ଭୁବନେଶ୍ୱର: ଗୁରୁବାର ଲୋକସଭା ନିର୍ବାଚନ ପାଇଁ ୪ ହେଭିୱେଟ ନେତା ନାମାଙ୍କନ ଦାଖଲ କରିବେ ବୋଲି ଜଣାପଡିଛି। ଏମାନଙ୍କ ମଧ୍ୟରେ ଅଛନ୍ତି ଭୁବନେଶ୍ୱର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଓ ବିଜେଡି ପ୍ରାର୍ଥୀ ମନ୍ମଥ ରାଉତରାୟ।
ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭାଜପା ପ୍ରାର୍ଥୀ ଭାବେ ସମ୍ବଲପୁର ଲୋକ ସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କରିବାକୁ ଯାଉଥିବା ବେଳେ, ପୁରୀ ଲୋକସଭା ଆସନରୁ ଅରୁପ ପଟ୍ଟନାୟକ ନାମାଙ୍କନ ପତ୍ର ଦାଖଲ କରିବେ।
ଆଜି ଲୋକସଭା ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିବେ ୪ ହେଭିୱେଟ ନେତା
ଭୁବନେଶ୍ୱର: ଗୁରୁବାର ଲୋକସଭା ନିର୍ବାଚନ ପାଇଁ ୪ ହେଭିୱେଟ ନେତା ନାମାଙ୍କନ ଦାଖଲ କରିବେ ବୋଲି ଜଣାପଡିଛି। ଏମାନଙ୍କ ମଧ୍ୟରେ ଅଛନ୍ତି ଭୁବନେଶ୍ୱର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଓ ବିଜେଡି ପ୍ରାର୍ଥୀ ମନ୍ମଥ ରାଉତରାୟ। ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭାଜପା ପ୍ରାର୍ଥୀ ଭାବେ ସମ୍ବଲପୁର ଲୋକ ସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କରିବାକୁ ଯାଉଥିବା ବେଳେ, ପୁରୀ ଲୋକସଭା ଆସନରୁ ଅରୁପ ପଟ୍ଟନାୟକ ନାମାଙ୍କନ ପତ୍ର ଦାଖଲ କରିବେ।