ସ୍ୱାଧିନତା ଦିବସ ଉପଲକ୍ଷେ ସମ୍ମାନିତ ହେବେ ଓଡ଼ିଶାର ୪ ପୋଲିସ ଅଧିକାରୀ, ମିଳିବ ଉତ୍କର୍ଷ ସେବା ପଦକ

The Sakala Picture
Published On

ଭୁବନେଶ୍ୱର: ସ୍ୱାଧିନତା ଦିବସ ଉପଲକ୍ଷେ ସମ୍ମାନିତ ହେବେ ଓଡ଼ିଶାର ୪ ପୋଲିସ ଅଧିକାରୀ । ଓଡ଼ିଶାରୁ ୪ଜଣଙ୍କୁ ମିଳିବ ଉତ୍କର୍ଷ ସେବା ପଦକ । ରାଜ୍ୟର ୨ ଇନ୍ସପେକ୍ଟର ଓ ୨ସବ୍ ଇନ୍ସପେକ୍ଟରଙ୍କୁ ସମ୍ମାନୀତ କରାଯିବ । ଇନସପେକ୍ଟର ଦେବେନ୍ଦ୍ର ମଲ୍ଲିକ ଓ ଦେବେନ୍ଦ୍ର ବିଶ୍ୱାଳ ଏବଂ ଏସଆଇ ତୃପ୍ତିରଞ୍ଜନ ନାୟକ ଓ ଶ୍ରୀକାନ୍ତ ସାହୁଙ୍କୁ ମିଳିବ ଉତ୍କର୍ଷ ସେବା ପଦକ । ସାରାଦେଶରେ ୧୫୨ ପୋଲିସ ଅଧିକାରୀଙ୍କୁ ତଦନ୍ତ କ୍ଷେତ୍ରରେ ଉତ୍କର୍ଷ ସେବା ପଦକ ପ୍ରଦାନ […]

ଭୁବନେଶ୍ୱର: ସ୍ୱାଧିନତା ଦିବସ ଉପଲକ୍ଷେ ସମ୍ମାନିତ ହେବେ ଓଡ଼ିଶାର ୪ ପୋଲିସ ଅଧିକାରୀ । ଓଡ଼ିଶାରୁ ୪ଜଣଙ୍କୁ ମିଳିବ ଉତ୍କର୍ଷ ସେବା ପଦକ । ରାଜ୍ୟର ୨ ଇନ୍ସପେକ୍ଟର ଓ ୨ସବ୍ ଇନ୍ସପେକ୍ଟରଙ୍କୁ ସମ୍ମାନୀତ କରାଯିବ । ଇନସପେକ୍ଟର ଦେବେନ୍ଦ୍ର ମଲ୍ଲିକ ଓ ଦେବେନ୍ଦ୍ର ବିଶ୍ୱାଳ ଏବଂ ଏସଆଇ ତୃପ୍ତିରଞ୍ଜନ ନାୟକ ଓ ଶ୍ରୀକାନ୍ତ ସାହୁଙ୍କୁ ମିଳିବ ଉତ୍କର୍ଷ ସେବା ପଦକ ।

ଆହୁରି ପଢ଼ନ୍ତୁ: ୮ ବର୍ଷ ପରେ ରାଜ୍ୟରେ ହେବ ଛାତ୍ର ସଂସଦ ନିର୍ବାଚନ: ଅକ୍ଟୋବର ୧୫ରେ ଭୋଟ୍

ସାରାଦେଶରେ ୧୫୨ ପୋଲିସ ଅଧିକାରୀଙ୍କୁ ତଦନ୍ତ କ୍ଷେତ୍ରରେ ଉତ୍କର୍ଷ ସେବା ପଦକ ପ୍ରଦାନ କରାଯିବ । ସେମାନଙ୍କ ମଧ୍ୟରେ ଓଡ଼ିଶାରୁ ୪ ଜଣ ରହିଛନ୍ତି । ଏ ନେଇ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ତାଲିକା ପ୍ରକାଶ ପାଇଛି । କର୍ତ୍ତବ୍ୟକୁ ସୂଚାରୁ ରୂପେ ପ୍ରତିପାଦିତ କରିଥିବା ଓଡ଼ିଶାର ଏହି ୪ ପୋଲିସ ଅଧିକାରୀ ସମ୍ମାନିତ ହେବେ ବୋଲି କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ପୋଲିସ SI ପରୀକ୍ଷା ସ୍କାମ୍: ସିବିଆଇ ପରେ ଏବେ ED ପକ୍ଷରୁ ତଦନ୍ତ ଆରମ୍ଭ, ୯ଟି ସ୍ଥାନରେ ରେଡ୍

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର