ପୁରୀ ଯାଇ ଶ୍ରୀଜୀଉଙ୍କୁ ଦର୍ଶନ କଲେ 5ଟି ସଚିବ ଭି.କେ ପାଣ୍ଡିଆନ

The Sakala Picture
Published On

ପୁରୀ: ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ପୁରୀରେ 5ଟି ସଚିବ ଭି.କେ ପାଣ୍ଡିଆନ। ଆଜି ସକାଳୁ ସେ ସପତ୍ନୀକ ପୁରୀ ଆସି ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି । ସେ ପୁରୀ ପହଞ୍ଚି ଶ୍ରୀମନ୍ଦିରକୁ ଯାଇଥିବା ବେଳେ ଶ୍ରୀମନ୍ଦିର ଭିତରେ ବେଢା ପରିକ୍ରମା କରିବା ସହ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ପରେ ଦର୍ଶନ ସାରି ସେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିଥିବା ଜଣାପଡିଛି । ସାଙ୍ଗରେ ତାଙ୍କ ପତ୍ନୀ ତଥା ମିଶନ ଶକ୍ତିର ନିର୍ଦେଶୀକ ସୁଜାତା କାର୍ତ୍ତିକେୟନ […]

ପୁରୀ: ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ପୁରୀରେ 5ଟି ସଚିବ ଭି.କେ ପାଣ୍ଡିଆନ। ଆଜି ସକାଳୁ ସେ ସପତ୍ନୀକ ପୁରୀ ଆସି ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି । ସେ ପୁରୀ ପହଞ୍ଚି ଶ୍ରୀମନ୍ଦିରକୁ ଯାଇଥିବା ବେଳେ ଶ୍ରୀମନ୍ଦିର ଭିତରେ ବେଢା ପରିକ୍ରମା କରିବା ସହ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ପରେ ଦର୍ଶନ ସାରି ସେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିଥିବା ଜଣାପଡିଛି । ସାଙ୍ଗରେ ତାଙ୍କ ପତ୍ନୀ ତଥା ମିଶନ ଶକ୍ତିର ନିର୍ଦେଶୀକ ସୁଜାତା କାର୍ତ୍ତିକେୟନ ପାଣ୍ଡିଆନ ଆସିଥିଲେ।

ଆହୁରି ପଢ଼ନ୍ତୁ: ଚନ୍ଦନ ଯାତ୍ରାବେଳେ ନରେନ୍ଦ୍ର ପୁଷ୍କରିଣୀରେ ଫୁଟିବନି ବାଣ, ସିସିଟିଭି ସହ ରହିବ କଡ଼ା ସୁରକ୍ଷା ବ୍ୟବସ୍ଥା

23 Jul 2022 By The Sakala

ପୁରୀ ଯାଇ ଶ୍ରୀଜୀଉଙ୍କୁ ଦର୍ଶନ କଲେ 5ଟି ସଚିବ ଭି.କେ ପାଣ୍ଡିଆନ

ପୁରୀ: ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ପୁରୀରେ 5ଟି ସଚିବ ଭି.କେ ପାଣ୍ଡିଆନ। ଆଜି ସକାଳୁ ସେ ସପତ୍ନୀକ ପୁରୀ ଆସି ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି । ସେ ପୁରୀ ପହଞ୍ଚି ଶ୍ରୀମନ୍ଦିରକୁ ଯାଇଥିବା ବେଳେ ଶ୍ରୀମନ୍ଦିର ଭିତରେ ବେଢା ପରିକ୍ରମା କରିବା ସହ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ପରେ ଦର୍ଶନ ସାରି ସେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିଥିବା ଜଣାପଡିଛି । ସାଙ୍ଗରେ ତାଙ୍କ ପତ୍ନୀ ତଥା ମିଶନ ଶକ୍ତିର ନିର୍ଦେଶୀକ ସୁଜାତା କାର୍ତ୍ତିକେୟନ ପାଣ୍ଡିଆନ ଆସିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର