କଟକ: ପୁଣି ଜବତ ହେଲା ବ୍ରାଉନସୁଗର। କଟକ ଫୁଲନଖରାରୁ ୪୨୦ ଗ୍ରାମ ବ୍ରାଉନସୁଗର ଜବତ କରିଛି ରାଜ୍ୟ ଅବକାରୀ ଫ୍ଲାଇଂ ସ୍କ୍ବାଡ୍। ଏହି ବ୍ରାଉନସୁଗର ସହ ଜଣେ ବେପାରୀକୁ ଗିରଫ କରିଛି ଫ୍ଲାଇଂ ସ୍କ୍ବାଡ୍ । ଜବତ ବ୍ରାଉନସୁଗରର ଆନୁମାନିକ ମୂଲ୍ୟ ୪୨ ଲକ୍ଷ ଟଙ୍କା ହେବ ବୋଲି ଜଣାପଡ଼ିଛି। ତେବେ ଏହି କାରବାରରେ ଆଉ କାହାର ସମ୍ପୃକ୍ତି ରହିଛି ସେ ନେଇ ତଦନ୍ତ ଜାରି ରଖିଛି ଅବକାରୀ ବିଭାଗ।
୪୨ ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ, ଜଣେ ଗିରଫ