ଚିପ୍ସ ପ୍ୟାକେଟ ଭିତରେ ଥିବା ପ୍ଲାଷ୍ଟିକ ଖେଳନା ଗିଳି ୪ ବର୍ଷର ଶିଶୁ ମୃତ

Madhusudan Das Picture
Published On

ଦାରିଙ୍ଗବାଡି: ଚିପ୍ସ ପ୍ୟାକେଟରେ ଥିବା ଖେଳନା ନେଲା ଶିଶୁର ଜୀବନ । ଚିପ୍ସ ପ୍ୟାକେଟ ଭିତରେ ଥିବା ପ୍ଲାଷ୍ଟିକ ଖେଳନା ଗିଳି ୪ ବର୍ଷ ଶିଶୁ ମୃତ । ମୃତ ଶିଶୁ ଜଣକ ହେଲେ ରଞ୍ଜିତ ପ୍ରଧାନଙ୍କ ପୁଅ ବିଗିଲ ପ୍ରଧାନ। ଏଭଳି ଦୁଃଖଦ ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ବ୍ରାମୁଣୀଗାଁ ଥାନା ଅନ୍ତର୍ଗତ ତାଜୁଙ୍ଗିଆ ପଞ୍ଚାୟତ ନିକଟସ୍ଥ ମୁସୀମାହା ଗ୍ରାମରେ। ଶିଶୁଟି ବାପାମାଆଙ୍କ ସହ ଯାଇ ମକା ଖେତରେ ଖେଳୁଥିଲା । ସେଠାରେ ଚିପ୍ସ ପ୍ୟାକେଟରେ ଥିବା ଖେଳନା ବନ୍ଧୁକକୁ ଗିଳି ଦେଇଥିଲା । ଗୁରୁତର ଅବସ୍ଥାରେ ଶିଶୁକୁ ଦାରିଙ୍ଗବାଡ଼ି ମେଡ଼ିକାଲରେ ଭର୍ତ୍ତି କରିଥିଲେ ପରିବାର ଲୋକ । ସେଠାରେ ଶିଶୁପୁତ୍ରକୁ ମୃତ ଘୋଷଣା କରିଥିଲେ ଡାକ୍ତର । ଶିଶୁ ମୃତ୍ୟୁକୁ ନେଇ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ: ହୋଲି ପୂର୍ବରୁ ଅଘଟଣ

19 Nov 2025 By Madhusudan Das

ଚିପ୍ସ ପ୍ୟାକେଟ ଭିତରେ ଥିବା ପ୍ଲାଷ୍ଟିକ ଖେଳନା ଗିଳି ୪ ବର୍ଷର ଶିଶୁ ମୃତ

ଦାରିଙ୍ଗବାଡି: ଚିପ୍ସ ପ୍ୟାକେଟରେ ଥିବା ଖେଳନା ନେଲା ଶିଶୁର ଜୀବନ । ଚିପ୍ସ ପ୍ୟାକେଟ ଭିତରେ ଥିବା ପ୍ଲାଷ୍ଟିକ ଖେଳନା ଗିଳି ୪ ବର୍ଷ ଶିଶୁ ମୃତ । ମୃତ ଶିଶୁ ଜଣକ ହେଲେ ରଞ୍ଜିତ ପ୍ରଧାନଙ୍କ ପୁଅ ବିଗିଲ ପ୍ରଧାନ। ଏଭଳି ଦୁଃଖଦ ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ବ୍ରାମୁଣୀଗାଁ ଥାନା ଅନ୍ତର୍ଗତ ତାଜୁଙ୍ଗିଆ ପଞ୍ଚାୟତ ନିକଟସ୍ଥ ମୁସୀମାହା ଗ୍ରାମରେ। ଶିଶୁଟି ବାପାମାଆଙ୍କ ସହ ଯାଇ ମକା ଖେତରେ ଖେଳୁଥିଲା । ସେଠାରେ ଚିପ୍ସ ପ୍ୟାକେଟରେ ଥିବା ଖେଳନା ବନ୍ଧୁକକୁ ଗିଳି ଦେଇଥିଲା । ଗୁରୁତର ଅବସ୍ଥାରେ ଶିଶୁକୁ ଦାରିଙ୍ଗବାଡ଼ି ମେଡ଼ିକାଲରେ ଭର୍ତ୍ତି କରିଥିଲେ ପରିବାର ଲୋକ । ସେଠାରେ ଶିଶୁପୁତ୍ରକୁ ମୃତ ଘୋଷଣା କରିଥିଲେ ଡାକ୍ତର । ଶିଶୁ ମୃତ୍ୟୁକୁ ନେଇ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।

https://www.thesakala.in/latest-odisha-news/4-year-old-child-dies-after-swallowing-plastic-toy-inside-chips-packet/article-43184
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର