ବାତ୍ୟା ୟଶ ମୁକାବିଲା: ୫ ଜିଲ୍ଲା ପାଇଁ ୫ଜଣ ବରିଷ୍ଠ ଆଇଏଏସ୍ ଅଫିସରଙ୍କୁ ଦାୟିତ୍ୱ
ଭୁବନେଶ୍ୱର: ବାତ୍ୟା ୟଶ ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ହୋଇଛନ୍ତି। ସବୁ ପ୍ରକାର ଆଗୁଆ ପଦକ୍ଷେପ ନେଇଛନ୍ତି। ପ୍ରଭାବିତ ଆଶଙ୍କା ଥିବା ୫ଟି ଜିଲ୍ଲାରେ ମୁକାବିଲା ପାଇଁ ୫ ଜଣ ବରିଷ୍ଠ ଆଇଏଏସ୍ ଅଫିସରଙ୍କୁ ଦାୟିତ୍ୱ ଦେଇଛନ୍ତି ସରକାର। କେନ୍ଦ୍ରାପଡା ଜିଲ୍ଲା ପାଇଁ ହେମନ୍ତ ଶର୍ମା, ଜଗତସିଂହପୁର ଜିଲ୍ଲା ଦାୟିତ୍ୱରେ ରହିବେ ଶାଶ୍ୱତ ମିଶ୍ର । ସେହିପରି ଭଦ୍ରକ ପାଇଁ ଭିଭି ଯାଦବ, ବାଲେଶ୍ୱର ଜିଲ୍ଲା ପାଇଁ ବିଶାଲ ଦେବ ଓ ମୟୁରଭଞ୍ଜ ଜିଲ୍ଲା ଦାୟିତ୍ୱରେ […]
ଭୁବନେଶ୍ୱର: ବାତ୍ୟା ୟଶ ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ହୋଇଛନ୍ତି। ସବୁ ପ୍ରକାର ଆଗୁଆ ପଦକ୍ଷେପ ନେଇଛନ୍ତି। ପ୍ରଭାବିତ ଆଶଙ୍କା ଥିବା ୫ଟି ଜିଲ୍ଲାରେ ମୁକାବିଲା ପାଇଁ ୫ ଜଣ ବରିଷ୍ଠ ଆଇଏଏସ୍ ଅଫିସରଙ୍କୁ ଦାୟିତ୍ୱ ଦେଇଛନ୍ତି ସରକାର। କେନ୍ଦ୍ରାପଡା ଜିଲ୍ଲା ପାଇଁ ହେମନ୍ତ ଶର୍ମା, ଜଗତସିଂହପୁର ଜିଲ୍ଲା ଦାୟିତ୍ୱରେ ରହିବେ ଶାଶ୍ୱତ ମିଶ୍ର । ସେହିପରି ଭଦ୍ରକ ପାଇଁ ଭିଭି ଯାଦବ, ବାଲେଶ୍ୱର ଜିଲ୍ଲା ପାଇଁ ବିଶାଲ ଦେବ ଓ ମୟୁରଭଞ୍ଜ ଜିଲ୍ଲା ଦାୟିତ୍ୱରେ ରହିବେ ସୁରେଶ ବଶିଷ୍ଟ ।
Sr Secretaries being deployed to districts. @CMO_Odisha @SecyChief @IPR_Odisha @SRC_Odisha @osdmaodisha pic.twitter.com/sjRINUsdYb
ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ— Pradeep Jena IAS (@PradeepJenaIAS) May 24, 2021
୨୬ ତାରିଖ ମଧ୍ୟାହ୍ନରେ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳର ପାରାଦୀପ-ସାରଗ ଦ୍ୱୀପ ମଝିରେ ବାତ୍ୟା ଲାଣ୍ଡଫଲ୍ କରିବ ବୋଲି ପୂର୍ବାନୁମାନ କରିଛି ଆଇଏମଡି । ଏହାର ପ୍ରଭାବ ବିଶେଷ ଭାବରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ମୟୁରଭଞ୍ଜ ଜିଲ୍ଲାକୁ ରହିବ।
ବାତ୍ୟା ୟଶ ମୁକାବିଲା: ୫ ଜିଲ୍ଲା ପାଇଁ ୫ଜଣ ବରିଷ୍ଠ ଆଇଏଏସ୍ ଅଫିସରଙ୍କୁ ଦାୟିତ୍ୱ
ଭୁବନେଶ୍ୱର: ବାତ୍ୟା ୟଶ ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ହୋଇଛନ୍ତି। ସବୁ ପ୍ରକାର ଆଗୁଆ ପଦକ୍ଷେପ ନେଇଛନ୍ତି। ପ୍ରଭାବିତ ଆଶଙ୍କା ଥିବା ୫ଟି ଜିଲ୍ଲାରେ ମୁକାବିଲା ପାଇଁ ୫ ଜଣ ବରିଷ୍ଠ ଆଇଏଏସ୍ ଅଫିସରଙ୍କୁ ଦାୟିତ୍ୱ ଦେଇଛନ୍ତି ସରକାର। କେନ୍ଦ୍ରାପଡା ଜିଲ୍ଲା ପାଇଁ ହେମନ୍ତ ଶର୍ମା, ଜଗତସିଂହପୁର ଜିଲ୍ଲା ଦାୟିତ୍ୱରେ ରହିବେ ଶାଶ୍ୱତ ମିଶ୍ର । ସେହିପରି ଭଦ୍ରକ ପାଇଁ ଭିଭି ଯାଦବ, ବାଲେଶ୍ୱର ଜିଲ୍ଲା ପାଇଁ ବିଶାଲ ଦେବ ଓ ମୟୁରଭଞ୍ଜ ଜିଲ୍ଲା ଦାୟିତ୍ୱରେ ରହିବେ ସୁରେଶ ବଶିଷ୍ଟ ।
Sr Secretaries being deployed to districts. @CMO_Odisha @SecyChief @IPR_Odisha @SRC_Odisha @osdmaodisha pic.twitter.com/sjRINUsdYb
— Pradeep Jena IAS (@PradeepJenaIAS) May 24, 2021