ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ବ୍ରହ୍ମପୁର ମଣ୍ଡଳ କାରାଗାରର ୪୮ ବିଚାରାଧୀନ କଏଦୀଙ୍କୁ କରୋନା

The Sakala Picture
Published On

ବ୍ରହ୍ମପୁର: କରୋନା ସଂକ୍ରମଣ ଦୃତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ବ୍ରହ୍ମପୁର ମଣ୍ଡଳ କାରାଗାରରେ ୪୮ ଜଣ ବିଚାରାଧୀନ କଏଦୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଗତ ୨ ଦିନ ତଳେ ୮୪ କଏଦୀଙ୍କ କୋଭିଡ ଟେଷ୍ଟ କରାଯାଇଥିଲା । ସେଥିମଧ୍ୟରୁ ୫୦ ପ୍ରତିଶତରୁ ଅଧିକ ମାମଲା କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବ୍ରହ୍ମପୁର ମଣ୍ଡଳ କାରାଗାରରେ ମୋଟ ୯୨୭ ଜଣ କଏଦୀ ଅଛନ୍ତି । କଏଦୀଙ୍କ ପାଇଁ ମଣ୍ଡଳ କାରାଗାରରେ ଶହେ ଶଯ୍ୟା ବିଶିଷ୍ଟ […]

ବ୍ରହ୍ମପୁର: କରୋନା ସଂକ୍ରମଣ ଦୃତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ବ୍ରହ୍ମପୁର ମଣ୍ଡଳ କାରାଗାରରେ ୪୮ ଜଣ ବିଚାରାଧୀନ କଏଦୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଗତ ୨ ଦିନ ତଳେ ୮୪ କଏଦୀଙ୍କ କୋଭିଡ ଟେଷ୍ଟ କରାଯାଇଥିଲା । ସେଥିମଧ୍ୟରୁ ୫୦ ପ୍ରତିଶତରୁ ଅଧିକ ମାମଲା କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଦୀଘା ଜଗନ୍ନାଥ ଧାମରୁ ହଟିବ 'ଧାମ' ଶବ୍ଦ; ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ବ୍ରହ୍ମପୁର ମଣ୍ଡଳ କାରାଗାରରେ ମୋଟ ୯୨୭ ଜଣ କଏଦୀ ଅଛନ୍ତି । କଏଦୀଙ୍କ ପାଇଁ ମଣ୍ଡଳ କାରାଗାରରେ ଶହେ ଶଯ୍ୟା ବିଶିଷ୍ଟ କୋଭିଡ୍ କେୟାର ସେଣ୍ଟର ହୋଇଛି । ଏନେଇ ବ୍ରହ୍ମପୁର ମଣ୍ଡଳ କାରାଗାର ଅଧ୍ୟକ୍ଷ ଗରୀବ ଚନ୍ଦ୍ର ସାହୁ ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: କୋଟିଆରେ ଆନ୍ଧ୍ର ପ୍ରଦେଶର ଆଦିବାସୀ କଲ୍ୟାଣ ମନ୍ତ୍ରୀ, ବିରୋଧରେ ଓଡିଶା ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲା ଓଡ଼ିଆ ଅସ୍ମିତା ପରିଷଦ

14 May 2021 By The Sakala

ବ୍ରହ୍ମପୁର ମଣ୍ଡଳ କାରାଗାରର ୪୮ ବିଚାରାଧୀନ କଏଦୀଙ୍କୁ କରୋନା

ବ୍ରହ୍ମପୁର: କରୋନା ସଂକ୍ରମଣ ଦୃତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ବ୍ରହ୍ମପୁର ମଣ୍ଡଳ କାରାଗାରରେ ୪୮ ଜଣ ବିଚାରାଧୀନ କଏଦୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଗତ ୨ ଦିନ ତଳେ ୮୪ କଏଦୀଙ୍କ କୋଭିଡ ଟେଷ୍ଟ କରାଯାଇଥିଲା । ସେଥିମଧ୍ୟରୁ ୫୦ ପ୍ରତିଶତରୁ ଅଧିକ ମାମଲା କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବ୍ରହ୍ମପୁର ମଣ୍ଡଳ କାରାଗାରରେ ମୋଟ ୯୨୭ ଜଣ କଏଦୀ ଅଛନ୍ତି । କଏଦୀଙ୍କ ପାଇଁ ମଣ୍ଡଳ କାରାଗାରରେ ଶହେ ଶଯ୍ୟା ବିଶିଷ୍ଟ କୋଭିଡ୍ କେୟାର ସେଣ୍ଟର ହୋଇଛି । ଏନେଇ ବ୍ରହ୍ମପୁର ମଣ୍ଡଳ କାରାଗାର ଅଧ୍ୟକ୍ଷ ଗରୀବ ଚନ୍ଦ୍ର ସାହୁ ସୂଚନା ଦେଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର