ଭୁବନେଶ୍ୱରର ବିଭିନ୍ନ ନିର୍ମାଣାଧୀନ ପ୍ରକଳ୍ପ କାମର ସମୀକ୍ଷା କଲେ 5T ସଚିବ

The Sakala Picture
Published On

ଭୁବନେଶ୍ୱର: ଆଜି ଭୁବନେଶ୍ୱରର ବିଭିନ୍ନ ନିର୍ମାଣାଧୀନ ପ୍ରକଳ୍ପ କାମର ସମୀକ୍ଷା କରିଛନ୍ତି 5T ସଚିବ ଭି.କେ ପାଣ୍ଡିଆନ । ଇନଫୋସିଟି ଅଞ୍ଚଳରେ ଚାଲିଥିବା ଇଡକୋ କନଷ୍ଟ୍ରକ୍ସନ ସାଇଟରେ 5T ସଚିବ କାମ ତଦାରଖ କରିଛନ୍ତି । ପୂର୍ବରୁ ବରମୁଣ୍ଡାରେ ଆଇଏସବିଟି ପ୍ରକଳ୍ପ କାମର ମଧ୍ୟ ସମୀକ୍ଷା କରିଛନ୍ତି । ପାଣ୍ଡିଆନଙ୍କ ସହ ବିଏମସି କମିଶନର ସଞ୍ଜୟ ସିଂହ, ପୂର୍ତ୍ତ ସଚିବ କ୍ରିଷନ କୁମାର ଓ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭିନିଲ କ୍ରୀଷ୍ଣା ଉପସ୍ଥିତ ଥିଲେ। କେୟାର ହସ୍ପିଟାଲ […]

ଭୁବନେଶ୍ୱର: ଆଜି ଭୁବନେଶ୍ୱରର ବିଭିନ୍ନ ନିର୍ମାଣାଧୀନ ପ୍ରକଳ୍ପ କାମର ସମୀକ୍ଷା କରିଛନ୍ତି 5T ସଚିବ ଭି.କେ ପାଣ୍ଡିଆନ । ଇନଫୋସିଟି ଅଞ୍ଚଳରେ ଚାଲିଥିବା ଇଡକୋ କନଷ୍ଟ୍ରକ୍ସନ ସାଇଟରେ 5T ସଚିବ କାମ ତଦାରଖ କରିଛନ୍ତି । ପୂର୍ବରୁ ବରମୁଣ୍ଡାରେ ଆଇଏସବିଟି ପ୍ରକଳ୍ପ କାମର ମଧ୍ୟ ସମୀକ୍ଷା କରିଛନ୍ତି ।

ଆହୁରି ପଢ଼ନ୍ତୁ: ଉଚ୍ଚଶିକ୍ଷା ପାଇଁ ଏଚ୍ଆଇଭି ପ୍ରଭାବିତ ଛାତ୍ରଛାତ୍ରୀଙ୍କୁ ମିଳିବ ଆର୍ଥିକ ସହାୟତା: ଓସାକ୍ସ ଓ ଉଚ୍ଚଶିକ୍ଷା ବିଭାଗର ବଡ଼ ପଦକ୍ଷେପ

ପାଣ୍ଡିଆନଙ୍କ ସହ ବିଏମସି କମିଶନର ସଞ୍ଜୟ ସିଂହ, ପୂର୍ତ୍ତ ସଚିବ କ୍ରିଷନ କୁମାର ଓ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭିନିଲ କ୍ରୀଷ୍ଣା ଉପସ୍ଥିତ ଥିଲେ। କେୟାର ହସ୍ପିଟାଲ ନିକଟରେ ବସ୍ତି ଅଞ୍ଚଳ ପାଇଁ ହେଉଥିବା ହାଉସିଂ ପ୍ରୋଜେକ୍ଟ କାମର ମଧ୍ୟ ସମୀକ୍ଷା କରିଛନ୍ତି ଭି.କେ ପାଣ୍ଡିଆନ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହର କରୁଣ ପରିଣତି: ଜନ୍ମକଲା ପୁଅକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କଲା ବାପା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର