ଏସସିବିରେ ସମୀକ୍ଷା କରୁଛନ୍ତି 5T ସଚିବ, ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ପ୍ରକଳ୍ପ କାମ ଶେଷ କରିବାକୁ ଗୁରୁତ୍ବ

The Sakala Picture
Published On

ଭୁବନେଶ୍ବର: କଟକରେ ୫ଟି ସଚିବ ଭିକେ ପାଣ୍ତିଆନ । SCB ମେଡିକାଲ ସଂପ୍ରସାରଣ ପ୍ରକଳ୍ପର ଅନୁଧ୍ୟାନ କରିଛନ୍ତି। ଏଥିସହ  କାମର ମାନ ଯେପରି ଠିକ ହେବ, ସେନେଇ ପ୍ରତି ପର୍ଯ୍ୟାୟରେ କାମର ଯାଞ୍ଚ କରାଯିବ ବୋଲି କହିଛନ୍ତି ୫ଟି ସଚିବ ଭିକେ ପାଣ୍ଡିଆନ । ଏହି  ସମୟରେ ଜିଲ୍ଲାପାଳ ଓ ଅନ୍ୟଅଧିକାରୀମାନେ ଉପସ୍ଥିତ ଥିଲେ। SCB କୁ ବିଶ୍ବସ୍ତରୀୟ କରିବା ଲକ୍ଷ୍ୟରେ ଚାଲିଛି ବିକାଶ କାମ । ବଡ଼ ମେଡିକାଲକୁ ଶିକ୍ଷା , ଚକିତ୍ସା ସେବା ଓ […]

ଭୁବନେଶ୍ବର: କଟକରେ ୫ଟି ସଚିବ ଭିକେ ପାଣ୍ତିଆନ । SCB ମେଡିକାଲ ସଂପ୍ରସାରଣ ପ୍ରକଳ୍ପର ଅନୁଧ୍ୟାନ କରିଛନ୍ତି। ଏଥିସହ  କାମର ମାନ ଯେପରି ଠିକ ହେବ, ସେନେଇ ପ୍ରତି ପର୍ଯ୍ୟାୟରେ କାମର ଯାଞ୍ଚ କରାଯିବ ବୋଲି କହିଛନ୍ତି ୫ଟି ସଚିବ ଭିକେ ପାଣ୍ଡିଆନ । ଏହି  ସମୟରେ ଜିଲ୍ଲାପାଳ ଓ ଅନ୍ୟଅଧିକାରୀମାନେ ଉପସ୍ଥିତ ଥିଲେ। SCB କୁ ବିଶ୍ବସ୍ତରୀୟ କରିବା ଲକ୍ଷ୍ୟରେ ଚାଲିଛି ବିକାଶ କାମ । ବଡ଼ ମେଡିକାଲକୁ ଶିକ୍ଷା , ଚକିତ୍ସା ସେବା ଓ ଗବେଷଣା କ୍ଷେତ୍ରରେ ଏକ ବିଶ୍ବସ୍ତରୀୟ ଅନୁଷ୍ଠାନ ଭାବରେ ବିକଶିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୂରଦର୍ଶୀ ଯୋଜନା ବାସ୍ତବରୂପ ନେବାକୁ ଯାଉଛି । ୧୭୫ ଏକର ଜମିରେ ୩ ହଜାର ୫ଶହ କୋଟି ଟଙ୍କାରେ ଏହି ମର୍ଯ୍ୟାଦାଜନକ ଶ୍ରୀରାମଚନ୍ଦ୍ର ମେଡିକାଲ କଲେଜର ୫ଟି ଉପକ୍ରମରେ ରୂପାନ୍ତରଣ କରି ଏମ୍ସ ପ୍ଲସ୍ ସୁବିଧା ରୋଗୀଙ୍କୁ ଯୋଗାଇ ଦେବାପାଇଁ ରାଜ୍ୟ ସରକାର କାମ କରୁଛନ୍ତି। ୩୧ଡିସେମ୍ବର ୨୦୨୩ ସୁଦ୍ଧା ଏସସିବି ସମ୍ପ୍ରସାରଣ କାର୍ଯ୍ୟ ସରିବାକୁ ସମୟ ସୀମା ଧାର୍ଯ୍ୟ କରାଯାଇଛି।

ଆହୁରି ପଢ଼ନ୍ତୁ: ଏଣିକି ଯୋଜନା ବୋର୍ଡ ବଦଳରେ ହେବ SITI ଓଡ଼ିଶା, ସରକାରଙ୍କ ଥିଙ୍କ ଟ୍ୟାଙ୍କ ଭାବରେ କାର୍ଯ୍ୟ କରିବ

03 Jul 2023 By The Sakala

ଏସସିବିରେ ସମୀକ୍ଷା କରୁଛନ୍ତି 5T ସଚିବ, ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ପ୍ରକଳ୍ପ କାମ ଶେଷ କରିବାକୁ ଗୁରୁତ୍ବ

ଭୁବନେଶ୍ବର: କଟକରେ ୫ଟି ସଚିବ ଭିକେ ପାଣ୍ତିଆନ । SCB ମେଡିକାଲ ସଂପ୍ରସାରଣ ପ୍ରକଳ୍ପର ଅନୁଧ୍ୟାନ କରିଛନ୍ତି। ଏଥିସହ  କାମର ମାନ ଯେପରି ଠିକ ହେବ, ସେନେଇ ପ୍ରତି ପର୍ଯ୍ୟାୟରେ କାମର ଯାଞ୍ଚ କରାଯିବ ବୋଲି କହିଛନ୍ତି ୫ଟି ସଚିବ ଭିକେ ପାଣ୍ଡିଆନ । ଏହି  ସମୟରେ ଜିଲ୍ଲାପାଳ ଓ ଅନ୍ୟଅଧିକାରୀମାନେ ଉପସ୍ଥିତ ଥିଲେ। SCB କୁ ବିଶ୍ବସ୍ତରୀୟ କରିବା ଲକ୍ଷ୍ୟରେ ଚାଲିଛି ବିକାଶ କାମ । ବଡ଼ ମେଡିକାଲକୁ ଶିକ୍ଷା , ଚକିତ୍ସା ସେବା ଓ ଗବେଷଣା କ୍ଷେତ୍ରରେ ଏକ ବିଶ୍ବସ୍ତରୀୟ ଅନୁଷ୍ଠାନ ଭାବରେ ବିକଶିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୂରଦର୍ଶୀ ଯୋଜନା ବାସ୍ତବରୂପ ନେବାକୁ ଯାଉଛି । ୧୭୫ ଏକର ଜମିରେ ୩ ହଜାର ୫ଶହ କୋଟି ଟଙ୍କାରେ ଏହି ମର୍ଯ୍ୟାଦାଜନକ ଶ୍ରୀରାମଚନ୍ଦ୍ର ମେଡିକାଲ କଲେଜର ୫ଟି ଉପକ୍ରମରେ ରୂପାନ୍ତରଣ କରି ଏମ୍ସ ପ୍ଲସ୍ ସୁବିଧା ରୋଗୀଙ୍କୁ ଯୋଗାଇ ଦେବାପାଇଁ ରାଜ୍ୟ ସରକାର କାମ କରୁଛନ୍ତି। ୩୧ଡିସେମ୍ବର ୨୦୨୩ ସୁଦ୍ଧା ଏସସିବି ସମ୍ପ୍ରସାରଣ କାର୍ଯ୍ୟ ସରିବାକୁ ସମୟ ସୀମା ଧାର୍ଯ୍ୟ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର