ଶ୍ରୀଜୀଉଙ୍କୁ ଦର୍ଶନ କରିବା ସହ ଶ୍ରୀମନ୍ଦିର ପରିକ୍ରମା କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କଲେ ୫ଟି ସଚିବ ଭି.କେ ପାଣ୍ଡିଆନ

ପୁରୀ: ପୁରୀରେ ୫ଟି ସଚିବ ଭି କାର୍ତିକାୟନ ପାଣ୍ଡିଆନ। ଆଜି ସେ ପୁରୀ ଆସିଥିବାବେଳେ ସହ ପରିବାର ସହ ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି। ଏଥି ସହ ସେ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିବା ଜଣାପଡ଼ିଛି। ପଶ୍ଚିମଦ୍ୱାର ପଟେ ଆରମ୍ଭ ହୋଇଥିବା ନିର୍ମାଣ କାର୍ଯ୍ୟକୁ ସେ ବୁଲି ଦେଖିବା ପରେ ସେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିଥିବା ଜଣାପଡିଛି।

About The Author: The Sakala