ଗଜପତି ଜିଲ୍ଲା ଗସ୍ତରେ 5T ଅଧ୍ୟକ୍ଷ: ନୂଆ-ଓ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀଙ୍କୁ ଦେଲେ ସଫଳତାର ଟିପ୍ସ

The Sakala Picture
Published On

ଗଜପତି: ଗଜପତି ଜିଲ୍ଲା ଗସ୍ତରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଜିଲ୍ଲା ମୁଖ୍ୟାଳୟ ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମରେ ନୂଆ-ଓ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଏଠାରେ ଛାତ୍ରଛାତ୍ରୀଙ୍କୁ ସଫଳତାର ଟିପ୍ସ ଦେଇଛନ୍ତି ୫ଟି କାର୍ତ୍ତିକ ପାଣ୍ଡିଆନ । ଛାତ୍ରଛାତ୍ରୀଙ୍କୁ ଜୀବନରେ ସଫଳ ହେବାକୁ ଦେଇଛନ୍ତି ସକସେସ୍ ଟିପ୍ସ। ପାଠପଢା ସହ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଥିବା ଅନ୍ତର୍ନିହିତ ପ୍ରତିଭାର ବିକାଶ ଉପରେ ଗୁରୁତ୍ବାରୋପ କରିଛନ୍ତି ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ପାଠପଢା […]

ଗଜପତି: ଗଜପତି ଜିଲ୍ଲା ଗସ୍ତରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଜିଲ୍ଲା ମୁଖ୍ୟାଳୟ ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମରେ ନୂଆ-ଓ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଏଠାରେ ଛାତ୍ରଛାତ୍ରୀଙ୍କୁ ସଫଳତାର ଟିପ୍ସ ଦେଇଛନ୍ତି ୫ଟି କାର୍ତ୍ତିକ ପାଣ୍ଡିଆନ । ଛାତ୍ରଛାତ୍ରୀଙ୍କୁ ଜୀବନରେ ସଫଳ ହେବାକୁ ଦେଇଛନ୍ତି ସକସେସ୍ ଟିପ୍ସ। ପାଠପଢା ସହ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଥିବା ଅନ୍ତର୍ନିହିତ ପ୍ରତିଭାର ବିକାଶ ଉପରେ ଗୁରୁତ୍ବାରୋପ କରିଛନ୍ତି ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ।

ଆହୁରି ପଢ଼ନ୍ତୁ: ଟ୍ୱିନ୍ ସିଟିରେ କଳା ଅନ୍ଧାର କରି ମାଡ଼ି ଆସିଲା କାଳବୈଶାଖୀ, କିଛି ସ୍ଥାନରେ ପବନ ସହ ଘଡ଼ଘଡ଼ି ବର୍ଷା

ପାଠପଢା ସହ ଅନ୍ତର୍ନିହିତ ପ୍ରତିଭାର ବିକାଶ ହୋଇପାରିଲେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବ୍ୟକ୍ତିତ୍ବର ବିକାଶ ହେବ। ଆଉ ଏହି ବ୍ୟକ୍ତିତ୍ବ ବୃଦ୍ଧି କରିବାକୁ ଏହି ନୂଆ ଓ କାର୍ଯ୍ୟକ୍ରମ ବୋଲି କହିଛନ୍ତି ଫାଇଭ ଟି ଅଧ୍ୟକ୍ଷ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। କୌଣସି ପ୍ରତିଯୋଗିତାରେ ଜିତିବା ଅପେକ୍ଷା ଅଂଶଗ୍ରହଣ ଅତି ଗୁରୁତ୍ବପୂର୍ଣ୍ଣ । ଏହା ଛାତ୍ରଛାତ୍ରୀଙ୍କ ମଧ୍ୟରେ ସାମଗ୍ରିକ ବ୍ୟକ୍ତିତ୍ବର ବିକାଶ କରିବାରେ ସହାୟକ ହେବ। ଏହାଦ୍ବାରା ଛାତ୍ରଛାତ୍ରୀଙ୍କ ମଧ୍ୟରେ ବ୍ୟକ୍ତିତ୍ବର ବିକାଶ ସହ ଆତ୍ମବିଶ୍ବାସ ବୃଦ୍ଧି ପାଇବ । ଛାତ୍ରଛାତ୍ରୀ ସଫଳତା ହାସଲ କରିବାକୁ ଫିଟ୍ ରହିବା ଉପରେ ଗୁରୁତ୍ବ ଦେଇଛନ୍ତି । ଏଥିଲାଗି ପ୍ରତିଦିନ ୩୦ ମିନିଟ ଶାରିରୀକ ବ୍ୟାୟାମ କରିବାକୁ ପରାମର୍ଶ ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଦୀଘା ଜଗନ୍ନାଥ ମନ୍ଦିର ନାମରୁ ‘ଧାମ’ ଶବ୍ଦ ହଟାଇବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୋହନ ମାଝୀ

ଶାରିରୀକ ବ୍ୟାୟାମ ସହ ଦୈନିକ ମାନସିକ ୧୫ ମିନିଟ ଧ୍ୟାନ କରିବାକୁ ମଧ୍ୟ କହିଛନ୍ତି ଫାଇଭ ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ଦିନରାତି ଯିଏ ଏକା କରି ଖଟିବ ସିଏ ଉପରକୁ ଯିବ । ସଫଳତାର ମୂଳ ମନ୍ତ୍ର କଠିନ ପରିଶ୍ରମ, ଏହାର କୌଣସି ବିକଳ୍ପ ନାହିଁ ବୋଲି କହିଛନ୍ତି ଫାଇଭ-ଟି ଅଧ୍ୟକ୍ଷ । ୫ ବର୍ଷ ପରିଶ୍ରମ କଲେ ୫୦ ବର୍ଷ ଖୁସିରେ ରହିବେ । ଆପଣମାନଙ୍କର ଭବିଷ୍ୟତ ଉଜ୍ଜଳ ହେଲେ ଓଡ଼ିଶାର ଭବିଷ୍ୟତ ଉଜ୍ଜଳ ହେବ ବୋଲି କହିଛନ୍ତି ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ।

ଆହୁରି ପଢ଼ନ୍ତୁ: ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ ସମୟରେ ସମସ୍ତ କାର୍ଯ୍ୟକ୍ରମ ସ୍ଥଳକୁ 'ନୋ ଡ୍ରୋନ୍ ଜୋନ୍' ଘୋଷଣା

23 Jan 2024 By The Sakala

ଗଜପତି ଜିଲ୍ଲା ଗସ୍ତରେ 5T ଅଧ୍ୟକ୍ଷ: ନୂଆ-ଓ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀଙ୍କୁ ଦେଲେ ସଫଳତାର ଟିପ୍ସ

ଗଜପତି: ଗଜପତି ଜିଲ୍ଲା ଗସ୍ତରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଜିଲ୍ଲା ମୁଖ୍ୟାଳୟ ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମରେ ନୂଆ-ଓ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଏଠାରେ ଛାତ୍ରଛାତ୍ରୀଙ୍କୁ ସଫଳତାର ଟିପ୍ସ ଦେଇଛନ୍ତି ୫ଟି କାର୍ତ୍ତିକ ପାଣ୍ଡିଆନ । ଛାତ୍ରଛାତ୍ରୀଙ୍କୁ ଜୀବନରେ ସଫଳ ହେବାକୁ ଦେଇଛନ୍ତି ସକସେସ୍ ଟିପ୍ସ। ପାଠପଢା ସହ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଥିବା ଅନ୍ତର୍ନିହିତ ପ୍ରତିଭାର ବିକାଶ ଉପରେ ଗୁରୁତ୍ବାରୋପ କରିଛନ୍ତି ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ।

ପାଠପଢା ସହ ଅନ୍ତର୍ନିହିତ ପ୍ରତିଭାର ବିକାଶ ହୋଇପାରିଲେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବ୍ୟକ୍ତିତ୍ବର ବିକାଶ ହେବ। ଆଉ ଏହି ବ୍ୟକ୍ତିତ୍ବ ବୃଦ୍ଧି କରିବାକୁ ଏହି ନୂଆ ଓ କାର୍ଯ୍ୟକ୍ରମ ବୋଲି କହିଛନ୍ତି ଫାଇଭ ଟି ଅଧ୍ୟକ୍ଷ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। କୌଣସି ପ୍ରତିଯୋଗିତାରେ ଜିତିବା ଅପେକ୍ଷା ଅଂଶଗ୍ରହଣ ଅତି ଗୁରୁତ୍ବପୂର୍ଣ୍ଣ । ଏହା ଛାତ୍ରଛାତ୍ରୀଙ୍କ ମଧ୍ୟରେ ସାମଗ୍ରିକ ବ୍ୟକ୍ତିତ୍ବର ବିକାଶ କରିବାରେ ସହାୟକ ହେବ। ଏହାଦ୍ବାରା ଛାତ୍ରଛାତ୍ରୀଙ୍କ ମଧ୍ୟରେ ବ୍ୟକ୍ତିତ୍ବର ବିକାଶ ସହ ଆତ୍ମବିଶ୍ବାସ ବୃଦ୍ଧି ପାଇବ । ଛାତ୍ରଛାତ୍ରୀ ସଫଳତା ହାସଲ କରିବାକୁ ଫିଟ୍ ରହିବା ଉପରେ ଗୁରୁତ୍ବ ଦେଇଛନ୍ତି । ଏଥିଲାଗି ପ୍ରତିଦିନ ୩୦ ମିନିଟ ଶାରିରୀକ ବ୍ୟାୟାମ କରିବାକୁ ପରାମର୍ଶ ଦେଇଛନ୍ତି ।

ଶାରିରୀକ ବ୍ୟାୟାମ ସହ ଦୈନିକ ମାନସିକ ୧୫ ମିନିଟ ଧ୍ୟାନ କରିବାକୁ ମଧ୍ୟ କହିଛନ୍ତି ଫାଇଭ ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ଦିନରାତି ଯିଏ ଏକା କରି ଖଟିବ ସିଏ ଉପରକୁ ଯିବ । ସଫଳତାର ମୂଳ ମନ୍ତ୍ର କଠିନ ପରିଶ୍ରମ, ଏହାର କୌଣସି ବିକଳ୍ପ ନାହିଁ ବୋଲି କହିଛନ୍ତି ଫାଇଭ-ଟି ଅଧ୍ୟକ୍ଷ । ୫ ବର୍ଷ ପରିଶ୍ରମ କଲେ ୫୦ ବର୍ଷ ଖୁସିରେ ରହିବେ । ଆପଣମାନଙ୍କର ଭବିଷ୍ୟତ ଉଜ୍ଜଳ ହେଲେ ଓଡ଼ିଶାର ଭବିଷ୍ୟତ ଉଜ୍ଜଳ ହେବ ବୋଲି କହିଛନ୍ତି ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର