ରାଜ୍ୟରେ ଚାଲିଛି ଚତୁର୍ଥ ପର୍ଯ୍ୟାୟ ମତଦାନ: ସକାଳ ୯ ଟା ସୁଦ୍ଧା ୭.୬୯ ପ୍ରତିଶତ ମତଦାନ

The Sakala Picture
Published On

ଭୁବନେଶ୍ବର: ଆଜି ଓଡ଼ିଶାର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ ଗ୍ରହଣ ଚାଲିଛି। ଏହି ପର୍ଯ୍ୟାୟରେ ୬ଟି ଲୋକସଭା କ୍ଷେତ୍ର ଯଥା ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଏବଂ ଏହା ଅନ୍ତର୍ଗତ ୪୨ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟର ନିଜ ପ୍ରତିନିଧି ବାଛୁଛନ୍ତି। କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଭୋଟ ଗ୍ରହଣ ଚାଲିଥିବା ବେଳେ ସକାଳ ୯ ଟା ସୁଦ୍ଧା ୭.୬୯ ପ୍ରତିଶତ ମତଦାନ ହୋଇଛି। ନିର୍ବାଚନ କମିଶନଙ୍କ ୱେବସାଇଟରୁ ମିଳିଥିବା ତଥ୍ୟ ଅନୁଯାୟୀ, […]

ଭୁବନେଶ୍ବର: ଆଜି ଓଡ଼ିଶାର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ ଗ୍ରହଣ ଚାଲିଛି। ଏହି ପର୍ଯ୍ୟାୟରେ ୬ଟି ଲୋକସଭା କ୍ଷେତ୍ର ଯଥା ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଏବଂ ଏହା ଅନ୍ତର୍ଗତ ୪୨ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟର ନିଜ ପ୍ରତିନିଧି ବାଛୁଛନ୍ତି। କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଭୋଟ ଗ୍ରହଣ ଚାଲିଥିବା ବେଳେ ସକାଳ ୯ ଟା ସୁଦ୍ଧା ୭.୬୯ ପ୍ରତିଶତ ମତଦାନ ହୋଇଛି।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ପୋଲିସ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଲୋକେଶ ଆହତ

ନିର୍ବାଚନ କମିଶନଙ୍କ ୱେବସାଇଟରୁ ମିଳିଥିବା ତଥ୍ୟ ଅନୁଯାୟୀ, ସକାଳ ୯ ଟା ସୁଦ୍ଧା ଓଡ଼ିଶାରେ ୭.୬୯ % ମତଦାନ ହୋଇଛି । ବାଲେଶ୍ୱର ସଂସଦୀୟ କ୍ଷେତ୍ରରେ ୭.୪୬ ପ୍ରତିଶତ ହୋଇଥିବା ବେଳେ ଭଦ୍ରକ ୭.୭୯ ପ୍ରତିଶତ, ଜଗତସିଂହପୁର ୮.୫୪ପ୍ରତିଶତ,  ଯାଜପୁର ୭.୭୪ ପ୍ରତିଶତ, କେନ୍ଦ୍ରାପଡା ୭.୨୭ ପ୍ରତିଶତ ଓ ମୟୂରଭଞ୍ଜ ସଂସଦୀୟ କ୍ଷେତ୍ରରେ ୭.୩୩ ପ୍ରତିଶତ ଭୋଟିଂ ହୋଇଛି।

ଆହୁରି ପଢ଼ନ୍ତୁ: ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୧୬କୁ ଘୁଞ୍ଚିଲା ଶୁଣାଣି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର