ଫେବ୍ରୁଆରୀ ୮ରେ ମିଳିବ ‘ସୁଭଦ୍ରା’ର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା

The Sakala Picture
Published On

ଭୁବନେଶ୍ୱର: ‘ସୁଭଦ୍ରା’ ଯୋଜନାକୁ ନେଇ ଆସିଲା ବଡ ଖବର । ଫେବ୍ରୁଆରୀ ୮ରେ ମିଳିବ ‘ସୁଭଦ୍ରା’ର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା । ଏ ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଫେବୃଆରୀ ୮ରେ ମିଳିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ଯାଜପୁରରୁ ଏହାର ଶୁଭାରମ୍ଭ ହେବ । ୩ ଓ ୪ ତାରିଖରେ ବ୍ୟାଙ୍କକୁ ଯାଇ ଏନ ପି ସି ଆଇ ଚେକ କରିପାରିବେ । ଛୋଟ ଛୋଟ ଯାହା […]

ଭୁବନେଶ୍ୱର: ‘ସୁଭଦ୍ରା’ ଯୋଜନାକୁ ନେଇ ଆସିଲା ବଡ ଖବର । ଫେବ୍ରୁଆରୀ ୮ରେ ମିଳିବ ‘ସୁଭଦ୍ରା’ର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା । ଏ ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଫେବୃଆରୀ ୮ରେ ମିଳିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ଯାଜପୁରରୁ ଏହାର ଶୁଭାରମ୍ଭ ହେବ । ୩ ଓ ୪ ତାରିଖରେ ବ୍ୟାଙ୍କକୁ ଯାଇ ଏନ ପି ସି ଆଇ ଚେକ କରିପାରିବେ । ଛୋଟ ଛୋଟ ଯାହା ଅସୁବିଧା କିମ୍ବା ସମସ୍ୟା ରହିଛି ବ୍ୟାଙ୍କକୁ ଯାଇ ଆପଣ ସମାଧାନ କରିପାରିବେ । ଏହି ପର୍ଯ୍ୟାୟରେ ୨୦ ଲକ୍ଷ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବା ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ରାଜଧାନୀରେ ଲଜ୍ଜା: ଚାକିରି ଦେବାକୁ କହି ପାର୍ଲରରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ

ଚତୁର୍ଥ ପର୍ଯ୍ୟାୟରେ ହିତାଧିକାରୀଙ୍କ ସଂଖ୍ୟା ୧ କୋଟି ଟପିପାରେ ବୋଲି କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏବେ ବି ଅଢେଇ ଲକ୍ଷ ହିତାଧିକାରୀଙ୍କ ଏନପିସିଆଇ ସମସ୍ୟା ଅଛି। ଏକ ଲକ୍ଷରୁ ଅଧିକ ମହିଳାଙ୍କ ଇ କେୱାଇସି ସମସ୍ୟା ରହିଛି। ୮ ତାରିଖ ପୂର୍ବରୁ ଏହାର ସମାଧାନ କଲେ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରାରେ ସାମିଲ ହୋଇପାରିବେ।

ଆହୁରି ପଢ଼ନ୍ତୁ: ନିଶା ଔଷଧ ସ୍ପ୍ରେ କରି ଘରୁ ୨୫ ଲକ୍ଷର ସୁନା ଗହଣା ସହ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

02 Feb 2025 By The Sakala

ଫେବ୍ରୁଆରୀ ୮ରେ ମିଳିବ ‘ସୁଭଦ୍ରା’ର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ୱର: ‘ସୁଭଦ୍ରା’ ଯୋଜନାକୁ ନେଇ ଆସିଲା ବଡ ଖବର । ଫେବ୍ରୁଆରୀ ୮ରେ ମିଳିବ ‘ସୁଭଦ୍ରା’ର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା । ଏ ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଫେବୃଆରୀ ୮ରେ ମିଳିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ଯାଜପୁରରୁ ଏହାର ଶୁଭାରମ୍ଭ ହେବ । ୩ ଓ ୪ ତାରିଖରେ ବ୍ୟାଙ୍କକୁ ଯାଇ ଏନ ପି ସି ଆଇ ଚେକ କରିପାରିବେ । ଛୋଟ ଛୋଟ ଯାହା ଅସୁବିଧା କିମ୍ବା ସମସ୍ୟା ରହିଛି ବ୍ୟାଙ୍କକୁ ଯାଇ ଆପଣ ସମାଧାନ କରିପାରିବେ । ଏହି ପର୍ଯ୍ୟାୟରେ ୨୦ ଲକ୍ଷ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବା ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ।

ଚତୁର୍ଥ ପର୍ଯ୍ୟାୟରେ ହିତାଧିକାରୀଙ୍କ ସଂଖ୍ୟା ୧ କୋଟି ଟପିପାରେ ବୋଲି କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏବେ ବି ଅଢେଇ ଲକ୍ଷ ହିତାଧିକାରୀଙ୍କ ଏନପିସିଆଇ ସମସ୍ୟା ଅଛି। ଏକ ଲକ୍ଷରୁ ଅଧିକ ମହିଳାଙ୍କ ଇ କେୱାଇସି ସମସ୍ୟା ରହିଛି। ୮ ତାରିଖ ପୂର୍ବରୁ ଏହାର ସମାଧାନ କଲେ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରାରେ ସାମିଲ ହୋଇପାରିବେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର