ଦୁଇ ଦିନିଆ ବଲାଙ୍ଗୀର ଜିଲ୍ଲା ଗସ୍ତରେ 5T ସଚିବ, ଗ୍ରାଉଣ୍ଡ ଜିରୋରେ ବିକାଶ କାର୍ଯ୍ୟର କରୁଛନ୍ତି ସମୀକ୍ଷା

The Sakala Picture
Published On

ବଲାଙ୍ଗୀର: ଦୁଇ ଦିନିଆ ବଲାଙ୍ଗୀର ଜିଲ୍ଲା ଗସ୍ତରେ 5T ସଚିବ ଭିକେ ପାଣ୍ଡିଆନ । ତୁଷୁରାରେ ଥିବା ମାଆ ସମଲେଶ୍ବରୀଙ୍କ ମନ୍ଦିରକୁ ଯାଇ ଦର୍ଶନ ସହିତ ମନ୍ଦିରର ବିକ‍ଶମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି 5T ସଚିବ । ଖୁବଶୀଘ୍ର ବଦଳିବ ତୁଷୁରାର ମାଆ ସମଲେଶ୍ବରୀଙ୍କ ମନ୍ଦିରର ରୂପରେଖ । ମାଆଙ୍କ ଦର୍ଶନ ସହ ସେବାୟତଙ୍କ ସହ ଆଲୋଚନା କରିଛନ୍ତି । ତୁଷୁରା ମେଡିକାଲର ମଧ୍ୟ ଖୁବଶୀଘ୍ର ବିକାଶ କାର୍ଯ୍ୟ ଆରମ୍ଭ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ […]

ବଲାଙ୍ଗୀର: ଦୁଇ ଦିନିଆ ବଲାଙ୍ଗୀର ଜିଲ୍ଲା ଗସ୍ତରେ 5T ସଚିବ ଭିକେ ପାଣ୍ଡିଆନ । ତୁଷୁରାରେ ଥିବା ମାଆ ସମଲେଶ୍ବରୀଙ୍କ ମନ୍ଦିରକୁ ଯାଇ ଦର୍ଶନ ସହିତ ମନ୍ଦିରର ବିକ‍ଶମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି 5T ସଚିବ । ଖୁବଶୀଘ୍ର ବଦଳିବ ତୁଷୁରାର ମାଆ ସମଲେଶ୍ବରୀଙ୍କ ମନ୍ଦିରର ରୂପରେଖ । ମାଆଙ୍କ ଦର୍ଶନ ସହ ସେବାୟତଙ୍କ ସହ ଆଲୋଚନା କରିଛନ୍ତି । ତୁଷୁରା ମେଡିକାଲର ମଧ୍ୟ ଖୁବଶୀଘ୍ର ବିକାଶ କାର୍ଯ୍ୟ ଆରମ୍ଭ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖୁବଶୀଘ୍ର ଖୁସି ଖବର ଦେବେ ବୋଲି 5T ସଚିବ କହିଛନ୍ତି । ମନ୍ଦିର ନିକଟରେ ଆୟୋଜିତ ଜନଶୁଣାଣି କାର୍ଯ୍ୟକ୍ରମରେ ଭିକେ ପାଣ୍ଡିଆନ ଲୋକଙ୍କ ପାଖକୁ ଯାଇ ଦାବିପତ୍ର ଗ୍ରହଣ କରିଛନ୍ତି । ସାତଦିନ ଭିତରେ ବିଭିନ୍ନ ଧର୍ମାନୁଷ୍ଠାନ ଓ କମ୍ୟୁନିଟି ସେଣ୍ଟରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଖୁସି ଖବର ଦେବେ ବୋଲି 5T ସଚିବ ଭିକେ ପ‍ଣ୍ଡିଆନ କହିଛନ୍ତି ।

ଆହୁରି ପଢ଼ନ୍ତୁ: ଝାରସୁଗୁଡା ଏବଂ ସୁନ୍ଦରଗଡ଼ରେ ସୌର ଷ୍ଟ୍ରିଟ ଲାଇଟ ସହିତ ଗ୍ରାମୀଣ ସୁରକ୍ଷାକୁ ସୁଦୃଢ଼ କରିଛି ବେଦାନ୍ତ ଆଲୁମିନିୟମ

06 Aug 2023 By The Sakala

ଦୁଇ ଦିନିଆ ବଲାଙ୍ଗୀର ଜିଲ୍ଲା ଗସ୍ତରେ 5T ସଚିବ, ଗ୍ରାଉଣ୍ଡ ଜିରୋରେ ବିକାଶ କାର୍ଯ୍ୟର କରୁଛନ୍ତି ସମୀକ୍ଷା

ବଲାଙ୍ଗୀର: ଦୁଇ ଦିନିଆ ବଲାଙ୍ଗୀର ଜିଲ୍ଲା ଗସ୍ତରେ 5T ସଚିବ ଭିକେ ପାଣ୍ଡିଆନ । ତୁଷୁରାରେ ଥିବା ମାଆ ସମଲେଶ୍ବରୀଙ୍କ ମନ୍ଦିରକୁ ଯାଇ ଦର୍ଶନ ସହିତ ମନ୍ଦିରର ବିକ‍ଶମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି 5T ସଚିବ । ଖୁବଶୀଘ୍ର ବଦଳିବ ତୁଷୁରାର ମାଆ ସମଲେଶ୍ବରୀଙ୍କ ମନ୍ଦିରର ରୂପରେଖ । ମାଆଙ୍କ ଦର୍ଶନ ସହ ସେବାୟତଙ୍କ ସହ ଆଲୋଚନା କରିଛନ୍ତି । ତୁଷୁରା ମେଡିକାଲର ମଧ୍ୟ ଖୁବଶୀଘ୍ର ବିକାଶ କାର୍ଯ୍ୟ ଆରମ୍ଭ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖୁବଶୀଘ୍ର ଖୁସି ଖବର ଦେବେ ବୋଲି 5T ସଚିବ କହିଛନ୍ତି । ମନ୍ଦିର ନିକଟରେ ଆୟୋଜିତ ଜନଶୁଣାଣି କାର୍ଯ୍ୟକ୍ରମରେ ଭିକେ ପାଣ୍ଡିଆନ ଲୋକଙ୍କ ପାଖକୁ ଯାଇ ଦାବିପତ୍ର ଗ୍ରହଣ କରିଛନ୍ତି । ସାତଦିନ ଭିତରେ ବିଭିନ୍ନ ଧର୍ମାନୁଷ୍ଠାନ ଓ କମ୍ୟୁନିଟି ସେଣ୍ଟରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଖୁସି ଖବର ଦେବେ ବୋଲି 5T ସଚିବ ଭିକେ ପ‍ଣ୍ଡିଆନ କହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର