ରାଜ୍ୟରେ ବଜ୍ରାଘାତରେ ପୃଥକ ପୃଥକ ସ୍ଥାନରେ ୪ ମୃତ

The Sakala Picture
Published On

ଜୟପୁର/ ଅନୁୁୁଗୁଳ: ରାଜ୍ୟରେ ବଜ୍ରାଘାତରେ ୪ ମୃତ । ଜୟପୁରରେ ବୋରିଗୁମ୍ମା ବ୍ଲକର ଅଞ୍ଚଳା ଗାଁରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ମାଆ ଓ ପୁଅ ହୋଇଥିବା ସୂଚନା ମିଳିଛି । ମୃତକ ହେଲେ ଦୁରୁବତୀ ହାଲବା ଏବଂ ପୁଅ ଦୀପକ ହାଲବା । ଚାଷ ଜମିରେ କାମ କରୁଥିବାବେଳେ ବଜ୍ରପାତ ଘଟି ଉଭୟଙ୍କର ମୃତ୍ୟୁ ହୋଇଛି । ଅନ୍ୟପକ୍ଷରେ, ଅନୁଗୁଳରେ କାଠ ସଂଗ୍ରହ କରି ଘରକୁ ଫେରୁଥିବାବେଳେ ଦୁଇ ମହିଳାଙ୍କର ମୃତ୍ୟୁ ଘଟିଛି […]

ଜୟପୁର/ ଅନୁୁୁଗୁଳ: ରାଜ୍ୟରେ ବଜ୍ରାଘାତରେ ୪ ମୃତ । ଜୟପୁରରେ ବୋରିଗୁମ୍ମା ବ୍ଲକର ଅଞ୍ଚଳା ଗାଁରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ମାଆ ଓ ପୁଅ ହୋଇଥିବା ସୂଚନା ମିଳିଛି । ମୃତକ ହେଲେ ଦୁରୁବତୀ ହାଲବା ଏବଂ ପୁଅ ଦୀପକ ହାଲବା । ଚାଷ ଜମିରେ କାମ କରୁଥିବାବେଳେ ବଜ୍ରପାତ ଘଟି ଉଭୟଙ୍କର ମୃତ୍ୟୁ ହୋଇଛି ।

ଆହୁରି ପଢ଼ନ୍ତୁ: ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୧୬କୁ ଘୁଞ୍ଚିଲା ଶୁଣାଣି

ଅନ୍ୟପକ୍ଷରେ, ଅନୁଗୁଳରେ କାଠ ସଂଗ୍ରହ କରି ଘରକୁ ଫେରୁଥିବାବେଳେ ଦୁଇ ମହିଳାଙ୍କର ମୃତ୍ୟୁ ଘଟିଛି । ଅନୁଗୁଳ ଜିଲ୍ଲା ନାଲକୋ ବଳରାମପ୍ରସାଦ ନିକଟ ଆସପଣ୍ଡଠାରେ ଅଘଟଣ ଘଟିଛି । ମୃତ ମହିଳା ହେଲେ ସୁଷମା ବେହେରା ଓ ବେଣି ବେହେରା ।

ଆହୁରି ପଢ଼ନ୍ତୁ: ଖଣି ଆଇନ ସଂଶୋଧନକୁ ବିରୋଧ: ୯ରେ ଲୋକଭବନ ସମ୍ମୁଖରେ ବିଜେଡିର ଗଣଧାରଣା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର