ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ 5T ସଚିବ ଭିକେ ପାଣ୍ଡିଆନ୍, ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର କରୁଛନ୍ତି ସମୀକ୍ଷା

The Sakala Picture
Published On

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ 5T ସଚିବ ଭିକେ ପାଣ୍ଡିଆନ୍ । ପ୍ରଥମେ ପାତାଳୀ ଶ୍ରୀକ୍ଷେତ୍ର ଯାଇ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି । ଏହାସହ ମନ୍ଦିରର ଉନ୍ନତିକରଣ ନେଇ ମନ୍ଦିର କମିଟି ସହ ଆଲୋଚନା କରିଥିଲେ । ଏହାପରେ ଉଲୁଣ୍ଡା ଯାଇ ଲୋକଙ୍କ ସହ ଆଲୋଚନା କରିଛନ୍ତି 5T ସଚିବ । ଲୋକଙ୍କ ଦାବି ଶୁଣିବା ସହ ସମସ୍ୟାର ସମାଧାନ ନେଇ ପ୍ରତିଶ୍ରୁତି ଦେଉଛନ୍ତି 5T ସଚିବ । ପରେ ବିନିକା ଓ ଡୁଙ୍ଗୁରିପାଲି ବ୍ଲକର […]

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ 5T ସଚିବ ଭିକେ ପାଣ୍ଡିଆନ୍ । ପ୍ରଥମେ ପାତାଳୀ ଶ୍ରୀକ୍ଷେତ୍ର ଯାଇ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି । ଏହାସହ ମନ୍ଦିରର ଉନ୍ନତିକରଣ ନେଇ ମନ୍ଦିର କମିଟି ସହ ଆଲୋଚନା କରିଥିଲେ । ଏହାପରେ ଉଲୁଣ୍ଡା ଯାଇ ଲୋକଙ୍କ ସହ ଆଲୋଚନା କରିଛନ୍ତି 5T ସଚିବ । ଲୋକଙ୍କ ଦାବି ଶୁଣିବା ସହ ସମସ୍ୟାର ସମାଧାନ ନେଇ ପ୍ରତିଶ୍ରୁତି ଦେଉଛନ୍ତି 5T ସଚିବ । ପରେ ବିନିକା ଓ ଡୁଙ୍ଗୁରିପାଲି ବ୍ଲକର ବିଭିନ୍ନ ସ୍ଥାନକୁ ଯିବେ 5T ସଚିବ ଭିକେ ପାଣ୍ଡିଆନ ।

ଆହୁରି ପଢ଼ନ୍ତୁ: ବିବାହ ବେଦୀରେ ବସିବା ପରେ ବଦଳିଗଲା ବରର ମନ, କନିଆଁକୁ ଛାଡ଼ି ପଳାଇ ଆସିଲା ପୁଅ

04 Jul 2023 By The Sakala

ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ 5T ସଚିବ ଭିକେ ପାଣ୍ଡିଆନ୍, ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର କରୁଛନ୍ତି ସମୀକ୍ଷା

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ 5T ସଚିବ ଭିକେ ପାଣ୍ଡିଆନ୍ । ପ୍ରଥମେ ପାତାଳୀ ଶ୍ରୀକ୍ଷେତ୍ର ଯାଇ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି । ଏହାସହ ମନ୍ଦିରର ଉନ୍ନତିକରଣ ନେଇ ମନ୍ଦିର କମିଟି ସହ ଆଲୋଚନା କରିଥିଲେ । ଏହାପରେ ଉଲୁଣ୍ଡା ଯାଇ ଲୋକଙ୍କ ସହ ଆଲୋଚନା କରିଛନ୍ତି 5T ସଚିବ । ଲୋକଙ୍କ ଦାବି ଶୁଣିବା ସହ ସମସ୍ୟାର ସମାଧାନ ନେଇ ପ୍ରତିଶ୍ରୁତି ଦେଉଛନ୍ତି 5T ସଚିବ । ପରେ ବିନିକା ଓ ଡୁଙ୍ଗୁରିପାଲି ବ୍ଲକର ବିଭିନ୍ନ ସ୍ଥାନକୁ ଯିବେ 5T ସଚିବ ଭିକେ ପାଣ୍ଡିଆନ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର