୫-ଟି ସଚିବଙ୍କ ବଲାଙ୍ଗୀର ଗସ୍ତର ଦ୍ବିତୀୟ ଦିନ: ବିଭିନ୍ନ ଉନ୍ନୟନମୂଳକ କାମର ଅନୁଧ୍ୟାନ ସହ ଅଗ୍ରଗତି ନେଇ ଚାଲିଛି ସମୀକ୍ଷା

The Sakala Picture
Published On

ବଲାଙ୍ଗୀର: ତୃଣମୂଳସ୍ତରରେ ବିକାଶର ନନଷ୍ଟପ୍ ସମୀକ୍ଷା । ବଲାଙ୍ଗୀର ଗସ୍ତର ଦ୍ବିତୀୟ ଦିନରେ ଉନ୍ନୟନମୂଳକ କାର୍ଯ୍ୟର ଅନୁଧ୍ୟାନ କରୁଛନ୍ତି ୫ଟି ସଚିବ ଭି.କେ ପାଣ୍ଡିଆନ୍ । ବଲାଙ୍ଗୀର ସମଲେଇ ମନ୍ଦିରରେ ପୂଜାର୍ଚ୍ଚନା କରିବା ସହ ରୂପାନ୍ତରଣ ନେଇ ସେବାୟତଙ୍କ ସହ ଆଲୋଚନା କରିଛନ୍ତି । ଖୁବଶୀଘ୍ର ଭବ୍ୟ ମନ୍ଦିର ନିର୍ମାଣ କରାଯିବ । ଜିଲ୍ଲା ମନ୍ଦିରର ପ୍ଲାନ କରି ପଠାଇବେ ବୋଲି କହିଛନ୍ତି ୫ଟି ସଚିବ । ମନ୍ଦିରର ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଲୋକଙ୍କୁ […]

ବଲାଙ୍ଗୀର: ତୃଣମୂଳସ୍ତରରେ ବିକାଶର ନନଷ୍ଟପ୍ ସମୀକ୍ଷା । ବଲାଙ୍ଗୀର ଗସ୍ତର ଦ୍ବିତୀୟ ଦିନରେ ଉନ୍ନୟନମୂଳକ କାର୍ଯ୍ୟର ଅନୁଧ୍ୟାନ କରୁଛନ୍ତି ୫ଟି ସଚିବ ଭି.କେ ପାଣ୍ଡିଆନ୍ । ବଲାଙ୍ଗୀର ସମଲେଇ ମନ୍ଦିରରେ ପୂଜାର୍ଚ୍ଚନା କରିବା ସହ ରୂପାନ୍ତରଣ ନେଇ ସେବାୟତଙ୍କ ସହ ଆଲୋଚନା କରିଛନ୍ତି । ଖୁବଶୀଘ୍ର ଭବ୍ୟ ମନ୍ଦିର ନିର୍ମାଣ କରାଯିବ ।

ଆହୁରି ପଢ଼ନ୍ତୁ: ଗାଧୋଇବାବେଳେ ପୋଖରୀରେ ବୁଡି ଜେଜେ ଓ ନାତି ମୃତ

ଜିଲ୍ଲା ମନ୍ଦିରର ପ୍ଲାନ କରି ପଠାଇବେ ବୋଲି କହିଛନ୍ତି ୫ଟି ସଚିବ । ମନ୍ଦିରର ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଲୋକଙ୍କୁ ଭେଟିବା ସହ ଅଭିଯୋଗ ପତ୍ର ଗ୍ରହଣ କରୁଛନ୍ତି । ସିଏମ୍ଓ ଲୋକଙ୍କ ପାଖରେ ପହଞ୍ଚିଥିବାରୁ ୫ଚି ସଚିବଙ୍କୁ ନିଜର ଦାବି ପତ୍ର ପ୍ରଦାନ କରୁଛନ୍ତି ଲୋକେ ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ଆତଙ୍କ: ଘରେ ପଶି ଯୁବତୀ ଓ ତାଙ୍କ ବାପା-ମା'ଙ୍କୁ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ

ସହରରେ ଥିବା ମନ୍ଦିର, ମସଜିଦ, ଚର୍ଚ୍ଚ ଓ କମ୍ୟୁନିଟି ସେଣ୍ଟରର ବିକାଶ ନେଇ ହୋଇଥିବା ଆବେଦନକୁ ଶୀଘ୍ର ପୂରଣ କରାଯିବ । ଏନେଇ ମୁଖ୍ୟମନ୍ତ୍ରୀ ସପ୍ତାହକ ଭିତରେ ଖୁସି ଖବର ଦେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ୫ଟି ସଚିବ । ଏହାସହ ଅନ୍ୟ ସବୁ ସମସ୍ୟାର ତର୍ଜମା କରାଯାଇ ମାସକ ଭିତରେ ସମାଧାନ କରାଯିବ ବୋଲି କହିଛନ୍ତି ୫ଟି ସଚିବ ।

ଆହୁରି ପଢ଼ନ୍ତୁ: ରେଳଧାରଣାରୁ ପୋଲିସ ASIଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର