କରୋନା ମୃତ୍ୟୁରେ ଲାଗୁନି ବ୍ରେକ୍ : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୪୨ ଜୀବନ ନେଲା ମହାମାରୀ କରୋନା

The Sakala Picture
Published On

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ପ୍ରତ୍ୟେକ ଦିନ ନୂଆ ରେକର୍ଡ ସୃଷ୍ଟି କରୁଛି ମହାମାରୀ କରୋନ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨ ଜଣଙ୍କ ଜୀବନ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୮୭୩ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ସର୍ବାଧିକ ସୁନ୍ଦରଗଡ଼ ଜିଲ୍ଲାରୁ ୫ ଜଣ ହୋଇଥିବା […]

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ପ୍ରତ୍ୟେକ ଦିନ ନୂଆ ରେକର୍ଡ ସୃଷ୍ଟି କରୁଛି ମହାମାରୀ କରୋନ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨ ଜଣଙ୍କ ଜୀବନ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୮୭୩ କୁ ବୃଦ୍ଧି ପାଇଛି।

ଆହୁରି ପଢ଼ନ୍ତୁ: ଥାଇଲ୍ୟାଣ୍ଡରେ ଫସିଛନ୍ତି ୪ ଓଡ଼ିଆ ଶ୍ରମିକ: ଭୋକ ଉପବାସରେ କଟୁଛି ଜୀବନ, ଉଦ୍ଧାର ପାଇଁ ସରକାରଙ୍କୁ ଆକୁଳ ନିବେଦନ..

ମୃତକଙ୍କ ମଧ୍ୟରୁ ସର୍ବାଧିକ ସୁନ୍ଦରଗଡ଼ ଜିଲ୍ଲାରୁ ୫ ଜଣ ହୋଇଥିବା ବେଳେ କଳାହାଣ୍ଡି ଓ କଟକ ଜିଲ୍ଲାରୁ ୪ ଜଣ ରହିଛନ୍ତି । ବୌଦ୍ଧ ଓ ଝାରସୁଗୁଡ଼ା, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ବାଲେଶ୍ୱର, ବଲାଙ୍ଗୀର , ଦେଓଗଡ଼, ଗଜପତି ଓ କେନ୍ଦ୍ରାପଡ଼ା ନବରଙ୍ଗପୁର ଓ ରାୟଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବରଗଡ଼, ଭଦ୍ରକ, ଗଞ୍ଜାମ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି ।

ଆହୁରି ପଢ଼ନ୍ତୁ: କାଠଯୋଡ଼ି ନଦୀରୁ ମେଡିକାଲ ଛାତ୍ରୀ ମୃତଦେହ ଉଦ୍ଧାର ଘଟଣା: ବାରଙ୍ଗ ଥାନାରେ ଯୁବତୀଙ୍କ ପୁରୁଷ ବନ୍ଧୁଙ୍କ ବିରୋଧରେ ଅଭିଯୋଗ

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭ ଲକ୍ଷ ୯୦ ହଜାର ୯୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୮୫ ହଜାର ୪୨୩ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭ ଲକ୍ଷ ୨ ହଜାର ୬୨୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାସହ କରୋନା ଯୋଗୁଁ ୨୮୭୩ ଜଣଙ୍କର ମୃତ୍ୟୁ ହୋଇଛି ।

ଆହୁରି ପଢ଼ନ୍ତୁ: କୂଅ ସଫାବେଳେ ଶ୍ୱାସରୁଦ୍ଧ ହୋଇ ଜଣେ ମୃତ, ୨ ଗୁରୁତର

03 Jun 2021 By The Sakala

କରୋନା ମୃତ୍ୟୁରେ ଲାଗୁନି ବ୍ରେକ୍ : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୪୨ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ପ୍ରତ୍ୟେକ ଦିନ ନୂଆ ରେକର୍ଡ ସୃଷ୍ଟି କରୁଛି ମହାମାରୀ କରୋନ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨ ଜଣଙ୍କ ଜୀବନ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୮୭୩ କୁ ବୃଦ୍ଧି ପାଇଛି।

ମୃତକଙ୍କ ମଧ୍ୟରୁ ସର୍ବାଧିକ ସୁନ୍ଦରଗଡ଼ ଜିଲ୍ଲାରୁ ୫ ଜଣ ହୋଇଥିବା ବେଳେ କଳାହାଣ୍ଡି ଓ କଟକ ଜିଲ୍ଲାରୁ ୪ ଜଣ ରହିଛନ୍ତି । ବୌଦ୍ଧ ଓ ଝାରସୁଗୁଡ଼ା, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ବାଲେଶ୍ୱର, ବଲାଙ୍ଗୀର , ଦେଓଗଡ଼, ଗଜପତି ଓ କେନ୍ଦ୍ରାପଡ଼ା ନବରଙ୍ଗପୁର ଓ ରାୟଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବରଗଡ଼, ଭଦ୍ରକ, ଗଞ୍ଜାମ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭ ଲକ୍ଷ ୯୦ ହଜାର ୯୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୮୫ ହଜାର ୪୨୩ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭ ଲକ୍ଷ ୨ ହଜାର ୬୨୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାସହ କରୋନା ଯୋଗୁଁ ୨୮୭୩ ଜଣଙ୍କର ମୃତ୍ୟୁ ହୋଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର