ଭୁବନେଶ୍ୱର OUTR ବୁଲି ଦେଖିବା ସହ ବିକାଶମୂଳକ କାମର ତଦାରଖ କଲେ 5T ସଚିବ ଭି.କେ ପାଣ୍ଡିଆନ୍‌

The Sakala Picture
Published On

ଭୁବନେଶ୍ୱର: ଭୁବନେଶ୍ବର ଘାଟିକିଆସ୍ଥିତ କଲେଜ ଅଫ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି ବା ସିଇଟିର ନାମ ପରିବର୍ତ୍ତନ ହୋଇଛି । କ୍ୟାବିନେଟ୍ ଅନୁମୋଦନ କ୍ରମେ ଏହାର ନାମ ଓଡ଼ିଶା ୟୁନିଭରସିଟି ଅଫ୍ ଟେକ୍ନୋଲୋଜି ଆଣ୍ଡ ରିସର୍ଚ୍ଚ ବା OUTR କରାଯାଇଛି ।ଏହି ନୂଆ ବିଶ୍ବବିଦ୍ୟାଳୟର 5T ସଚିବ ଭି.କେ ପାଣ୍ଡିଆନ୍‌ । ଶନିବାର 5T ସଚିବ ଓଡ଼ିଶା ୟୁନିଭରସିଟି ଅଫ ଟେକ୍ନୋଲୋଜି ଆଣ୍ଡ ରିସର୍ଚ(OUTR) କ୍ୟାମ୍ପସ ବୁଲି ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରିବା ସହ ସମୀକ୍ଷା ବୈଠକ କରିଛନ୍ତି। ଏଠାରେ […]

ଭୁବନେଶ୍ୱର: ଭୁବନେଶ୍ବର ଘାଟିକିଆସ୍ଥିତ କଲେଜ ଅଫ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି ବା ସିଇଟିର ନାମ ପରିବର୍ତ୍ତନ ହୋଇଛି । କ୍ୟାବିନେଟ୍ ଅନୁମୋଦନ କ୍ରମେ ଏହାର ନାମ ଓଡ଼ିଶା ୟୁନିଭରସିଟି ଅଫ୍ ଟେକ୍ନୋଲୋଜି ଆଣ୍ଡ ରିସର୍ଚ୍ଚ ବା OUTR କରାଯାଇଛି ।ଏହି ନୂଆ ବିଶ୍ବବିଦ୍ୟାଳୟର 5T ସଚିବ ଭି.କେ ପାଣ୍ଡିଆନ୍‌ । ଶନିବାର 5T ସଚିବ ଓଡ଼ିଶା ୟୁନିଭରସିଟି ଅଫ ଟେକ୍ନୋଲୋଜି ଆଣ୍ଡ ରିସର୍ଚ(OUTR) କ୍ୟାମ୍ପସ ବୁଲି ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରିବା ସହ ସମୀକ୍ଷା ବୈଠକ କରିଛନ୍ତି। ଏଠାରେ ଚାଲିଥିବା ବିଭିନ୍ନ ପ୍ରକାର ବିକାଶମୂଳକ କାମର ତଦାରଖ କରିଛନ୍ତି 5T ସଚିବ । ଆବଶ୍ୟକୀୟ ଭିତ୍ତିଭୂମିର ସମୀକ୍ଷା କରିଛନ୍ତି 5T ସଚିବ । 5T ସଚିବଙ୍କ ସହ ବିଭାଗୀୟ ସଚିବ ହେମନ୍ତ ଶର୍ମା ମଧ୍ୟ ଉପସ୍ଥିତ ଅଛନ୍ତି ।

ଆହୁରି ପଢ଼ନ୍ତୁ: କୂଅ ସଫାବେଳେ ଶ୍ୱାସରୁଦ୍ଧ ହୋଇ ଜଣେ ମୃତ, ୨ ଗୁରୁତର

ଏଠାରେ ୫ ହଜାରରୁ ଅଧିକ ଛାତ୍ରଛାତ୍ରୀ ପାଠ ପଢ଼ୁଥିବା ବେଳେ ୨୬ଟି ପିଜି ଓ ୧୧ଟି ବି-ଟେକ୍‌ ବିଭାଗ ରହିଛି । ୩ରୁ ୫ ବର୍ଷ ମଧ୍ୟରେ ଏହାର ନିର୍ମାଣ କାମ ଶେଷ କରାଯିବାର ଯୋଜନା ରହିଛି। ଏଥିପାଇଁ ଯେତେ ଟଙ୍କା ଆବଶ୍ୟକ ସେଥିପାଇଁ ସ୍ଵତନ୍ତ୍ର ବଜେଟ ବ୍ୟବସ୍ଥା କରାଯିବ। ଶହେ ଏକର ଜମିରେ ଠିଆ ହୋଇଥିବା ଓୟୁଟିଆରକୁ ଦେଶର ନମ୍ବର ୱାନ ଏକକ ବିଶ୍ବବଦ୍ୟାଳୟ ପରିଣତ କରାଯିବାର ଯୋଜନା ରହିଛି।

ଆହୁରି ପଢ଼ନ୍ତୁ: ରାସ୍ତା କଡ଼ରେ ଠିଆ ହୋଇଥିବା ବେଳେ ଧକ୍କା ଦେଲା କଣ୍ଟେନର, ଚାଲିଗଲା ୨ ଜଣଙ୍କ ଜୀବନ

16 Apr 2022 By The Sakala

ଭୁବନେଶ୍ୱର OUTR ବୁଲି ଦେଖିବା ସହ ବିକାଶମୂଳକ କାମର ତଦାରଖ କଲେ 5T ସଚିବ ଭି.କେ ପାଣ୍ଡିଆନ୍‌

ଭୁବନେଶ୍ୱର: ଭୁବନେଶ୍ବର ଘାଟିକିଆସ୍ଥିତ କଲେଜ ଅଫ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି ବା ସିଇଟିର ନାମ ପରିବର୍ତ୍ତନ ହୋଇଛି । କ୍ୟାବିନେଟ୍ ଅନୁମୋଦନ କ୍ରମେ ଏହାର ନାମ ଓଡ଼ିଶା ୟୁନିଭରସିଟି ଅଫ୍ ଟେକ୍ନୋଲୋଜି ଆଣ୍ଡ ରିସର୍ଚ୍ଚ ବା OUTR କରାଯାଇଛି ।ଏହି ନୂଆ ବିଶ୍ବବିଦ୍ୟାଳୟର 5T ସଚିବ ଭି.କେ ପାଣ୍ଡିଆନ୍‌ । ଶନିବାର 5T ସଚିବ ଓଡ଼ିଶା ୟୁନିଭରସିଟି ଅଫ ଟେକ୍ନୋଲୋଜି ଆଣ୍ଡ ରିସର୍ଚ(OUTR) କ୍ୟାମ୍ପସ ବୁଲି ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରିବା ସହ ସମୀକ୍ଷା ବୈଠକ କରିଛନ୍ତି। ଏଠାରେ ଚାଲିଥିବା ବିଭିନ୍ନ ପ୍ରକାର ବିକାଶମୂଳକ କାମର ତଦାରଖ କରିଛନ୍ତି 5T ସଚିବ । ଆବଶ୍ୟକୀୟ ଭିତ୍ତିଭୂମିର ସମୀକ୍ଷା କରିଛନ୍ତି 5T ସଚିବ । 5T ସଚିବଙ୍କ ସହ ବିଭାଗୀୟ ସଚିବ ହେମନ୍ତ ଶର୍ମା ମଧ୍ୟ ଉପସ୍ଥିତ ଅଛନ୍ତି ।

ଏଠାରେ ୫ ହଜାରରୁ ଅଧିକ ଛାତ୍ରଛାତ୍ରୀ ପାଠ ପଢ଼ୁଥିବା ବେଳେ ୨୬ଟି ପିଜି ଓ ୧୧ଟି ବି-ଟେକ୍‌ ବିଭାଗ ରହିଛି । ୩ରୁ ୫ ବର୍ଷ ମଧ୍ୟରେ ଏହାର ନିର୍ମାଣ କାମ ଶେଷ କରାଯିବାର ଯୋଜନା ରହିଛି। ଏଥିପାଇଁ ଯେତେ ଟଙ୍କା ଆବଶ୍ୟକ ସେଥିପାଇଁ ସ୍ଵତନ୍ତ୍ର ବଜେଟ ବ୍ୟବସ୍ଥା କରାଯିବ। ଶହେ ଏକର ଜମିରେ ଠିଆ ହୋଇଥିବା ଓୟୁଟିଆରକୁ ଦେଶର ନମ୍ବର ୱାନ ଏକକ ବିଶ୍ବବଦ୍ୟାଳୟ ପରିଣତ କରାଯିବାର ଯୋଜନା ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର