାହୀ ଯନ୍ତ୍ରୀ: ମିଳିଲାଣି ୧କେଜିରୁ ଉର୍ଦ୍ଧ୍ୱ ସୁନା, ଦୁଇ କୋଟି ଟଙ୍କା ସହ ୫ଟି ଆଲିସାନ କୋଠା ଓ ୧୪ଟି ପ୍ଲଟ ଠାବ

22 Oct 2024 By The Sakala

ଆଜିଠୁ +୨ ତୃତୀୟ ପର୍ଯ୍ୟାୟ ନାମଲେଖା ଆବେଦନ

ଭୁବନେଶ୍ୱର: +୨ର ଦୁଇଟି ପର୍ଯ୍ୟାୟ ନାମଲେଖା ପରେ ଖାଲିଥିବା ସିଟ୍‌‌ରେ ନାମଲେଖା ପାଇଁ ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାରଠାରୁ ଆରମ୍ଭ ହେବ ଆବେଦନ। ୨୭ତାରିଖ ପର୍ଯ୍ୟନ୍ତ ଆଶାୟୀ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ। ନଭେମ୍ୱର ୧ ତାରିଖରେ ମେଧା ତାଲିକା ସମେତ ୱେଟିଂ ତାଲିକା ପ୍ରକାଶ ପାଇବ। ଖାଲିଥିବା ସିଟ୍‌‌ ସଂଖ୍ୟାର ୧୦ଗୁଣ ଛାତ୍ରଛାତ୍ରୀ ୱେଟିଂ ତାଲିକାରେ ସ୍ଥାନ ପାଇବେ। ୨ ରୁ ୫ ତାରିଖ ପର୍ଯ୍ୟନ୍ତ ଚୟନ ହୋଇଥିବା ଛାତ୍ରଛାତ୍ରୀମାନେ ନାମ ଲେଖାଇ ପାରିବେ। ଏହାପରେ ୱେଟିଂ ତାଲିକାରେ ଥିବା ଛାତ୍ରଛାତ୍ରୀମାନେ ୭ ଓ ୮ ତାରିଖ ଅପରାହ୍‌ଣ ୩ଟା ପର୍ଯ୍ୟନ୍ତ ପଞ୍ଜୀକରଣ କରିବା ପରେ ସେହିଦିନ ୪ଟା ୩୦ରେ ଚୂଡ଼ାନ୍ତ ୱେଟିଂ ଲିଷ୍ଟ ପ୍ରକାଶ ପାଇବ। ୧୧ରୁ ୧୩ ତାରିଖ ମଧ୍ୟରେ ନାମଲେଖା ଶେଷ ହେବ। ଯେଉଁ ଛାତ୍ରଛାତ୍ରୀମାନେ ପ୍ରଥମ ଦୁଇଟି ପର୍ଯ୍ୟାୟରେ ନାମ ଲେଖାଇ ନାହାନ୍ତି ବା ଆବେଦନ କରିନାହାନ୍ତି, ସେମାନେ ଆବେଦନ କରିପାରି ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର