ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ୫ଟି ସଚିବ ଭି.କେ ପାଣ୍ଡିଆନ୍, ଶିଳ୍ପ ଓ ଶିଳ୍ପାଞ୍ଚଳର ବିକାଶ ନେଇ ସମୀକ୍ଷା ବୈଠକ

The Sakala Picture
Published On

ଖୋର୍ଦ୍ଧା: ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ୫ଟି ସଚିବ ଭି.କେ ପାଣ୍ଡିଆନ୍ । ଶିଳ୍ପ ଓ ଶିଳ୍ପାଞ୍ଚଳର ବିକାଶ ନେଇ ସମୀକ୍ଷା ବୈଠକ ହୋଇଛି। ବୈଠକରେ ଇଡକୋ ପରିଚାଳନା ନିର୍ଦ୍ଦେଶକ ଭୁପେନ୍ଦ୍ର ସିଂ ପୁନିଆଙ୍କ ସମେତ ଖୋର୍ଦ୍ଧା ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀ, ଖୋର୍ଦ୍ଧା ଏସପି ସିଦ୍ଧାର୍ଥ କାଟ୍ଟାରିଆଙ୍କ ସମେତ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ ମାନେ ସାମିଲ ହୋଇଛନ୍ତି। ଖୋର୍ଦ୍ଧା ଶିଳ୍ପାଞ୍ଚଳର ଉଦ୍ୟୋଗୀ ଏବଂ ବିଭିନ୍ନ କମ୍ପାନୀର ପ୍ରତିନିଧିଙ୍କ ସହ ଆଲୋଚନା କରୁଛନ୍ତି ୫ଟି ସଚିବ । ପ୍ରଥମେ […]

ଖୋର୍ଦ୍ଧା: ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ୫ଟି ସଚିବ ଭି.କେ ପାଣ୍ଡିଆନ୍ । ଶିଳ୍ପ ଓ ଶିଳ୍ପାଞ୍ଚଳର ବିକାଶ ନେଇ ସମୀକ୍ଷା ବୈଠକ ହୋଇଛି। ବୈଠକରେ ଇଡକୋ ପରିଚାଳନା ନିର୍ଦ୍ଦେଶକ ଭୁପେନ୍ଦ୍ର ସିଂ ପୁନିଆଙ୍କ ସମେତ ଖୋର୍ଦ୍ଧା ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀ, ଖୋର୍ଦ୍ଧା ଏସପି ସିଦ୍ଧାର୍ଥ କାଟ୍ଟାରିଆଙ୍କ ସମେତ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ ମାନେ ସାମିଲ ହୋଇଛନ୍ତି। ଖୋର୍ଦ୍ଧା ଶିଳ୍ପାଞ୍ଚଳର ଉଦ୍ୟୋଗୀ ଏବଂ ବିଭିନ୍ନ କମ୍ପାନୀର ପ୍ରତିନିଧିଙ୍କ ସହ ଆଲୋଚନା କରୁଛନ୍ତି ୫ଟି ସଚିବ । ପ୍ରଥମେ ଏସଏମଏସ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ଼ରେ ପହଞ୍ଚି କମ୍ପାନୀ ପରିଦର୍ଶନ ସହ ଅଧିକାରୀ ମାନଙ୍କ ସହ ଆଲୋଚନା କରୁଛନ୍ତି ।

ଆହୁରି ପଢ଼ନ୍ତୁ: ଦିଲ୍ଲୀ କୋଠା ଭୁଶୁଡ଼ିବା ଘଟଣା ପରେ ତତ୍ପର ରାଜ୍ୟ ସରକାର: ୧୫ ଦିନ ଭିତରେ ଅସୁରକ୍ଷିତ କୋଠା ଚିହ୍ନଟ ପାଇଁ ନିର୍ଦ୍ଦେଶ

ଇଣ୍ଡନିସନ ଫୁଡ ପ୍ରାଇଭେଟ ଲିମିଟେଡ଼, ହିନ୍ଦୁସ୍ଥାନ କୋକାକୋଲା, ସେଞ୍ଚୁରି ଫାଇଭର ପ୍ଳେଟସ୍ ପ୍ରାଇଭେଟ ଲିମିଟେଡ଼ ର ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରୁଛନ୍ତି। ବିଶେଷ କରି ଶିଳ୍ପାଞ୍ଚଳର ବିକାଶ, ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି, ଉତ୍ପାଦନ କ୍ଷମତା ବୃଦ୍ଧି କରିବା, ଅଧିକ ପୁଞ୍ଜି ନିବେଶ କରିବା, କ୍ବାଲିଟି ପ୍ରଡକ୍ଟ ଉତ୍ପାଦନ ଉପରେ ଗୁରୁତ୍ୱ ଦେଇଛନ୍ତି ୫ଟି ସଚିବ।

ଆହୁରି ପଢ଼ନ୍ତୁ: ଦୁଗ୍ଧ ଚାଷୀଙ୍କୁ ଲିଟର ପିଛା ୨ ଟଙ୍କା ଅଧିକ ଦେବାକୁ ଓମ୍‌ଫେଡ୍ ପକ୍ଷରୁ ନିଷ୍ପତ୍ତି, ସେପ୍ଟେମ୍ବର ୧୧ରୁ ଲାଗୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର