୫ଟି ସଚିବଙ୍କ ୩ ଦିନିଆ ଯାଜପୁର ଜିଲ୍ଲା ଗସ୍ତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ହେବ ସମୀକ୍ଷା

The Sakala Picture
Published On

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫ଟି ସଚିବ ଭି.କେ ପାଣ୍ଡିଆନଙ୍କ ଆଜିଠାରୁ ୩ ଦିନିଆ ଯାଜପୁର ଜିଲ୍ଲା ଗସ୍ତ କାର୍ଯ୍ୟକ୍ରମ ରହିଛି। ୫ଟି ସଚିବ ଅଗଷ୍ଟ ୨୯, ୩୧ ଓ ସେପ୍ଟେମ୍ବର ୧ ତାରିଖରେ ଯାଜପୁର ଜିଲ୍ଲାର ସମସ୍ତ ୭ଟି ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ହେବାକୁ ଥିବା କାର୍ଯ୍ୟକ୍ରମରେ ସାମିଲ ହେବା ସହ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା ଓ ବିଭିନ୍ନ ମନ୍ଦିର ପରିଦର୍ଶନ କରିବେ। ତେବେ ୫ଟି ସଚିବ ଆଜି ଗସ୍ତର ପ୍ରଥମ […]

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫ଟି ସଚିବ ଭି.କେ ପାଣ୍ଡିଆନଙ୍କ ଆଜିଠାରୁ ୩ ଦିନିଆ ଯାଜପୁର ଜିଲ୍ଲା ଗସ୍ତ କାର୍ଯ୍ୟକ୍ରମ ରହିଛି। ୫ଟି ସଚିବ ଅଗଷ୍ଟ ୨୯, ୩୧ ଓ ସେପ୍ଟେମ୍ବର ୧ ତାରିଖରେ ଯାଜପୁର ଜିଲ୍ଲାର ସମସ୍ତ ୭ଟି ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ହେବାକୁ ଥିବା କାର୍ଯ୍ୟକ୍ରମରେ ସାମିଲ ହେବା ସହ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା ଓ ବିଭିନ୍ନ ମନ୍ଦିର ପରିଦର୍ଶନ କରିବେ। ତେବେ ୫ଟି ସଚିବ ଆଜି ଗସ୍ତର ପ୍ରଥମ ଦିନରେ ପୂର୍ବାହ୍ନ ୧୦ ଘଟିକା ସମୟରେ କୋରାଇ ନିର୍ବାଚନ ମଣ୍ଡଳୀର ଚାନ୍ଦମା ଖେଳ ପଡ଼ିଆରେ ଆୟୋଜିତ ମିଶନ ଶକ୍ତି ସଭାରେ ଯୋଗ ଦେବେ।‌ ପରେ ମଧ୍ୟାହ୍ନରେ ଯାଜପୁର ଟାଉନ୍ ଠାରେ ଆୟୋଜିତ ଅନ୍ୟ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଭୁବନେଶ୍ଵରର ପ୍ରତ୍ୟାବର୍ତ୍ତନ କରିବେ। ସେହିପରି ଅଗଷ୍ଟ ୩୧ ଓ ସେପ୍ଟେମ୍ବର ୧ ତାରିଖ ଦିନ ୫ଟି ସଚିବ ଜିଲ୍ଲାର ବିଭିନ୍ନ ନିର୍ବାଚନ ମଣ୍ଡଳୀ ମାରାଥନ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ତେବେ ୫ଟି ସଚିବଙ୍କ ୩ ଦିନିଆ ଯାଜପୁର ଜିଲ୍ଲା ଗସ୍ତ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ସମଗ୍ର ଜିଲ୍ଲାରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ଆହୁରି ପଢ଼ନ୍ତୁ: ୩୨ ଘଣ୍ଟା ପରେ ମୁମ୍ବାଇ-ପୁଣେ ଏକ୍ସପ୍ରେସୱେରେ ସ୍ୱାଭାବିକ ହେଲା ଯାତାୟାତ; ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp