ଆସନ୍ତାକାଲି ମାଟ୍ରିକ ପରୀକ୍ଷା, ୫ଲକ୍ଷ ୪୧ ହଜାର ୨୪୭ ଛାତ୍ରଛାତ୍ରୀ ଦେବେ ପରୀକ୍ଷା

The Sakala Picture
Published On

ଭୁବନେଶ୍ବର : ଆସନ୍ତାକାଲି ଠାରୁ ଆରମ୍ଭ ହେଉଛି ମ୍ୟାଟ୍ରିକ ପରୀକ୍ଷା। ଏହା ମାର୍ଚ୍ଚ ୨୦ ଯାଏ ଚାଲିବ। ଏହା ମାଟ୍ରିକ ଦ୍ଵିତୀୟ ସମ୍ମେଟିଭ ପରୀକ୍ଷା। ଚଳିତ ଥର ୫ ଲକ୍ଷ ୪୧ ହଜାର ୨୪୭ ଛାତ୍ର ଛାତ୍ରୀ ୩୨୧୮ ସେଣ୍ଟରରେ ମାଟ୍ରିକ ପରୀକ୍ଷା ଦେବେ। ୨୨ ପୋଲିସ ଷ୍ଟେସନକୁ ମିଶାଇ ହୋଇଥିବା ୩୧୬ ନୋଡାଲ ସେଣ୍ଟରରେ ପ୍ରଶ୍ନପତ୍ର ପହଂଚି ଷ୍ଟ୍ରଙ୍ଗ ରୁମରେ ରଖାଯାଇଛି। ସେଠାରୁ ପ୍ରତି ଦିନ ସକାଳେ ପୋଲିସ ସୁରକ୍ଷା ସହ ବିଭିନ୍ନ ପରୀକ୍ଷା କେନ୍ଦ୍ରକୁ […]

ଭୁବନେଶ୍ବର : ଆସନ୍ତାକାଲି ଠାରୁ ଆରମ୍ଭ ହେଉଛି ମ୍ୟାଟ୍ରିକ ପରୀକ୍ଷା। ଏହା ମାର୍ଚ୍ଚ ୨୦ ଯାଏ ଚାଲିବ। ଏହା ମାଟ୍ରିକ ଦ୍ଵିତୀୟ ସମ୍ମେଟିଭ ପରୀକ୍ଷା। ଚଳିତ ଥର ୫ ଲକ୍ଷ ୪୧ ହଜାର ୨୪୭ ଛାତ୍ର ଛାତ୍ରୀ ୩୨୧୮ ସେଣ୍ଟରରେ ମାଟ୍ରିକ ପରୀକ୍ଷା ଦେବେ। ୨୨ ପୋଲିସ ଷ୍ଟେସନକୁ ମିଶାଇ ହୋଇଥିବା ୩୧୬ ନୋଡାଲ ସେଣ୍ଟରରେ ପ୍ରଶ୍ନପତ୍ର ପହଂଚି ଷ୍ଟ୍ରଙ୍ଗ ରୁମରେ ରଖାଯାଇଛି। ସେଠାରୁ ପ୍ରତି ଦିନ ସକାଳେ ପୋଲିସ ସୁରକ୍ଷା ସହ ବିଭିନ୍ନ ପରୀକ୍ଷା କେନ୍ଦ୍ରକୁ ପଠାଯିବ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ପୋଲିସ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଲୋକେଶ ଆହତ

ଚଳିତ ଥର କପି ରୋକିବାକୁ ବିଶେଷ ପଦକ୍ଷେପ ନିଆଯାଇଛି। ଖରା ପାଇଁ ବିଶେଷ ପଦକ୍ଷେପ ନିଆଯାଇଛି। ସକାଳ ୮ରୁ ୧୦ ଯାଏ ପରୀକ୍ଷା ହେବ। ସକାଳ ୭ ସୁଦ୍ଧା ଏଣ୍ଟ୍ରି କରିବାକୁ ହେବ। 57 ଟି କେନ୍ଦ୍ରୀୟ ସ୍କ୍ୱାର୍ଡ ଚେକିଂ ପାଇଁ ଗଠନ କରାଯାଇଛି। ସ୍କୁଲ ଗୁଡିକରେ ସିସିଟିଭି ବ୍ୟବସ୍ଥା କରାଯାଇଛି। ଯେଉଁ ସେଣ୍ଟରରେ ସମ୍ମିଟିଭ ୧ ପରୀକ୍ଷା ହୋଇଥିଲା। ସେଠାରେ ହିଁ ସମ୍ମେଟିଭ ୨ ପରୀକ୍ଷା ହେବ। ପୂର୍ବ ବର୍ଷ ଗୁଡିକରେ ଯେଉଁଠି କପି ଖବର ଆସିଥିଲା। ସେଠାରେ ସେଣ୍ଟର ପରିବର୍ତନ କରାଯାଇଛି। ସମୀର ରଞ୍ଜନ ଦାଶ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ।

ଆହୁରି ପଢ଼ନ୍ତୁ: ସାପ କାମୁଡ଼ିବା ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର