ରାଜ୍ୟରେ ଚିହ୍ନଟ ହେଲେ ଆଉ ୫ କରୋନା ଆକ୍ରାନ୍ତ, ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୩କୁ ବୃଦ୍ଧି

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ପୁଣି ଡରାଇବା ଆରମ୍ଭ କଲାଣି କରୋନା। କୋଭିଡର ନୂଆ ଭାରିଏଣ୍ଟ ‘ଜେଏନ ୧’ ସଂକ୍ରମଣ ମାମଲାରେ ଦିନକୁ ଦିନ ବଢ଼ିବାରେ ଲାଗିଛି। ୨୪ଘଣ୍ଟା ମଧ୍ୟରେ ଆଉ ୫ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୩ ରେ ପହଞ୍ଚିଛି। ତଥ୍ୟ ଅନୁଯାୟୀ, ଓଡ଼ିଶାରେ ଗୁରୁବାର ସୁଦ୍ଧା ମୋଟ ୮ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଥିଲେ। ଆଜି ଏହି ସଂଖ୍ୟା ୧୩କୁ ବୃଦ୍ଧି ପାଇଛି। ଓଡ଼ିଶାରେ ଡିସେମ୍ବର ୩ ତାରିଖରେ […]

ଭୁବନେଶ୍ବର: ରାଜ୍ୟରେ ପୁଣି ଡରାଇବା ଆରମ୍ଭ କଲାଣି କରୋନା। କୋଭିଡର ନୂଆ ଭାରିଏଣ୍ଟ ‘ଜେଏନ ୧’ ସଂକ୍ରମଣ ମାମଲାରେ ଦିନକୁ ଦିନ ବଢ଼ିବାରେ ଲାଗିଛି। ୨୪ଘଣ୍ଟା ମଧ୍ୟରେ ଆଉ ୫ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୩ ରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ: ପଛକୁ ପଛ ଆସୁଛି ଦୁଇଟି ଲଘୁଚାପ ! ଆସନ୍ତା ୯ ତାରିଖରୁ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପରିମାଣ

ତଥ୍ୟ ଅନୁଯାୟୀ, ଓଡ଼ିଶାରେ ଗୁରୁବାର ସୁଦ୍ଧା ମୋଟ ୮ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଥିଲେ। ଆଜି ଏହି ସଂଖ୍ୟା ୧୩କୁ ବୃଦ୍ଧି ପାଇଛି। ଓଡ଼ିଶାରେ ଡିସେମ୍ବର ୩ ତାରିଖରେ ପ୍ରଥମ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ୫ ଓରାଙ୍ଗଓଟାନ ଛୁଆ ଉଦ୍ଧାର ଘଟଣା: ହଜାର ହଜାର କିଲୋମିଟର ଦୂରରୁ କିପରି ଆସିଲେ ଏହି ବିରଳ ବନ୍ୟଜନ୍ତୁ?

 

ଆହୁରି ପଢ଼ନ୍ତୁ: ଓରାଙ୍ଗଉଟାନ ଚାଲାଣକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ: ଜଙ୍ଗଲ ମନ୍ତ୍ରୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର