ସୁନ୍ଦରଗଡ଼ ସରକାରୀ ଏସଏସଡି ବାଳିକା ଉଚ୍ଚ ବିଦ୍ୟାଳୟର ବିଭିନ୍ନ ଆନୁଷଙ୍ଗିକ ବ୍ୟବସ୍ଥାର ତଦାରଖ କଲେ 5T ସଚିବ ଭି.କେ ପାଣ୍ଡିଆନ୍

The Sakala Picture
Published On

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ 5T ସଚିବ ଭି.କେ ପାଣ୍ଡିଆନ୍ । ଆଜି ସୁନ୍ଦରଗଡ଼ ଜିଲ୍ଲା ଗୁରୁଣ୍ଡିଆ ବ୍ଳକ ଅନ୍ତର୍ଗତ ସରକାରୀ ଏସଏସଡି ବାଳିକା ଉଚ୍ଚ ବିଦ୍ୟାଳୟ ଗସ୍ତ କରିଛନ୍ତି 5T ସଚିବ । ସ୍କୁଲରେ ପହଞ୍ଚିବା ପରେ ଛାତ୍ରୀଙ୍କ ସହ ଆଲୋଚନା କରିଛନ୍ତି 5T ସଚିବ । ଏହାସହ ସ୍କୁଲର ଆନୁଷଙ୍ଗିକ ବ୍ୟବସ୍ଥାର ମଧ୍ୟ ତଦାରଖ କରିଛନ୍ତି ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ପୋଲିସ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଲୋକେଶ ଆହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର