ମନୋରଞ୍ଜନ

ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା
୬୬ ବର୍ଷ ବୟସରେ ସର୍ଟସ୍ ପିନ୍ଧି ଟ୍ରୋଲ୍ ହେଲେ ନୀନା ଗୁପ୍ତା, ହେଟର୍ସଙ୍କୁ ଦେଲେ କଡ଼ା ଜବାବ; ଜାଣନ୍ତୁ କେବେ ଆସିବ 'ପଞ୍ଚାୟତ ୫'?

ନାମାଙ୍କନପତ୍ର ଦାଖଲ କଲେ ବିଜେଡିର ୪ ରାଜ୍ଯସଭା ପ୍ରାର୍ଥୀ

The Sakala Picture
Published On

ଭୁବନେଶ୍ବର: ବିଜେଡିର ୪ ରାଜ୍ଯସଭା ପ୍ରାର୍ଥୀ ମଙ୍ଗଳବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ବିଧାନସଭାର ସ୍ବତନ୍ତ୍ର ପ୍ରକୋଷ୍ଠରେ ଏହି ନାମାଙ୍କନ ଦାଖଲ ପ୍ରକ୍ରିୟା ଅନୁଷ୍ଠିତ ହୋଇଥିଲା। ବିଜେଡିର ୪ ଜଣ ରାଜ୍ୟସଭା ପ୍ରାର୍ଥୀ ମାନସ ମଙ୍ଗରାଜ, ସସ୍ମିତ ପାତ୍ର, ସୁଲତା ଦେଓ ଏବଂ ନିରଞ୍ଜନ ବିଶି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ପ୍ରଥମେ ସୁଲତା ଦେଓ ନାମାଙ୍କନ ଦାଖଲ କରିଥିଲେ। ୩ ସେଟ ପ୍ରାର୍ଥିପତ୍ର ଦାଖଲ କରିଥିଲେ ସୁଲତା ଦେଓ। ରିଟର୍ଣ୍ଣିଂ ଅଫିସର ବିଷ୍ଣୁ ପ୍ରସାଦ ମିଶ୍ରଙ୍କ ନିକଟରେ […]

ଭୁବନେଶ୍ବର: ବିଜେଡିର ୪ ରାଜ୍ଯସଭା ପ୍ରାର୍ଥୀ ମଙ୍ଗଳବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ବିଧାନସଭାର ସ୍ବତନ୍ତ୍ର ପ୍ରକୋଷ୍ଠରେ ଏହି ନାମାଙ୍କନ ଦାଖଲ ପ୍ରକ୍ରିୟା ଅନୁଷ୍ଠିତ ହୋଇଥିଲା। ବିଜେଡିର ୪ ଜଣ ରାଜ୍ୟସଭା ପ୍ରାର୍ଥୀ ମାନସ ମଙ୍ଗରାଜ, ସସ୍ମିତ ପାତ୍ର, ସୁଲତା ଦେଓ ଏବଂ ନିରଞ୍ଜନ ବିଶି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି।

ଆହୁରି ପଢ଼ନ୍ତୁ: ଲଭ, ସେକ୍ସ, ଧୋକା ଅଭିଯୋଗରେ ଓଡିଆ ଅଭିନେତା ଗିରଫ, ବିବାହର ପ୍ରତିଶ୍ରୁତି ଦେଇ ରଖିଥିଲେ ଶାରୀରିକ ସମ୍ପର୍କ

ଆହୁରି ପଢ଼ନ୍ତୁ: ପରପୁରୁଷ ସହ ଶାରିରୀକ ସମ୍ପର୍କ ରଖିବାକୁ ମନା କରିବାରୁ ସ୍ତ୍ରୀର ଅଶ୍ଳୀଳ ଭିଡ଼ିଓ ଓ ଫଟୋ ଭାଇରାଲ କଲା ସ୍ୱାମୀ

ପ୍ରଥମେ ସୁଲତା ଦେଓ ନାମାଙ୍କନ ଦାଖଲ କରିଥିଲେ। ୩ ସେଟ ପ୍ରାର୍ଥିପତ୍ର ଦାଖଲ କରିଥିଲେ ସୁଲତା ଦେଓ। ରିଟର୍ଣ୍ଣିଂ ଅଫିସର ବିଷ୍ଣୁ ପ୍ରସାଦ ମିଶ୍ରଙ୍କ ନିକଟରେ ଦାଖଲ କରାଯାଇଛି। ସୁଲତାଙ୍କ ପରେ ମାନସ ମଙ୍ଗରାଜ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ମାନସଙ୍କ ପରେ ସସ୍ମିତ ପାତ୍ର ଓ ନିରଞ୍ଜନ ବିଶି ପ୍ରାର୍ଥିପତ୍ର ଦାଖଲ କରିଥିଲେ। ପ୍ରତି ପ୍ରାର୍ଥୀଙ୍କ ପାଇଁ ୧୦ ଜଣ ଲେଖାଏଁ ପ୍ରସ୍ତାବକ ଉପସ୍ଥିତ ଅଛନ୍ତି। ଏଥିସହ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ,ମନ୍ତ୍ରୀ , ବିଧାୟକ, ସାଂସଦ , ପୂର୍ବତନ ସାଂସଦମାନେ ଉପସ୍ଥିତ ଅଛନ୍ତି।

ଆହୁରି ପଢ଼ନ୍ତୁ: ଗଞ୍ଜାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଅଟୋକୁ ଧକ୍କା ଦେଇ ଘୋଷାଡ଼ି ନେଲା ବସ୍, ୬ ମୃତ

31 May 2022 By The Sakala

ନାମାଙ୍କନପତ୍ର ଦାଖଲ କଲେ ବିଜେଡିର ୪ ରାଜ୍ଯସଭା ପ୍ରାର୍ଥୀ

ଭୁବନେଶ୍ବର: ବିଜେଡିର ୪ ରାଜ୍ଯସଭା ପ୍ରାର୍ଥୀ ମଙ୍ଗଳବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ବିଧାନସଭାର ସ୍ବତନ୍ତ୍ର ପ୍ରକୋଷ୍ଠରେ ଏହି ନାମାଙ୍କନ ଦାଖଲ ପ୍ରକ୍ରିୟା ଅନୁଷ୍ଠିତ ହୋଇଥିଲା। ବିଜେଡିର ୪ ଜଣ ରାଜ୍ୟସଭା ପ୍ରାର୍ଥୀ ମାନସ ମଙ୍ଗରାଜ, ସସ୍ମିତ ପାତ୍ର, ସୁଲତା ଦେଓ ଏବଂ ନିରଞ୍ଜନ ବିଶି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି।

ପ୍ରଥମେ ସୁଲତା ଦେଓ ନାମାଙ୍କନ ଦାଖଲ କରିଥିଲେ। ୩ ସେଟ ପ୍ରାର୍ଥିପତ୍ର ଦାଖଲ କରିଥିଲେ ସୁଲତା ଦେଓ। ରିଟର୍ଣ୍ଣିଂ ଅଫିସର ବିଷ୍ଣୁ ପ୍ରସାଦ ମିଶ୍ରଙ୍କ ନିକଟରେ ଦାଖଲ କରାଯାଇଛି। ସୁଲତାଙ୍କ ପରେ ମାନସ ମଙ୍ଗରାଜ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ମାନସଙ୍କ ପରେ ସସ୍ମିତ ପାତ୍ର ଓ ନିରଞ୍ଜନ ବିଶି ପ୍ରାର୍ଥିପତ୍ର ଦାଖଲ କରିଥିଲେ। ପ୍ରତି ପ୍ରାର୍ଥୀଙ୍କ ପାଇଁ ୧୦ ଜଣ ଲେଖାଏଁ ପ୍ରସ୍ତାବକ ଉପସ୍ଥିତ ଅଛନ୍ତି। ଏଥିସହ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ,ମନ୍ତ୍ରୀ , ବିଧାୟକ, ସାଂସଦ , ପୂର୍ବତନ ସାଂସଦମାନେ ଉପସ୍ଥିତ ଅଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର