ରାଜଧାନୀରେ ଅଘଟଣ: ବେଆଇନ ବାଣ ଭିଡ଼ିବା ବେଳେ ଭୟଙ୍କର ବିସ୍ଫୋରଣ, ୫ ଆହତ

Madhusudan Das Picture
Published On

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଅଘଟଣ । ଛାତ ଉପରେ ବାଣ ଭିଡ଼ିବା ବେଳେ ହୋଇଛି ଭୟଙ୍କର ବିସ୍ଫୋରଣ । ବାଣ ବିସ୍ଫୋରଣରେ ୩ ଜଣ ମହିଳାଙ୍କ ସମେତ ମୋଟ ୫ଜଣ ଆହତ ହୋଇଛନ୍ତି । ଏୟାରଫିଲ୍ଡ ଥାନା ସୁନ୍ଦରପଦା ଆଜାଦ ନଗରରେ ଘଟିଛି ଏହି ବିସ୍ଫୋରଣ । ବିସ୍ଫୋରଣରେ ଆହତ ୨ ଗୁରୁତରଙ୍କୁ ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ଏୟାରଫିଲ୍ଡ ଥାନା ପୁଲିସ ପହଞ୍ଚି  ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରି ତଦନ୍ତ କରୁଛନ୍ତି।

ଆହୁରି ପଢ଼ନ୍ତୁ: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଜଣେ ଗିରଫ

27 Jan 2026 By Madhusudan Das

ରାଜଧାନୀରେ ଅଘଟଣ: ବେଆଇନ ବାଣ ଭିଡ଼ିବା ବେଳେ ଭୟଙ୍କର ବିସ୍ଫୋରଣ, ୫ ଆହତ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଅଘଟଣ । ଛାତ ଉପରେ ବାଣ ଭିଡ଼ିବା ବେଳେ ହୋଇଛି ଭୟଙ୍କର ବିସ୍ଫୋରଣ । ବାଣ ବିସ୍ଫୋରଣରେ ୩ ଜଣ ମହିଳାଙ୍କ ସମେତ ମୋଟ ୫ଜଣ ଆହତ ହୋଇଛନ୍ତି । ଏୟାରଫିଲ୍ଡ ଥାନା ସୁନ୍ଦରପଦା ଆଜାଦ ନଗରରେ ଘଟିଛି ଏହି ବିସ୍ଫୋରଣ । ବିସ୍ଫୋରଣରେ ଆହତ ୨ ଗୁରୁତରଙ୍କୁ ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ଏୟାରଫିଲ୍ଡ ଥାନା ପୁଲିସ ପହଞ୍ଚି  ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରି ତଦନ୍ତ କରୁଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର