ରାଜ୍ୟରେ ଚାଲିଛି ଚତୁର୍ଥ ପର୍ଯ୍ୟାୟ ମତଦାନ: ଦିନ ୧୧ଟା ସୁଦ୍ଧା ୨୨.୬୪ ପ୍ରତିଶତ ଭୋଟିଂ

The Sakala Picture
Published On

ଭୁବନେଶ୍ବର: ଆଜି ଓଡ଼ିଶାର ଚତୁର୍ଥ ପର୍ୟ୍ୟାୟ ନିର୍ବାଚନ ପାଇଁ ଭୋଟ ଗ୍ରହଣ ଚାଲିଛି। ଏହି ପର୍ୟ୍ୟାୟରେ ୬ଟି ଲୋକସଭା କ୍ଷେତ୍ର ଯଥା ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଏବଂ ଏହା ଅନ୍ତର୍ଗତ ୪୨ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟର ନିଜ ପ୍ରତିନିଧି ବାଛୁଛନ୍ତି। କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଭୋଟ ଗ୍ରହଣ ଚାଲିଥିବା ବେଳେ ଦିନ ୧୧ଟା ସୁଦ୍ଧା ୨୨.୬୪ ପ୍ରତିଶତ ମତଦାନ ହୋଇଛି। ନିର୍ବାଚନ କମିଶନଙ୍କ ୱେବସାଇଟରୁ ମିଳିଥିବା ତଥ୍ୟ ଅନୁଯାୟୀ, ଦିନ […]

ଭୁବନେଶ୍ବର: ଆଜି ଓଡ଼ିଶାର ଚତୁର୍ଥ ପର୍ୟ୍ୟାୟ ନିର୍ବାଚନ ପାଇଁ ଭୋଟ ଗ୍ରହଣ ଚାଲିଛି। ଏହି ପର୍ୟ୍ୟାୟରେ ୬ଟି ଲୋକସଭା କ୍ଷେତ୍ର ଯଥା ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଏବଂ ଏହା ଅନ୍ତର୍ଗତ ୪୨ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟର ନିଜ ପ୍ରତିନିଧି ବାଛୁଛନ୍ତି। କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଭୋଟ ଗ୍ରହଣ ଚାଲିଥିବା ବେଳେ ଦିନ ୧୧ଟା ସୁଦ୍ଧା ୨୨.୬୪ ପ୍ରତିଶତ ମତଦାନ ହୋଇଛି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର: ଖସୁଛି ନଦୀର ଜଳସ୍ତର

ନିର୍ବାଚନ କମିଶନଙ୍କ ୱେବସାଇଟରୁ ମିଳିଥିବା ତଥ୍ୟ ଅନୁଯାୟୀ, ଦିନ ୧୧ ଟା ସୁଦ୍ଧା ଓଡ଼ିଶାରେ ୨୨.୬୪ % ମତଦାନ ହୋଇଛି। ବାଲେଶ୍ୱର ସଂସଦୀୟ କ୍ଷେତ୍ରରେ ୨୭.୬୬ ପ୍ରତିଶତ ହୋଇଥିବା ବେଳେ ଭଦ୍ରକ ୨୧.୫୦ ପ୍ରତିଶତ, ଜଗତସିଂହପୁର ୨୩.୦୧ପ୍ରତିଶତ, ଯାଜପୁର ୧୭.୧୦ ପ୍ରତିଶତ, କେନ୍ଦ୍ରାପଡା ୨୪.୦୩ ପ୍ରତିଶତ ଓ ମୟୂରଭଞ୍ଜ ସଂସଦୀୟ କ୍ଷେତ୍ରରେ ୨୨.୨୫ ପ୍ରତିଶତ ଭୋଟିଂ ହୋଇଛି।

ଆହୁରି ପଢ଼ନ୍ତୁ: ଚାଷୀଙ୍କୁ ମିଳିଲା 'ସିଏମ୍ କିଷାନ' ଯୋଜନାର ୫ମ କିସ୍ତି, DBT ମାଧ୍ୟମରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୨ ହଜାର ଟଙ୍କା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର