ଉତ୍କଳ ବିଶ୍ୱବିଦ୍ୟାଳୟରେ କରୋନା, ୪ ଛାତ୍ର କରୋନା ପଜିଟିଭ୍

The Sakala Picture
Published On

ଭୁବନେଶ୍ୱର: ରାଜଧାନୀର ଉତ୍କଳ ବିଶ୍ୱବିଦ୍ୟାଳୟରେ ପଶିଲା କରୋନା । ୪ ଜଣ ଛତ୍ର କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ସୋସିଓଲୋଜି ବିଭାଗର ଜଣେ ଛାତ୍ର କରୋନା ସଂକ୍ରମିତ ହେବାର ଗୋଟିଏ ଦିନ ପରେ ଆଉ ୪ ଜଣ ଛାତ୍ର କରୋନା ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ସୂଚନାନୁସାରେ, ନୂତନ ରୋଗୀମାନେ ରସାୟନ ବିଜ୍ଞାନ (୨), ଏମସିଏ (୧) ଏବଂ ଅର୍ଥନୀତି ବିଭାଗରୁ (୧) ଲେଖାଏଁ ଚିହ୍ନଟ ହୋଇଛନ୍ତି। ସେମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସା କରାଯାଉଛି। ସେମାନଙ୍କ […]

ଭୁବନେଶ୍ୱର: ରାଜଧାନୀର ଉତ୍କଳ ବିଶ୍ୱବିଦ୍ୟାଳୟରେ ପଶିଲା କରୋନା । ୪ ଜଣ ଛତ୍ର କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଗାନ୍ଧିମାର୍ଗରେ ସ୍କୁଲ ଓ କଲେଜ ଶିକ୍ଷକଙ୍କ ବିକ୍ଷୋଭ, ଗ୍ରାଣ୍ଟ-ଇନ୍-ଏଡ୍ ସମେତ ବିଭିନ୍ନ ଦାବି

ସୋସିଓଲୋଜି ବିଭାଗର ଜଣେ ଛାତ୍ର କରୋନା ସଂକ୍ରମିତ ହେବାର ଗୋଟିଏ ଦିନ ପରେ ଆଉ ୪ ଜଣ ଛାତ୍ର କରୋନା ସଂକ୍ରମିତ ହୋଇଥିବା ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ଲୁଗା ଶୁଖାଇବା ବେଳେ ଅଘଟଣ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମା’-ଝିଅଙ୍କ ମୃତ୍ୟୁ

ସୂଚନାନୁସାରେ, ନୂତନ ରୋଗୀମାନେ ରସାୟନ ବିଜ୍ଞାନ (୨), ଏମସିଏ (୧) ଏବଂ ଅର୍ଥନୀତି ବିଭାଗରୁ (୧) ଲେଖାଏଁ ଚିହ୍ନଟ ହୋଇଛନ୍ତି। ସେମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସା କରାଯାଉଛି। ସେମାନଙ୍କ ମଧ୍ୟରୁ ୨ ଜଣ ଗୋପାବନ୍ଧୁ ବଏଜ୍‌ ହଷ୍ଟେଲର ଅନ୍ତେବାସୀ ଅଛନ୍ତି।

ଆହୁରି ପଢ଼ନ୍ତୁ: ଧାମନଗର ଏନ୍‌ଏସିରେ ଫର୍ମ-୭ ଅନିୟମିତତା ଅଭିଯୋଗ, ସିଇଓଙ୍କୁ ଭେଟି ତଦନ୍ତ ଦାବିକଲା ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର