ଆଉ ଦିନକ ପରେ ହକି ବିଶ୍ବକପ ଉଦଘାଟନୀ ଉତ୍ସବ: କଟକ ଯାଇ ପ୍ରସ୍ତୁତିର ସମୀକ୍ଷା କଲେ ୫ଟି ସଚିବ ଭିକେ ପାଣ୍ଡିଆନ

The Sakala Picture
Published On

କଟକ: ଆଉ ଦିନକ ପରେ ହକି ବିଶ୍ବକପ ଉଦଘାଟନୀ ଉତ୍ସବ। କଟକ ଯାଇ ଉଦଘାଟନୀ ଉତ୍ସବ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ୫ଟି ସଚିବ ଭିକେ ପାଣ୍ଡିଆନ। ବାରବାଟୀ ଷ୍ଟାଡିୟମ ଯାଇ ସେ ସ୍ଥିତି ଅନୁଧ୍ୟାନ କରିଛନ୍ତି । ୫ଟି ସଚିବଙ୍କ ସହ ଓସିଏ ସଭାପତି ପ୍ରଣବ ପ୍ରକାଶ ଦାସ ଓ କ୍ରୀଡା ସଚିବ ଭିନିଲ କ୍ରୀଷ୍ଣା ବାରବାଟୀ ଯାଇ ବରିଷ୍ଠ ଅଧିକାରୀଙ୍କ ସହିତ ଆଲୋଚନା କରିଛନ୍ତି। ଅନୁଧ୍ୟାନ ସମୟରେ ସିଏମସି ମେୟର, କମିଶନର, ଜିଲ୍ଲାପାଳ, ଓସିଏ ସମ୍ପାଦକଙ୍କ […]

କଟକ: ଆଉ ଦିନକ ପରେ ହକି ବିଶ୍ବକପ ଉଦଘାଟନୀ ଉତ୍ସବ। କଟକ ଯାଇ ଉଦଘାଟନୀ ଉତ୍ସବ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ୫ଟି ସଚିବ ଭିକେ ପାଣ୍ଡିଆନ। ବାରବାଟୀ ଷ୍ଟାଡିୟମ ଯାଇ ସେ ସ୍ଥିତି ଅନୁଧ୍ୟାନ କରିଛନ୍ତି । ୫ଟି ସଚିବଙ୍କ ସହ ଓସିଏ ସଭାପତି ପ୍ରଣବ ପ୍ରକାଶ ଦାସ ଓ କ୍ରୀଡା ସଚିବ ଭିନିଲ କ୍ରୀଷ୍ଣା ବାରବାଟୀ ଯାଇ ବରିଷ୍ଠ ଅଧିକାରୀଙ୍କ ସହିତ ଆଲୋଚନା କରିଛନ୍ତି।

ଆହୁରି ପଢ଼ନ୍ତୁ: ଚନ୍ଦନ ଯାତ୍ରାବେଳେ ନରେନ୍ଦ୍ର ପୁଷ୍କରିଣୀରେ ଫୁଟିବନି ବାଣ, ସିସିଟିଭି ସହ ରହିବ କଡ଼ା ସୁରକ୍ଷା ବ୍ୟବସ୍ଥା

ଅନୁଧ୍ୟାନ ସମୟରେ ସିଏମସି ମେୟର, କମିଶନର, ଜିଲ୍ଲାପାଳ, ଓସିଏ ସମ୍ପାଦକଙ୍କ ସମେତ ଅନ୍ୟ ଅଧିକାରୀ ଉପସ୍ଥିତ ଥିଲେ । ବର୍ତ୍ତମାନ ପ୍ରସ୍ତୁତି ଶେଷ ପର୍ୟ୍ୟାୟରେ ପହଞ୍ଚିଛି । ବାକିଥିବା କାମ ଖୁବଶୀଘ୍ର ଶେଷ କରାଯିବ । ବୁଧବାର ଅପରାହ୍ନରେ ଏହି ମେଗା କାର୍ୟ୍ୟକ୍ରମ ଅନୁଷ୍ଠିତ ହେବ। କାର୍ଯ୍ଯକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଦେଶ ବିଦେଶରୁ ସ୍ବତନ୍ତ୍ର ନିମନ୍ତ୍ରିତ ଅତିଥି ଯୋଗଦେବେ। ଏକ ହଜାର ଭିଭିଆଇପିଙ୍କ ସମେତ ଦୁଇ ହଜାର ଅତିଥିଙ୍କୁ ନିମନ୍ତ୍ରଣ କରାଯାଇଛି ।

ଆହୁରି ପଢ଼ନ୍ତୁ: ଜନ୍ମ ପ୍ରମାଣପତ୍ର ପାଇଁ ଗରିବଙ୍କୁ ଲୁଟୁଛନ୍ତି ସରକାରୀ ବାବୁ, ୭୦ ଟଙ୍କା ପରିବର୍ତ୍ତେ ନେଉଛନ୍ତି ୯୦୦

ଏହି ସମୟରେ ଟ୍ରାଫିକ ପରିଚାଳନା ପୋଲିସ ପାଇଁ ମୁଖ୍ୟ ଚ୍ୟାଲେଞ୍ଜ ହେବ । ସହରରେ ୫୦ ପ୍ଲାଟୁନ ପୁଲିସ ଫୋର୍ସ ସହ ୩୦୦ ଜଣ ଅଧିକାରୀ ଓ ତିନି ଜଣ ଡିସିପି ମୁତୟନ ହେବେ। ଅପରାହ୍ନ ୩ଟାରେ କାର୍ଯ୍ଯକ୍ରମ ଆରମ୍ଭ ହୋଇ ରାତି ୧୦ଟା ପର୍ଯ୍ଯନ୍ତ ଚାଲିବ। ମୁଖ୍ୟମନ୍ତ୍ରୀ କାର୍ଯ୍ଯକ୍ରମରେ ସନ୍ଧ୍ୟା ୬ଟାରେ ଯୋଗଦେବାନେଇ ସୂଚନା ରହିଛି। ବଲିଉଡ ଓ ଓଲିଓଡ ତାରକାଙ୍କ ଦ୍ବାରା ମନୋରଞ୍ଜନ କାର୍ଯ୍ଯକ୍ରମ କରାଯିବ। ମେଗା ଇଭେଣ୍ଟ ପାଇଁ ଓସିଏ ସମସ୍ତ ସହଯୋଗ ଯୋଗାଇ ଦେଉଛି ।

ଆହୁରି ପଢ଼ନ୍ତୁ: ଟାଇଁ ଟାଇଁ ଖରାରେ ହନ୍ତସନ୍ତ ରାଜଧାନୀବାସୀ, ଅପରାହ୍ନ ୨ଟା ସୁଦ୍ଧା ୪୨ ଡିଗ୍ରୀ ଛୁଇଁଲା ତାପମାତ୍ରା

09 Jan 2023 By The Sakala

ଆଉ ଦିନକ ପରେ ହକି ବିଶ୍ବକପ ଉଦଘାଟନୀ ଉତ୍ସବ: କଟକ ଯାଇ ପ୍ରସ୍ତୁତିର ସମୀକ୍ଷା କଲେ ୫ଟି ସଚିବ ଭିକେ ପାଣ୍ଡିଆନ

କଟକ: ଆଉ ଦିନକ ପରେ ହକି ବିଶ୍ବକପ ଉଦଘାଟନୀ ଉତ୍ସବ। କଟକ ଯାଇ ଉଦଘାଟନୀ ଉତ୍ସବ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ୫ଟି ସଚିବ ଭିକେ ପାଣ୍ଡିଆନ। ବାରବାଟୀ ଷ୍ଟାଡିୟମ ଯାଇ ସେ ସ୍ଥିତି ଅନୁଧ୍ୟାନ କରିଛନ୍ତି । ୫ଟି ସଚିବଙ୍କ ସହ ଓସିଏ ସଭାପତି ପ୍ରଣବ ପ୍ରକାଶ ଦାସ ଓ କ୍ରୀଡା ସଚିବ ଭିନିଲ କ୍ରୀଷ୍ଣା ବାରବାଟୀ ଯାଇ ବରିଷ୍ଠ ଅଧିକାରୀଙ୍କ ସହିତ ଆଲୋଚନା କରିଛନ୍ତି।

ଅନୁଧ୍ୟାନ ସମୟରେ ସିଏମସି ମେୟର, କମିଶନର, ଜିଲ୍ଲାପାଳ, ଓସିଏ ସମ୍ପାଦକଙ୍କ ସମେତ ଅନ୍ୟ ଅଧିକାରୀ ଉପସ୍ଥିତ ଥିଲେ । ବର୍ତ୍ତମାନ ପ୍ରସ୍ତୁତି ଶେଷ ପର୍ୟ୍ୟାୟରେ ପହଞ୍ଚିଛି । ବାକିଥିବା କାମ ଖୁବଶୀଘ୍ର ଶେଷ କରାଯିବ । ବୁଧବାର ଅପରାହ୍ନରେ ଏହି ମେଗା କାର୍ୟ୍ୟକ୍ରମ ଅନୁଷ୍ଠିତ ହେବ। କାର୍ଯ୍ଯକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଦେଶ ବିଦେଶରୁ ସ୍ବତନ୍ତ୍ର ନିମନ୍ତ୍ରିତ ଅତିଥି ଯୋଗଦେବେ। ଏକ ହଜାର ଭିଭିଆଇପିଙ୍କ ସମେତ ଦୁଇ ହଜାର ଅତିଥିଙ୍କୁ ନିମନ୍ତ୍ରଣ କରାଯାଇଛି ।

ଏହି ସମୟରେ ଟ୍ରାଫିକ ପରିଚାଳନା ପୋଲିସ ପାଇଁ ମୁଖ୍ୟ ଚ୍ୟାଲେଞ୍ଜ ହେବ । ସହରରେ ୫୦ ପ୍ଲାଟୁନ ପୁଲିସ ଫୋର୍ସ ସହ ୩୦୦ ଜଣ ଅଧିକାରୀ ଓ ତିନି ଜଣ ଡିସିପି ମୁତୟନ ହେବେ। ଅପରାହ୍ନ ୩ଟାରେ କାର୍ଯ୍ଯକ୍ରମ ଆରମ୍ଭ ହୋଇ ରାତି ୧୦ଟା ପର୍ଯ୍ଯନ୍ତ ଚାଲିବ। ମୁଖ୍ୟମନ୍ତ୍ରୀ କାର୍ଯ୍ଯକ୍ରମରେ ସନ୍ଧ୍ୟା ୬ଟାରେ ଯୋଗଦେବାନେଇ ସୂଚନା ରହିଛି। ବଲିଉଡ ଓ ଓଲିଓଡ ତାରକାଙ୍କ ଦ୍ବାରା ମନୋରଞ୍ଜନ କାର୍ଯ୍ଯକ୍ରମ କରାଯିବ। ମେଗା ଇଭେଣ୍ଟ ପାଇଁ ଓସିଏ ସମସ୍ତ ସହଯୋଗ ଯୋଗାଇ ଦେଉଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର