ବଢ଼ିବଢ଼ି ଚାଲିଛି ସଂକ୍ରମଣ : ଆଜି ବି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ପାର୍‌

The Sakala Picture
Published On

ଭୁବନେଶ୍ବର : ଧୀରେ ଧୀରେ କରୋନା ବିଷ୍ଫୋରଣ ଆଡକୁ ମୁହାଁଉଛି ଓଡ଼ିଶା। ଗତକାଲି ୫୧୨ ଆଉ ଆଜି ୫୭୬ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତକାଲି ୫୭୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୦୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୯୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୧୦ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୫୨ ଜଣ ୧୮ […]

ଭୁବନେଶ୍ବର : ଧୀରେ ଧୀରେ କରୋନା ବିଷ୍ଫୋରଣ ଆଡକୁ ମୁହାଁଉଛି ଓଡ଼ିଶା। ଗତକାଲି ୫୧୨ ଆଉ ଆଜି ୫୭୬ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତକାଲି ୫୭୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୦୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୯୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୧୦ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୫୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ ଥିବା ଜଣାଯାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ, ୪୭ ହଜାର କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ହେବ

ଆଜି ରାଜ୍ୟର ୨୬ଟି ଜିଲ୍ଲାରୁ ୫୭୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୪ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ।ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୦ ଜଣ ଚିହ୍ନଟ ହୋଇଛନ୍ତି।

ରାଜ୍ୟରୁ ଚିହ୍ନଟ ହୋଇଥିବା ୫୦୯ ଜଣ କରୋନା ପଜିଟିଭଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୧୦ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୯ଜଣ, ଯାଜପୁର ଜିଲ୍ଲାରୁ ୧୦ଜଣ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୦୦ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୯ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୧୪ଜଣ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୪୯ଜଣ, ଷ୍ଟେଟ ପୁଲ୍‌ରୁ ୪୧ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ରାଜ୍ୟରୁ ଏପର୍ଯ୍ୟନ୍ତ ୧୨, ୯୪, ୫୮୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୨,୮୧, ୮୬୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ୩୫୩୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।ଏବେ ସୁଦ୍ଧା ରାଜ୍ୟରେ ୩,୨୨,୫୭,୭୭୮ସାମ୍ପୁଲ ଟେଷ୍ଟ୍ ହୋଇଛି

12 Jul 2022 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର