ଶ୍ରୀକ୍ଷେତ୍ରରେ 5T ସଚିବ, ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଶ୍ରୀମନ୍ଦିର ରୋଷଘର ମରାମତିର କଲେ ସମୀକ୍ଷା

The Sakala Picture
Published On

ପୁରୀ: ପୁରୀରେ 5T ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ । ଆଜି ସକାଳୁ ପୁରୀରେ ପହଞ୍ଚିବା ପରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ପାଣ୍ଡିଆନ । ଶ୍ରୀମନ୍ଦିର ରୋଷ ଘର ମରାମତି କାର୍ଯ୍ୟର ସମୀକ୍ଷା କରିଛନ୍ତି 5T ସଚିବ । ଶ୍ରୀମନ୍ଦିରର ବିକାଶ ପାଇଁ ସେବାୟତଙ୍କ ସହ ଆଲୋଚନା କରିଥିଲେ 5T ସଚିବ । ଏହି ଅବସରରେ ମିଶନ ଶକ୍ତି କମିଶନର ସୁଜାତା ଆର କାର୍ତ୍ତିକେୟନ ମଧ୍ୟ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ଦୀର୍ଘଦିନରୁ ପ୍ରତି ଶନିବାର […]

ପୁରୀ: ପୁରୀରେ 5T ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ । ଆଜି ସକାଳୁ ପୁରୀରେ ପହଞ୍ଚିବା ପରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ପାଣ୍ଡିଆନ । ଶ୍ରୀମନ୍ଦିର ରୋଷ ଘର ମରାମତି କାର୍ଯ୍ୟର ସମୀକ୍ଷା କରିଛନ୍ତି 5T ସଚିବ ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଏଫ୍‌ସିଆଇ ଚାଉଳ ନ ଉଠାଇବା ପ୍ରସଙ୍ଗ: ସରକାରଙ୍କ ଅପାରଗତା ପାଇଁ ଯୋଗାଣ ବ୍ୟବସ୍ଥା ଫେଲ୍‌ ମାରିଛି କହିଲା ବିଜେଡି

ଶ୍ରୀମନ୍ଦିରର ବିକାଶ ପାଇଁ ସେବାୟତଙ୍କ ସହ ଆଲୋଚନା କରିଥିଲେ 5T ସଚିବ । ଏହି ଅବସରରେ ମିଶନ ଶକ୍ତି କମିଶନର ସୁଜାତା ଆର କାର୍ତ୍ତିକେୟନ ମଧ୍ୟ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ଦୀର୍ଘଦିନରୁ ପ୍ରତି ଶନିବାର ପୁରୀ ଗସ୍ତ କରି ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି ଭି କେ ପାଣ୍ଡିଆନ ।

ଆହୁରି ପଢ଼ନ୍ତୁ: ମା' ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବା ପାଇଁ ବାହାରିଲା ଲଗ୍ନ, ସେପ୍ଟମ୍ବର ୧୫ରେ ନୂଆଁଖାଇ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର